Posted inଜାତୀୟ

ଭାରତ କଥାକୁ ଏବେ ଗୁରୁତ୍ୱ ଦେଇ ଶୁଣୁଛି ବିଶ୍ୱ: ବୈଦେଶିକ ମନ୍ତ୍ରୀ

ନୂଆଦିଲ୍ଲୀ,୧୭।୯: ବୈଦେଶିକ ମନ୍ତ୍ରୀ ଭାବେ ଏସ୍‌ ଜୟଶଙ୍କର ଶହେ ଦିନ ପୁରଣ କରିଛନ୍ତି। ଏହି ଅବସରରେ ସେ ଖବରଦାତାଙ୍କ ପ୍ରଶ୍ନର ଉତ୍ତରରେ କହିଛନ୍ତି ଏବେ ଭାରତ ବିଶ୍ୱର ଏକ ନାମୀ ଦେଶର ପରିଚୟ ପାଇଛି। ପୂର୍ବାପେକ୍ଷା ଏବେ ବିଶ୍ୱ ଭାରତର କଥାକୁ ଗୁରୁତ୍ୱ ଦେଇ ଶୁଣୁଛି ବୋଲି ସେ କହିଛନ୍ତି। ଯଦି ଏବେ ଭାରତ ଜି ୨୦ ବା ବ୍ରିକ୍ସ ଭଳି ବହୁପାକ୍ଷିକ ମଞ୍ଚରେ ଉପସ୍ଥିତ ରହୁଛି ତେବେ ସମସ୍ତେ ଭାରତ କଥା ଶୁଣୁଛନ୍ତି ବୋଲି ଜୟଶଙ୍କର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଖୁ ଚାଷୀଙ୍କ ଆଗରେ ମୁଣ୍ଡ ନୁଆଁଇଲେ ସରକାର

ନୂଆଦିଲ୍ଲୀ,୨୧।୯: କୃଷକ ଓ ଶ୍ରମିକଙ୍କ ସମସ୍ୟାକୁ ନେଇ ଉତ୍ତରପ୍ରଦେଶ ସହରାନପୁରରୁ ଦିଲ୍ଲୀକୁ ପଦଯାତ୍ରାରେ ଆସିଥିବା କୃଷକଙ୍କ ଆନ୍ଦୋଳନ ପ୍ରତ୍ୟାହାର ହୋଇଛି। ଭାରତୀୟ କୃଷକ ସଙ୍ଗଠନର ୧୫ଟା...

ସୋରେନଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେବେନାହିଁ କେଜରିଓ୍ବାଲ

ନୂଆଦିଲ୍ଲୀ,୨୯।୧୨: ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ଭାବେ ରବିବାର ଶପଥ ନେବେ ଜେଏମ୍‌ଏମ୍‌ ନେତା ହେମନ୍ତ ସୋରେନ୍‌। ଏହି ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେବାକୁ ଦେଶର ନାମୀ...

ସ୍ବଦେଶ ଫେରିଲେ ୧୪୫ ଭାରତୀୟ: ହାତଗୋଡ଼ ବାନ୍ଧି ପଠାଇଲା ଆମେରିକା

ନୂଆଦିଲ୍ଲୀ,୨୨-୧୧:ଅନେକ ବର୍ଷ ଧରି ବେଆଇନ ଭାବେ ଆମେରିକାରେ ରହୁଥିବା ୧୪୫ ଭାରତୀୟଙ୍କୁ ଟ୍ରମ୍ପ୍‌ ପ୍ରଶାସନ ସ୍ବଦେଶକୁ ପଠାଇଦେଇଛି। ପ୍ରତ୍ୟର୍ପଣ ପରେ ସେମାନେ ଗୁରୁବାର ସକାଳେ ନୂଆଦିଲ୍ଲୀର...

ଲୋକସଭା ଓ ରାଜ୍ୟ ବିଧାନସଭାରେ ଏସ୍‌ସି/ଏସ୍‌ଟି ସଂରକ୍ଷଣ: ବଢ଼ିଲା ୧୦ ବର୍ଷ

ନୂଆଦିଲ୍ଲୀ,୪।୧୨: ଲୋକସଭା ଓ ରାଜ୍ୟ ବିଧାନସଭାରେ ଏସ୍‌ସି/ଏସ୍‌ଟି ସଂରକ୍ଷଣକୁ ଆସନ୍ତା ୧୦ ବର୍ଷ ପର୍ଯ୍ୟନ୍ତ ବଢ଼ାଇବା ପ୍ରସ୍ତାବକୁ ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କ୍ୟାବିନେଟ୍‌ର ମଞ୍ଜୁରୀ...

ଦିଲ୍ଲୀର ଏଲ୍‌ଏନ୍‌ଜେପି ହସ୍ପିଟାଲ ପରିଦର୍ଶନ କଲେ ଶାହା

ନୂଆଦିଲ୍ଲୀ,୧୫।୬: ଦିଲ୍ଲୀରେ ଲଗାତର ଭାବେ କରୋନା ଭାଇରସ୍‌ ସଂକ୍ରମଣ ବୃଦ୍ଧିପାଇବା ସହ ଦିନକୁ ଦିନ ପରିସ୍ଥିତି ଅତ୍ୟନ୍ତ ଚିନ୍ତାଜନକ ହୋଇପଡ଼ିଛି। ଏହାକୁ ନେଇ ସୋମବାର ସ୍ବରାଷ୍ଟ୍ର...

ଭାଜପା ନେତାଙ୍କ ବିବାଦୀୟ ବୟାନ: କରୋନା ସଂକ୍ରମିତ ହୋଇ ମମତାଙ୍କୁ କରିବେ ଆଲିଙ୍ଗନ

କୋଲକାତା,୨୮ ।୯: ପଶ୍ଚିମବଙ୍ଗରେ ଆସନ୍ତା ବର୍ଷ ହେବାକୁ ଯାଉଛି ବିଧାନସଭା ନିର୍ବାଚନ । ହେଲେ ଏବେଠାରୁ ସେଠାରେ ବିଭିନ୍ନ ରାଜନୈତିକ ଦଳ ସଜବାଜ ହେବା ଦେଖାଗଲାଣି...

କଲର୍ସ ଚ୍ୟାନେଲରେ ପ୍ରସାରିତ ହେବ ‘ମହାଭାରତ’!

ମୁମ୍ବାଇ,୩।୫: କରୋନା ଲକ୍‌ଡାଉନ ପାଇଁ ଏବେ ସବୁ ଶୁଟିଂ ବନ୍ଦ ଥିବାରୁ ଟେଲିଭିଜନରେ ପୁରୁଣା ଧାରାବାହିକ ଗୁଡିକ ପୁଣିଥରେ ଦେଖିବାକୁ ମିଳିଛି। ଘରୋଇ ଚ୍ୟାନେଲର ପ୍ରତିଯୋଗୀତାରେ...

ହଷ୍ଟେଲରେ ଜଳବନ୍ଦୀ ଥିବା ୧୮୩ ଛାତ୍ରୀ ଉଦ୍ଧାର

ଭୋପାଳ,୩୦।୭: ମଧ୍ୟପ୍ରଦେଶ ଖଣ୍ଡଓ୍ବାର କନ୍ୟା ଶିକ୍ଷାଶ୍ରମ ପରିସରରେ ଥିବା ହଷ୍ଟେଲରେ ସୋମବାର ବନ୍ୟାପାଣି ପଶି ଯାଇଥିଲା। ଫଳରେ ଏହି ହଷ୍ଟେଲରେ ଥିବା ପ୍ରାୟ ୧୮୩ ଜଣ...

Coronavirus Update

Archives

Model This Week

Why Dharitri