ଭାରତ ଉପରେ ୟୁଏସ୍‌ କମ୍ପାନୀଙ୍କ ନଜର

ନୂଆଦିଲ୍ଲୀ,୩୦ ।୪: ଚାଇନାରେ ମହାମାରୀ ଯୋଗୁ ବିଭିନ୍ନ ସମସ୍ୟା ଉପୁଜୁଥିବାରୁ ୟୁନାଇଟେଡ୍‌ ଷ୍ଟେଟସ ଅଫ୍‌ ଆମେରିକା(ୟୁଏସ୍‌)ର କମ୍ପାନୀଗୁଡିକ ପରିଚାଳନାରେ ସମସ୍ୟା ସାମ୍ନା କରୁଛନ୍ତି। ଏଭଳି ସ୍ଥିତିରେ କିଛି କମ୍ପାନୀ ଚାଇନାରୁ ବାହାରି ଆସିବାକୁ ମନ ବଳାଇଛନ୍ତି। ଏହି କମ୍ପାନୀଗୁଡିକର ନଜର ଏବେ ଭାରତ ବଜାର ଉପରେ ରହିଛି। ଡିପାର୍ଟମେଣ୍ଟ ଅଫ୍‌ ଷ୍ଟେଟସ ସହ କମ୍ପାନୀଗୁଡିକ ବୈଠକ ମଧ୍ୟ କରିଛନ୍ତି। ଯଦି କୌଣସି ଆମେରିକୀୟ କମ୍ପାନୀ ଭାରତ ଆସିବା ଲାଗି ଇଚ୍ଛୁକ ସେମାନଙ୍କ ଲାଗି ରେଡ୍‌ କାର୍ପେଟ ପ୍ରସ୍ତୁତ କରି ରଖିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜ୍ୟଗୁଡିକୁ ସୋମବାର ପରାମର୍ଶ ଦେଇଥିଲେ। ଯଦି କମ୍ପାନୀଗୁଡିକ ଭାରତରେ ନିବେଶ କରିବାକୁ ଚାହାନ୍ତି ସେ ସମ୍ପର୍କିିତ ସୁଯୋଗ ହାତଛଡା ନ କରିବାକୁ ଭାରତ ପ୍ରସ୍ତୁତ ରହିଛି। ଭାରତରେ ନିବେଶକୁ ମଧ୍ୟ ଆମେରିକାର ଡିପାର୍ଟମେଣ୍ଟ ଅଫ୍‌ ଷ୍ଟେଟସ ସମର୍ଥନ କରୁଛି। ଏଣୁ ଆଗାମୀ ଦିନରେ କମ୍ପାନୀଗୁଡିକ ଭାରତରେ ନିବେଶ କରିବା ନେଇ ଅନେକ ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏନ୍‌ଭିଡିଆ ଆଣିଲା ଶକ୍ତିଶାଳୀ ଚିପ୍‌: ପିସି, ଲାପ୍‌ଟପ୍‌ କ୍ଷେତ୍ରରେ ଆସିବ ଏଆଇ କ୍ରାନ୍ତି

ତାଇପେଇ,୨ା୬(ରଏଟର୍ସ):ବିଶ୍ୱର ପ୍ରମୁଖ ଚିପ୍‌ ନିର୍ମାଣକାରୀ ସଂସ୍ଥା ‘ଏନ୍‌ଭିଡିଆ’ ବ୍ୟକ୍ତିଗତ କମ୍ପ୍ୟୁଟର (ପିସି) ଏବଂ ଲାପ୍‌ଟପ୍‌ ଜଗତରେ ବଡ଼ ବିପ୍ଳବ ଆଣିବାକୁ ଯାଉଛି। କମ୍ପାନୀ ପକ୍ଷରୁ ସୋମବାର ଏକ…

ଇଟାଭାଟିକୁ ଯାଉଥିବା ବେଳେ ହାତୀ ହାବୁଡରେ ପଡ଼ିଗଲେ ଯୁବକ, ତାପରେ ଯାହା ଘଟିଲା……

ପରଜଙ୍ଗ,୨।୬(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସରାଙ୍ଗ ଫାଣ୍ଡି ଅଧୀନ ଡମୋଳ ଝରା ସାହି ନିକଟରେ ହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟୁ ହୋଇଛି ।ଗୋଟିକିଆ ଦନ୍ତା…

ବିଜେଡି କର୍ମୀ-ପଟାଙ୍ଗି ବିଧାୟକଙ୍କ ମଧ୍ୟରେ ରାଜନୈତିକ ଛକାପଞ୍ଝା: ବିଜେଡି କଲା ଘୋଷଣା-ଆସନ୍ତା ବୁଧବାର…

ନନ୍ଦପୁର, ୧।୬ (ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକରେ ଗତ ଦୁଇଦିନ ହେଲା ସରପଞ୍ଚ ସମିତି ସଭ୍ୟ, ବିଜେଡି କର୍ମୀ ଓ ପଟାଙ୍ଗି ବିଧାୟକଙ୍କ…

ନିମିଷକେ ଉଜୁଡିଗଲା ସଂସାର…ବିବାହର କିଛି ଘଣ୍ଟା ପରେ ଆଖିବୁଜିଲେ ପାଇଲଟ୍‌: ସ୍ତ୍ରୀଙ୍କ ସହ କରୁଥିଲେ…

ଓ୍ବାଶିଂଟନ୍‌,୧।୬: ଆମେରିକାରେ ଏକ ହେଲିକପ୍ଟର ଦୁର୍ଘଟଣାରେ ଜଣେ ଭାରତୀୟ ବଂଶୋଦ୍ଭବ ପାଇଲଟ ମୃତ୍ୟୁବରଣ କରିଛନ୍ତି। ଏହି ଦୁଃଖଦ ଘଟଣା ତାଙ୍କ ବିବାହର ମାତ୍ର କିଛି ଘଣ୍ଟା ପରେ…

କାଳବୈଶାଖୀର ତାଣ୍ଡବ: ସ୍କୁଲ ଘର ଉପରେ ପଡ଼ିଲା ବିରାଟକାୟ ଗଛ, ଲକ୍ଷାଧିକ ଟଙ୍କାର ସରକାରୀ ସମ୍ପତ୍ତି କ୍ଷତି

ମୋହନା, ୧।୬( ମନ୍ମଥ ମିଶ୍ର ): କାଳବୈଶାଖୀର ପ୍ରଭାବରେ ଉଡିଲା ସ୍କୁଲ ଟିଣ ଛପର। ସ୍କୁଲ ଘର ଉପରେ ପଡ଼ିଲା ବିରାଟକାୟ ଗଛ । ଗଜପତି ଜିଲା…

ଟେଷ୍ଟ କ୍ରିକେଟ୍‌ ନିୟମରେ ହେଲା ବଡ଼ ପରିବର୍ତ୍ତନ: ଏଣିକି…

ନୂଆଦିଲ୍ଲୀ,୧।୬: ଟେଷ୍ଟ କ୍ରିକେଟ୍‌ରେ ପୁଣି ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଏନେଇ ଏକ ସୂଚନା ଶେୟାର କରିଛି। ସାଧାରଣତଃ ଖରାପ…

ଦୁଇ ଭଉଣୀଙ୍କ ମଧ୍ୟରେ ଗଢ଼ିଉଠିଲା ପ୍ରେମ ସମ୍ପର୍କ: ବିବାହ କରିବା ପାଇଁ ଏମିତି କାମ କଲେ…ଜାଣିଲେ ହୋଇଯିବେ ଚକିତ

ନୂଆଦିଲ୍ଲୀ, ୧।୬: ବିହାରର ଜାମୁଇ ଜିଲାର ଲକ୍ଷ୍ମୀପୁର ବ୍ଲକରୁ ଏକ ବିବାହ ଖବର ସାମ୍ନାକୁ ଆସିଛି, ଯାହା ବ୍ୟାପକ ଆଲୋଚନାର ବିଷୟ ପାଲଟିଛି। ହରଲା ଗାଁର ଜଣେ…

LPGକୁ ନେଇ ଜରୁରୀ ଖବର: ୩୦ ଦିନ ମଧ୍ୟରେ ସମାପ୍ତ କରନ୍ତୁ ଏହି କାମ, ନଚେତ୍‌ ବନ୍ଦ ହୋଇଯିବ…

ନୂଆଦିଲ୍ଲୀ, ୧।୬: ଇରାନ-ଆମେରିକା ଯୁଦ୍ଧ ସାରା ବିଶ୍ୱରେ ଅସ୍ଥିରତା ସୃଷ୍ଟି କରିଛି, ଯାହା ଭାରତରେ ଗ୍ୟାସ ଯୋଗାଣକୁ ମଧ୍ୟ ପ୍ରଭାବିତ କରିଛି। କେନ୍ଦ୍ର ସରକାର LPG ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri