ଭାରତ ଏବଂ ପାକିସ୍ତାନ ମଧ୍ୟ ଅଧିକ ମ୍ୟାଚ୍‌ ଆୟୋଜନ ହେଉ: ମେହମୁଦ୍‌ କ୍ୟୁରେସି

ଇସଲମାବାଦ୍‌, ୧୯।୬: ବିଶ୍ୱକପରେ ଭାରତଠାରୁ ପରାସ୍ତ ହେବା ପରେ ପାକିସ୍ତାନରେ ହଡକମ୍ପ ସୃଷ୍ଟି ହୋଇଛି। ଏନେଇ ପ୍ରତିକ୍ରିୟା ଦେଇଛନ୍ତି ପାକିସ୍ତାନ ବୈଦେଶିକ ମନ୍ତ୍ରୀ ଶାହ ମେହମୁଦ କ୍ୟୁରେସି। ସେ କହିଛନ୍ତି, ଆଗକୁ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଅଧିକରୁ ଅଧିକ ମ୍ୟାଚ୍‌ ଆୟୋଜନ ହେବା ନେଇ ଆଶାପ୍ରକାଶ କରିଛନ୍ତି। ସୂଚନାଯୋଗ୍ୟ, ଭାରତ ପାକିସ୍ତାନ ୍‌ମ୍ୟାଚ୍‌ ଦେଖିବାକୁ ଓଲ୍ଡ ଟ୍ୟାଫୋର୍ଡ ଯାଇଥିଲେ କ୍ୟୁରେସି। ଖେଳ ଭାବନା ବୃଦ୍ଧି ପାଇଁ ଦୁଇ ଦେଶ ମଧ୍ୟରେ ଅଧିକ ମ୍ୟାଚ୍‌ ଆୟୋଜନ ହେବା ଆବଶ୍ୟକ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୪ ବର୍ଷ ପରେ BTS ର ଧମାକାଦାର ପ୍ରତ୍ୟାବର୍ତ୍ତନ: ଏହିଦିନ ରିଲିଜ୍ ହେବ ନୂଆ ଆଲବମ୍

ନୂଆଦିଲ୍ଲୀ,୨।୧: ବିଶ୍ୱପ୍ରସିଦ୍ଧ କେ-ପପ୍ ବୟ ବ୍ୟାଣ୍ଡ BTS ର ପ୍ରଶଂସକଙ୍କ ପାଇଁ ଏକ ବଡ଼ ଖୁସି ଖବର। ଦୀର୍ଘ ୪ ବର୍ଷର ବ୍ୟବଧାନ ପରେ ଏହି...

ଯୁବକଙ୍କୁ ଦଳି ମାରିବା ପରେ ବି ଜଗି ରହିଛି ହାତୀ 

ଖୋର୍ଦ୍ଧା,୨।୧(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲା ବେଗୁନିଆ ବ୍ଲକ ଭୂଆସୁଣି ପାଟଣା ଗାଁରେ ଯୁବକଙ୍କୁ ଜଣେ ଯୁବକଙ୍କୁ ଏକ ଦନ୍ତା ଦଳି ଦେଇଛି। ମୃତକ ହେଲେ ପ୍ରିୟବ୍ରତ...

ଗ୍ରୀନ ଷ୍ଟିକର ନେଇ ପରିବହନ ବିଭାଗର ବଡ଼ ଘୋଷଣା, ସବୁ RTOରେ ଖୋଲିବ….

ଭୁବନେଶ୍ବର, ୨/୧:  ଆସନ୍ତା ୧୦ ତାରିଖରୁ ମିଳିବ ଗ୍ରୀନ ଷ୍ଟିକର । ପଲ୍ୟୁସନ କରିଥିବା ଗାଡିରେ ଲଗାଇପାରିବେ ଲୋକେ । ଏନେଇ ପରିବହନ ବିଭାଗ ପକ୍ଷରୁ...

ବିରାଟ-ରୋହିତଙ୍କୁ ଦେଖିବାକୁ ପ୍ରଶଂସକଙ୍କ ପ୍ରବଳ ଉତ୍ସାହ: ୮ ମିନିଟ୍‌ରେ ସରିଗଲା ଭାରତ ବନାମ ନ୍ୟୁଜିଲାଣ୍ଡ ଟିକେଟ

ନୂଆଦିଲ୍ଲୀ,୨।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଦିନିକିଆ ସିରିଜ୍‌ ଜାନୁଆରୀ ୧୧, ୨୦୨୬ରେ ଆରମ୍ଭ ହେବାକୁ ଯାଉଛି। ଏହି ହାଇ-ଭୋଲଟେଜ ମ୍ୟାଚ ପାଇଁ ପ୍ରଶଂସକମାନେ ଉତ୍ସାହିତ।...

ରାଗିକି ପଞ୍ଚମ ହୋଇଗଲେ ଜାଭେଦ ଅଖତର: ଦେଇଦେଲେ ଏମିତି ଧମକ

ପ୍ରବୀଣ ଗୀତିକାର ଜାଭେଦ ଅଖତର ପ୍ରତ୍ୟେକ ପ୍ରସଙ୍ଗରେ ସ୍ପଷ୍ଟ ମତ ରଖିବା ପାଇଁ ଜଣାଶୁଣା। ଅନ୍ୟ ଅନେକ ତାରକାଙ୍କ ପରି, ଆଜିକାଲି ସେ ମଧ୍ୟ ଡିପ୍‌ଫେକ୍‌ର...

ଇନ୍ଦୋରରେ ବିଷାକ୍ତ ପାଣି ଯୋଗୁ ୧୫ ଜଣଙ୍କ ମୃତ୍ୟୁ, ବାନ୍ତି -ଝାଡ଼ାରେ ୩୩୮ ଆକ୍ରାନ୍ତ, ଆଇସିୟୁରେ ୩୨ ରୋଗୀ

ଇନ୍ଦୋର,୨।୧: ମଧ୍ୟପ୍ରଦେଶ ଇନ୍ଦୋରର ଭାଗୀରଥପୁରାରେ ଦୂଷିତ ପାଣି ଯୋଗୁ ଅସୁସ୍ଥ ହେଉଥିବା ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଗୁରୁବାର ୩୩୮ ଜଣ ନୂଆ ରୋଗୀ...

ଆସନ୍ତାକାଲି ଦେଖିବାକୁ ମିଳିବ ସୁପରମୁନ୍‌, ତା’ ପରେ ଆଉ କେବେ ଜାଣନ୍ତୁ…

ଭୁବନେଶ୍ୱର,୨ା୧: ଆସନ୍ତାକାଲି ଅର୍ଥାତ୍‌ ଶନିବାର ବର୍ଷର ପ୍ରଥମ ‘ସୁପରମୁନ’ ଦେଖିବାକୁ ମିଳିବ। ପୌଷ ପୂର୍ଣ୍ଣିମା ତିଥିରେ ପ୍ରଥମ ‘ସୁପରମୁନ’ ଭାବରେ ଦେଖାଯିବ। ସେହିପରି ୨୦୨୬ର ଦ୍ବିତୀୟ...

ଟିମ୍‌ ଇଣ୍ଡିଆକୁ ମିଳିବ ନୂଆ କୋଚ: ଇଂଲଣ୍ଡର କିମ୍ବଦନ୍ତୀଙ୍କୁ ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୨।୧: ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ ଭାରତୀୟ ମହିଳା କ୍ରିକେଟ ଦଳ ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେଇଛି। ଦଳ ଖୁବଶୀଘ୍ର ଜଣେ ନୂତନ ଶକ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri