ଭାରତ ଗସ୍ତକୁ ନେଇ ଉତ୍ସାହିତ ଅଛନ୍ତି ଆମେରିକା ରାଷ୍ଟ୍ରପତି

ଓ୍ବାଶିଂଟନ,୧୫।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତ ଗସ୍ତକୁ ନେଇ ବେଶ୍‌ ଉତ୍ସାହିତ ଥିବା ଜଣାପଡିଛି। ଶନିବାର ସେ ଟୁଇଟ୍‌ କରି କହିଛନ୍ତି ଭାରତ ଗସ୍ତ କରି ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ସାକ୍ଷାତ୍‌ କରିବାକୁ ନେଇ ଅପେକ୍ଷା ରଖିଛନ୍ତି। ଟ୍ରମ୍ପ କହିଛନ୍ତି ଏହା ମୋ ପାଇଁ ସମ୍ମାନର କଥା। କାରଣ ନିକଟରେ ମାର୍କ ଜୁକରବର୍ଗ କହିଥିଲେ ଫେସ୍‌ବୁକରେ ଡୋନାଲ୍ଡ ଟ୍ରମ୍ପ ଏକ ନମ୍ବରରେ ଥିବା ବେଳେ ମୋଦି ଅଛନ୍ତି ଦୁଇ ନମ୍ବରରେ। ତେଣୁ ମୋଦିଙ୍କ ସହ ସାକ୍ଷାତ୍‌ ହେଲେ ଦୁଇଟି ସବୁଠାରୁ ବଡ ଗଣତନ୍ତ୍ର ଦେଶ ମଧ୍ୟରେ ସମ୍ପର୍କ ମଜଭୂତ ହେବ ବୋଲି ଟ୍ରମ୍ପ କହିଛନ୍ତି। ସୂଚନାଯୋଗ୍ୟ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପତ୍ନୀ ମେଲାନିଆଙ୍କ ସହ ୨୪-୨୫ ଫେବୃୟାରୀରେ ଦିଲ୍ଲୀ ପହଞ୍ଚିବା ସହ ଏହି ସମୟରେ ଅହମ୍ମଦାବାଦ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋବାଇଲ୍‌ ଆପ୍‌ କରୋନା ସମ୍ପର୍କରେ ୧୦୦ମିଟର ଦୂରରୁ କରୁଛି ସଚେତନ: ପ୍ରତି ଘଣ୍ଟାରେ ୨୦ ହଜାର ଡାଉନଲୋଡ୍‌

ସିଓଲ୍‌,୫।୩: କରୋନା ସଂକ୍ରମଣ ପୃଥିବୀରେ ବଢ଼ିବାରେ ଲାଗିଛି। କରୋନା ସଂକ୍ରମଣ ସମ୍ପର୍କରେ ସତର୍କ ସୂଚନା ଦେବା ପାଇଁ ଦକ୍ଷିଣ କୋରିଆ ଏକ ମୋବାଇଲ୍‌ ଆପ୍‌ ତିଆରି...

ଇଣ୍ଡୋନେସିଆ ବସ୍‌ ଦୁର୍ଘଟଣା: ୨୪ ମୃତ

ଜାକର୍ତ୍ତା,୨୪।୧୨: ଇଣ୍ଡୋନେସିଆର ଦକ୍ଷିଣ ସୁମାତ୍ରା ଅଞ୍ଚଳରେ ସୋମବାର ରାତିରେ ଏକ ବସ୍‌ ଦୁର୍ଘଟଣା ଗ୍ରସ୍ତ ହେବା ଫଳରେ ଅତିକମ୍‌ରେ ୨୪ ଜଣଙ୍କ ମୃତ୍ୟୁ ହେବା ସହ...

ଫାଟିଗଲା ରେଡ୍‌ ଓ୍ବାଇନ ଟ୍ୟାଙ୍କର, ଆଉ ତା’ ପରେ…

ମାଡ୍ରିଡ୍‌,୨୭ା୯: ସୋସିଆଲ ମିଡିଆରେ ଏବେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଯାହାକୁ ଦେଖିଲେ ଆଶ୍ଚର୍ଯ୍ୟ ହୋଇଯିବେ। ଏହି ଭିଡିଓରେ ରେଡ୍‌ ଓ୍ବାଇନ୍‌ ଟ୍ୟାଙ୍କର ଫାଟି...

ନିଖୋଜର ୨ ବର୍ଷ ପରେ ଗୁପ୍ତ କୋଠରିରୁ ଶିଶୁ ଉଦ୍ଧାର

ନ୍ୟୁୟର୍କ, ୧୮ା୨: ନ୍ୟୁୟର୍କରେ ଆଶ୍ଚର୍ଯ୍ୟ କରିଦେବା ଭଳି ଏକ ଖବର ସାମ୍‌ନାକୁ ଆସିଛି। ୨ ବର୍ଷ ହେଲା ଜଣେ ୬ ବର୍ଷର ଶିଶୁ କନ୍ୟା ନିଖୋଜ...

ମହାରାଣୀଙ୍କୁ ଅନ୍ତିମ ବିଦାୟ

ଲଣ୍ଡନ,୨୦।୯: ବ୍ରିଟେନ୍‌ ମହାରାଣୀ ଏଲିଜାବେଥ୍‌ ୨ୟଙ୍କୁ ସୋମବାର ଅନ୍ତିମ ବିଦାୟ ଦିଆଯାଇଛି। ରାଜ ପରିବାର ରୀତିନୀତି ଅନୁସାରେ ମହାରାଣୀଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ଓ୍ବିଣ୍ଡସର କାସ୍‌ଲେର...

ଭୁଶୁଡିଲା କରୋନା ସନ୍ଦିଗ୍ଧ ରହୁଥିବା ୮୦ ବଖରା ବିଶିଷ୍ଟ ହୋଟେଲ

ବେଜିଂ,୮।୩: ଚାଇନାରେ କରୋନା ଭାଇରସ ସଂକ୍ରମିତଙ୍କ ସଂଖ୍ୟା ଧୀରେ ଧୀରେ ହ୍ରାସ ପାଉଥିବା ବେଳେ ଏବେବି ସେଠାରେ କେତେଜଣଙ୍କୁ କରୋନା ଭାଇରସ ଥିବା ସନ୍ଦେହ କରି...

ଏହି ଦେଶରେ ଶିଶୁ ଜନ୍ମ ହେବା ପରେ ପରିବାରଠାରୁ ଅଲଗା ରହେ ମା’

ଶିଶୁ ଜନ୍ମ ହେବା ପରିବାରରେ ଅତ୍ୟନ୍ତ ଖୁସିର ବିଷୟ। ମାତ୍ର ବିଭିନ୍ନ ସମ୍ପ୍ରଦାୟରେ ଏହି ବିଶେଷ ଉତ୍ସବ ପାଳନର ଭିନ୍ନ ନିୟମ ରହିଛି। ବିଶ୍ୱର ଅନେକ...

ପାକିସ୍ତାନରେ ଚିହ୍ନଟ ହେଲେ ୭ କରୋନା ଭାଇରସ ରୋଗୀ

ଇସ୍‌ଲାମାବାଦ,୯।୩: ପାକିସ୍ତାନର ସ୍ବାସ୍ଥ୍ୟମନ୍ତ୍ରୀ ଜାଫର ମିର୍ଜା ରବିବାର ଟୁଇଟ୍‌ କରି ଜଣାଇଛନ୍ତି କି ଏବେସୁଦ୍ଧା ପାକିସ୍ତାନରେ କରୋନା ଭାଇରସ ସଂକ୍ରମିତଙ୍କ ସଂଖ୍ୟା ୭ରେ ପହଞ୍ଚିଛି। ରବିବାର...

Advertisement
Archives

Model This Week