ଭାରତ ଏବଂ ପାକିସ୍ତାନ ମଧ୍ୟ ଅଧିକ ମ୍ୟାଚ୍‌ ଆୟୋଜନ ହେଉ: ମେହମୁଦ୍‌ କ୍ୟୁରେସି

ଇସଲମାବାଦ୍‌, ୧୯।୬: ବିଶ୍ୱକପରେ ଭାରତଠାରୁ ପରାସ୍ତ ହେବା ପରେ ପାକିସ୍ତାନରେ ହଡକମ୍ପ ସୃଷ୍ଟି ହୋଇଛି। ଏନେଇ ପ୍ରତିକ୍ରିୟା ଦେଇଛନ୍ତି ପାକିସ୍ତାନ ବୈଦେଶିକ ମନ୍ତ୍ରୀ ଶାହ ମେହମୁଦ କ୍ୟୁରେସି। ସେ କହିଛନ୍ତି, ଆଗକୁ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଅଧିକରୁ ଅଧିକ ମ୍ୟାଚ୍‌ ଆୟୋଜନ ହେବା ନେଇ ଆଶାପ୍ରକାଶ କରିଛନ୍ତି। ସୂଚନାଯୋଗ୍ୟ, ଭାରତ ପାକିସ୍ତାନ ୍‌ମ୍ୟାଚ୍‌ ଦେଖିବାକୁ ଓଲ୍ଡ ଟ୍ୟାଫୋର୍ଡ ଯାଇଥିଲେ କ୍ୟୁରେସି। ଖେଳ ଭାବନା ବୃଦ୍ଧି ପାଇଁ ଦୁଇ ଦେଶ ମଧ୍ୟରେ ଅଧିକ ମ୍ୟାଚ୍‌ ଆୟୋଜନ ହେବା ଆବଶ୍ୟକ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବହୁ ମହଲା କୋଠାରେ ଲାଗିଲା ନିଆଁ

ସିଡ୍‌ନୀ,୨୫ା୫: କେନ୍ଦ୍ରୀୟ ସିଡ୍‌ନୀରେ ଥିବା  ବହୁ ମହଲା କୋଠାରେ ଗୁରୁବାର ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ନିଆଁକୁ ନିୟନ୍ତ୍ରଣ କରିବା ପାଇଁ ଅନେକ ଅଗ୍ନିଶମ...

ମଙ୍ଗଳରେ ବାସ କରିପାରିବେ ପୃଥିବୀର ୪ ପ୍ରଜାତିର ମିଥାନୋଜେନ୍ସ୍‌

ଓ୍ବାଶିଂଟନ,୨୫।୧୧: ମଙ୍ଗଳରେ ବସତି ସ୍ଥାପନ କରିବା ଲାଗି ମନୁଷ୍ୟ ଉଦ୍ୟମ ଜାରି ରଖିଛି। ଏପରିସ୍ଥଳେ ମହାକାଶ ବିଜ୍ଞାନୀମାନେ କହିଛନ୍ତି ଯେ, ପୃଥିବୀରେ ଥିବା ୪ ପ୍ରଜାତିର...

ନୀରବ ମୋଦିଙ୍କ ପ୍ରତ୍ୟର୍ପଣକୁ ମିଳିଲା ଅନୁମତି : ଏବେ ମଧ୍ୟ ଖସିବାର ବାଟ ଅଛି

ନୂଆଦିଲ୍ଲୀ,୧୬।୪: ଦୁର୍ନୀତି କରି ବ୍ରିଟେନ ପଳାଇଥିବା ହୀରା ବ୍ୟବସାୟୀ ନୀରବ ମୋଦିଙ୍କୁ ଲାଗିଛି ଶକ୍ତ ଧକ୍କା। ମୋଦିଙ୍କ ପ୍ରତ୍ୟର୍ପଣ ନର୍ଦ୍ଦେଶରେ ମୋହର ମାରିଛନ୍ତି ବ୍ରିଟେନ ଗୃହ...

୮ ବର୍ଷ ପରେ ପୀଡ଼ିତାଙ୍କ ଫୋନ୍‌କୁ ଆସିଲା ବଳାତ୍କାରୀଙ୍କ ପକ୍ଷରୁ ମେସେଜ୍‌, ଏଥିରେ ଲେଖାଥିଲା…

ଓ୍ବାଶିଂଟନ,୨୪ା୫: ଆମେରିକାର ପେନାସିଲେବ୍‌ନିଆରେ ରହୁଥିବା ୨୩ ବର୍ଷୀୟା ଶାନନ ନିଜ ବୟଫ୍ରେଣ୍ଡଙ୍କ ସହ ଛୁଟି କାଟିବାକୁ ଯାଇଥିଲେ। ଏହି ସମୟରେ ଶାନନ ତାଙ୍କର ଫେସ୍‌ବୁକ୍‌ ଖୋଲିଥିଲେ।...

ଜର୍ମାନ ଶାସକ ଦଳର ନୂଆ ନେତା ଅର୍ମିନ

ବର୍ଲିନ, ୧୭।୧: ଜର୍ମାନ ଚାନ୍‌ସେଲର ଆଞ୍ଜେଲା ମର୍କେଲ୍‌ଙ୍କ ସେଣ୍ଟର-ରାଇଟ୍‌ ପାର୍ଟି ଗଭର୍ଣ୍ଣର ଅର୍ମିନ ଲାସେଟ୍‌ଙ୍କୁ ଦଳର ନୂଆ ନେତା ଚୟନ କରିଛି। ନିର୍ବାଚନ ପୂର୍ବରୁ ନୂଆ...

କଟକଣା କୋହଳ ପରେ ଚାଇନାରେ କରୋନା ଆତଙ୍କ…

ବେଜିଂ,୧୧।୧୨ : ଚାଇନାରେ କରୋନା କଟକଣା କୋହଳ ପରେ ପୁଣି ଥରେ ସଂକ୍ରମଣ ଆତଙ୍କ ସୃଷ୍ଟି କରିଛି। ସଂକ୍ରମିତ ଲୋକଙ୍କ ସଂଖ୍ୟା ଉଦବେଗଜନକ ହାରରେ ବୃଦ୍ଧି...

ରାଫାଲ୍‌ ଡିଲ୍‌ ଯାଞ୍ଚ୍‌ ପାଇଁ ବିଚାରପତି ନିଯୁକ୍ତ, ବହୁ ଭିଆଇପିଙ୍କ ଉପରେ ନଜର…

ପ୍ୟାରିସ୍‌/ନୂଆଦିଲ୍ଲୀ,୩।୭: ରାଫାଲ୍‌ ଡିଲ୍‌ରେ ବ୍ୟାପକ ଅର୍ଥ ହେର୍‌ଫେର୍‌ ହୋଇଥିବା ଅଭିଯୋଗ ହେବା ପରେ ଫ୍ରାନ୍ସ୍‌ ସରକାର କଡ଼ା ପଦକ୍ଷେପ ଗ୍ରହଣ କରିଛନ୍ତି। ଏହାର ଯାଞ୍ଚ୍‌ ପାଇଁ...

ସୋମାଲିଆ ହୋଟେଲରେ ଆତ୍ମଘାତୀ ବିସ୍ଫୋରଣ:୨୬ ମୃତ, ୫୬ ଆହତ

ମୋଗାଡିସୁ,୧୩।୭: ସୋମାଲିଆର ଦକ୍ଷିଣରେ ଥିବା ବନ୍ଦର ସହର କିସମାୟୋରେ ଶନିବାର ଆତ୍ମଘାତୀ ବିସ୍ଫୋରଣ ଓ ଅଜ୍ଞାତ ବ୍ୟକ୍ତିଙ୍କ ଗୁଳିମାଡ଼ରେ ୨୬ ଜଣଙ୍କ ମୃତ୍ୟୁ ହେବା ସହ...

Advertisement
Archives

Model This Week