Posted inଖେଳ

ଭାରତ ଆସିବେ ପାକିସ୍ତାନ ଆଥଲେଟ୍‌: ସରକାର ଦେଲେ ଅନୁମତି

ନୂଆଦିଲ୍ଲୀ, ୧୯।୬: ଭାରତରେ ଆୟୋଜିତ ହେବାକୁ ଥିବା ଅନ୍ତର୍ଜାତୀୟ ଖେଳ ଇଭେଣ୍ଟରେ ପାକିସ୍ତାନ ଖେଳାଳି ଭାଗ ନେଇପାରିବ। ଭାରତୀୟ ଅଲମ୍ପିକ୍‌ ସଂଘ(ଆଇଓଏ) ଏନେଇ ଇଣ୍ଟରନାଶନାଲ ଅଲମ୍ପିକ କମିଟି(ଆଇଓସି)କୁ ପତ୍ର ଲେଖି ଜଣାଇଛିି। ଗତ ଫେବୃଆରିରେ ଭାରତରେ ଆୟୋଜିତ ହୋଇଥିବା ବିଶ୍ୱ ତୀରନ୍ଦାଜ୍‌ ପ୍ରତିଯୋଗିତାରେ ଭାଗ ନେବା ପାଇଁ ପାକିସ୍ତାନ ଖେଳାଳିଙ୍କ ଭିସା ଦିଆଯାଇ ନ ଥିଲା। ଫଳରେ ଆଇଓସି ଭାରତକୁ ଅନ୍ତର୍ଜାତୀୟ ପ୍ରତିଯୋଗିତା ଆୟୋଜନକୁ ନେଇ ସମସ୍ତ କଥାବାର୍ତ୍ତା ରଦ୍ଦ କରିବାର ନିଷ୍ପତ୍ତି ନେଇଥିଲା। ଯେଉଁପର୍ଯ୍ୟନ୍ତ ଭାରତ ସରକାର ଲିଖିତ ଆଶ୍ୱାସନା ନ ଦେବ ସେ ପର୍ଯ୍ୟନ୍ତ କୌଣସି ଅନ୍ତର୍ଜାତୀୟ ପ୍ରତିଯୋଗିତା ଭାରତରେ ଆୟୋଜନ ହେବ ନାହିଁ ବୋଲି ଆଇଓସି ପକ୍ଷରୁ କୁହାଯାଇଥିଲା। ଫଳରେ ଭାରତ ପକ୍ଷରୁ ଲିଖିତ ଆଶ୍ୱାସନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜଧାନୀର ଏକ କୋଠାରେ ଭୟଙ୍କର ଅଗ୍ନିକାଣ୍ଡ, ୧୦୦ରୁ ଅଧିକ ଲୋକ…

ନୂଆଦିଲ୍ଲୀ,୧୫।୭: ନୋଏଡାର ସେକ୍ଟର ୬୬ରେ ଏକ କୋଠାର ବେସମେଣ୍ଟରେ ପାର୍କିଂ ହୋଇଥିବା ଏକ ଇଲେକ୍ଟ୍ରିକ୍ ବାଇକ୍ ଜଳିବା ପରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଥିଲା। ଅଗ୍ନିକାଣ୍ଡରେ ବର୍ତ୍ତମାନ…

ଖ୍ରୀଷ୍ଟିଆନ ପରିବାରକୁ ଜୀବନ୍ତ ଜାଳିଦେଇଥିବା ଦାରା ସିଂ କିଏ? ୨୬ ବର୍ଷ ଜେଲଦଣ୍ଡ ପରେ ଏବେ ଚର୍ଚ୍ଚାରେ, ବଜରଙ୍ଗ ଦଳ ସହ…

କେନ୍ଦୁଝର/ନୂଆଦିଲ୍ଲୀ,୧୫।୭: ଓଡ଼ିଶାର କେନ୍ଦୁଝର ଜିଲା ଜେଲ୍‌ରେ ବନ୍ଦୀ ଥିବା ରବୀନ୍ଦ୍ର ପାଲ ସିଂ ଓରଫ ଦାରା ସିଂ ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି। ବିଗତ ୨୬ ବର୍ଷ…

ଗୁରୁଣ୍ଡିଆରେ ବାଘ ଆତଙ୍କ: ପାଦ ଚିହ୍ନ ଦେଖିବା ପରେ ଲୋକଙ୍କ ମନରେ କୋକୁଆ ଭୟ

ସୁନ୍ଦରଗଡ,୧୫।୭ (ଦିଲ୍ଲୀପ କୁମାର ଭାରତୀ): ସୁନ୍ଦରଗଡ ଜିଲା ବଣେଇ ବନଖଣ୍ଡ ଅନ୍ତର୍ଗତ ତାମଡା ରେଞ୍ଜ ଅଧୀନସ୍ଥ ଗୁରୁଣ୍ଡିଆ ଠାରେ ବାଘ ଆତଙ୍କ । ଘଟଣାରୁ ପ୍ରକାଶ ଯେ,ଗୁରୁଣ୍ଡିଆ…

୩ ରଥକୁ ଆଜ୍ଞାମାଳ ବିଜେ

ପୁରୀ,୧୫ା୭: ଆଷାଢ଼ ଶୁକ୍ଳପକ୍ଷ ଦ୍ୱିତୀୟା ତିଥି ଗୁରୁବାର ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା। ତେଣୁ ପରମ୍ପରା ଅନୁଯାୟୀ, ବୁଧବାର ପ୍ରତିପଦା ତିଥିରେ ଶ୍ରୀମନ୍ଦିରରେ ସକାଳଧୂପ ଶେଷ ହେବାପରେ ପାଳିଆ…

ଜିମ୍‌ରେ ଜେଜେବାପା: ବଡି ଓ ଫିଟ୍‌ନେସ୍ ଦେଖି ତାଟକା ହେଲେ ସୋସିଆଲ ମିଡିଆ ୟୁଜର୍ସ, VIDEO ଦେଖିଲେ ଆପଣ ବି…

ସୋସିଆଲ ମିଡିଆରେ ପ୍ରତିଦିନ ଅନେକ ଆଶ୍ଚର୍ଯ୍ୟଜନକ ଭିଡିଓ ଭାଇରାଲ ହୋଇଥାଏ। ସେଥିମଧ୍ୟରୁ କିଛି ଭିଡିଓ ବେଶ ମଜାଦାର ହୋଇଥିବା ବେଳେ କିଛି ଭିଡିଓ ଦେଖିଲେ ଆଖି ଖୋସି…

ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ହାବୁଡରେ ପଡିଗଲେ ଆର୍‌ଆଇ, ଆଉ ତା’ପରେ…

ଗୁଣପୁର,୧୫।୭(ସୁଜାତା ପାଢ଼ୀ/ ସଂକେତ ପାତ୍ର): ରାୟଗଡ଼ା ଜିଲା ଗୁଣପୁର ତହସିଲର ସିରିଝୋଲି ରାଜସ୍ବ ନିରୀକ୍ଷକ ସୁଶାନ୍ତ ମଲ୍ଲିକ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ପଟ୍ଟା ଟ୍ରାନ୍ସଫର କରାଇଦେବା ପାଇଁ…

ଫିଫା ବିଶ୍ୱକପ୍‌: ରାତି ସାଢ଼େ ୩ ଯାଏ ଖୋଲା ରହିବ ହୋଟେଲ, ରେଷ୍ଟୁରାଣ୍ଟ

ବେଙ୍ଗାଲୁରୁ, ୧୫ା୭: ଚଳିତ ଫିଫା ବିଶ୍ୱକପ୍‌କୁ ଦୃଷ୍ଟିରେ ରଖି କର୍ନାଟକ ସରକାର ବେଙ୍ଗାଲୁରୁରେ ଥିବା ସମସ୍ତ ହୋଟେଲ ଓ ରେଷ୍ଟୁରାଣ୍ଟକୁ ରାତି ୩ଟା ୩୦ ପର୍ଯ୍ୟନ୍ତ ଖୋଲା…

ପ୍ରେମରେ ଉବୁଟୁବୁ ଶେହନାଜ: କହୁ କହୁ କହିଦେଲେ…

ଆଜିକାଲି ପ୍ରେମରେ ଉବୁଟୁବୁ ହେଉଛନ୍ତି ଅଭିନେତ୍ରୀ ଶେହନାଜ ଗିଲ। ସିଦ୍ଧାର୍ଥ ଶୁକ୍ଲାଙ୍କ ଯିବା ପରେ ଶେହନାଜ ଏବେ ଅଭିନେତା ରାଘବ ଜୁୟାଲଙ୍କ ପ୍ରେମରେ ପଡ଼ିଛନ୍ତି। ଏହାକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri