Posted inଜାତୀୟ

ଭାରତ ଗସ୍ତ ବାତିଲ କରିପାରନ୍ତି ଜାପାନ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୩।୧୨: ନାଗରିକତ୍ୱ ସଂଶୋଧନ ବିଲ୍‌କୁ ନେଇ ଏବେ ଜଳୁଛି ଉତ୍ତର ଭାରତ। ଆଉ ଏହି ଖବର ଏବେ ବିଦେଶରେ ମଧ୍ୟ ପହଞ୍ଚି ସାରିଛି। ଏହାର ପ୍ରଭାବ ପଡିଛି ଜାପାନ ପ୍ରଧାନମନ୍ତ୍ରୀ ସିଂଜୋ ଆବେଙ୍କ ଭାରତ ଗସ୍ତ ଉପରେ। ଜାପାନ ଗଣମାଧ୍ୟମର ସୂଚନା ଅନୁଯାୟୀ, ଆସାମରେ ଲାଗି ରହିଥିବା ହିଂସା ପରିସ୍ଥିତିକୁ ଦେଖି ଜାପାନ ପ୍ରଧାନମନ୍ତ୍ରୀ ତାଙ୍କ ଭାରତ ଗସ୍ତ ବାତିଲ କରିପାରନ୍ତି। ରବିବାର ସେ ଭାରତ ଗସ୍ତ କରିବାର କାର୍ଯ୍ୟକ୍ରମ ଥିବା ବେଳେ ଗୁରୁବାର ଭାରତୀୟ ବୈଦେଶିକ ମନ୍ତ୍ରଣାଳୟର ପ୍ରବକ୍ତା ରବିଶ କୁମାର କହିଥିଲେ ଭାରତ-ଜାପାନ ମଧ୍ୟରେ ହେବାକୁ ଥିବା ଶିଖର ବାର୍ତ୍ତାକୁ ନେଇ ଏବେ କିଛି କହିହେବନାହିଁ। ତେବେ ଜାପାନ ପ୍ରଧାନମନ୍ତ୍ରୀଙ୍କ ସହ କେଉଁଠି ବୈଠକ ହୋଇଥାଆନ୍ତା ତାହା ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇ ନ ଥିଲେ ମଧ୍ୟ ଏହା ଆସାମରେ ହେବାର ଥିଲା ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କ ସୁରକ୍ଷା ପାଇଁ ଦିଲ୍ଲୀର ପ୍ରତି ବସ୍‌ରେ ମଙ୍ଗଳବାରଠାରୁ ନିଯୁକ୍ତ ହେବେ ମାର୍ଶଲ

ନୂଆଦିଲ୍ଲୀ,୨୮।୧୦: ମହିଳାଙ୍କ ସୁରକ୍ଷା ପାଇଁ ଦିଲ୍ଲୀ ସରକାର ଅଣ୍ଟା ଭିଡ଼ିଛନ୍ତି। ଏନେଇ ଦିଲ୍ଲୀର ପ୍ରତି ବସ୍‌ରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ମାର୍ଶଲ ନିଯୁକ୍ତ କରିଛନ୍ତି। ମଙ୍ଗଳବାରଠାରୁ...

ଭାଜପା ନେତାଙ୍କ ଦୁଆରେ ଉପହାର ଫିଙ୍ଗି ଦେଇ ଗଲେ ଭୋଟର

ବେଙ୍ଗାଲୁରୁ,୧୧।୫: ମଙ୍ଗଳବାର ରାତିରେ କର୍ନାଟକ ବିଧାନସଭା ନିର୍ବାଚନର ପୂର୍ବ ସନ୍ଧ୍ୟାରେ କଥିତ ଭାବେ ଭାଜପାର କର୍ମୀ ଓ ପେଟ ବିଧାନସଭା ଅଞ୍ଚଳରେ ମତଦାତାଙ୍କୁ ଶାଢି ଓ...

ଫଡ୍‌ନବିସଙ୍କ ଘରେ ପହଞ୍ଚିଲେ ଅଜିତ୍‌

ମୁମ୍ବାଇ,୨୬।୧୧: ମହାରାଷ୍ଟ୍ର ବିଧାନସଭା ରାଜନୀତିକୁ ନେଇ ମଙ୍ଗଳବାର ସୁପ୍ରିମକୋର୍ଟ ରାୟ ଦେବା ପରେ ଏବେ ସେଠାରେ ସମସ୍ତେ ଚଳଚଞ୍ଚଳ। ସଂଖ୍ୟା ଗରିଷ୍ଠତା ପ୍ରମାଣ ଦେବାକୁ କୋର୍ଟ...

ଓକିଲ ଧର୍ମଘଟ ରୋକିବାକୁ ଯୋଜନା କର

ନୂଆଦିଲ୍ଲୀ,୨୫ା୧: ଓଡ଼ିଶାର ବିଭିନ୍ନ ଭାଗରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିରେ ଓକିଲଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନକୁ ନେଇ ସୁପ୍ରିମକୋର୍ଟ ମଙ୍ଗଳବାର କଡ଼ା ଆଭିମୁଖ୍ୟ ଦେଖାଇଛନ୍ତି। ଏହି...

୩୫ ଟଙ୍କାରେ ମିଳିବ ପିଆଜ ଦେଖାଇବାକୁ ପଡିବ ଆଇଡି କାର୍ଡ

ହାଇଦ୍ରାବାଦ,୨୫ ।୧୦: ଏବେ ସାରା ଦେଶରେ ପିଆଜ ସମସ୍ତଙ୍କୁ କନ୍ଦାଇବାରେ ଲାଗିଛି । ଅଧିକାଂଶ ରାଜ୍ୟରେ ଏବେ ପିଆଜ କିଲୋପ୍ରତି ଦାମ୍ ପାଖପାଖି ୧୦୦ଟଙ୍କା ଛୁଇଁଲାଣି...

ଅରୁଣାଚଳ ପ୍ରଦେଶ ଗସ୍ତରେ ସ୍ବରାଷ୍ଟ୍ରମନ୍ତ୍ରୀ: ଚିନ୍ତାରେ ଚାଇନା

ଇଟାନଗର,୧୦।୪: କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଅରୁଣାଚଳ ପ୍ରଦେଶ ଗସ୍ତ କରିଛନ୍ତି। କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ସୋମବାର ଆସାମର ଦିବ୍ରୁଗଡ଼ରେ ପହଞ୍ଚିଥିଲେ। ସେଠାରେ ମୁଖ୍ୟମନ୍ତ୍ରୀ...

ହଠାତ୍‌ ମାଡ଼ ହେଲା ପକ୍ଷୀ: ବିମାନର ଜରୁରିକାଳୀନ ଅବତରଣ

ଲକ୍ଷ୍ନୌ,୨୯।୧: ଲକ୍ଷ୍ନୌରୁ କୋଲକାତା ଯାଉଥିବା ଏୟାର ଏସିଆ ବିମାନରେ ହଠାତ୍‌ ପକ୍ଷୀ ମାଡ଼ ହୋଇଛି। ପରେ ବିମାନକୁ ଜରୁରିକାଳୀନ ଅବତରଣ କରାଯାଇଛି। ବିମାନ ଉଡ଼ାଣ ପାଇଁ...

ଏନ୍‌ଡିଏ ଗଢିବ ସରକାର, ନୀତୀଶ ହେବେ ମୁଖ୍ୟମନ୍ତ୍ରୀ: ଶାହନବାଜ

ପାଟନା,୧୦ ।୧୧: ବିହାର ବିଧାନସଭା ନିର୍ବାଚନ ଫଳଫଳ ମଙ୍ଗଳବାର ଆସିବା ପରେ ଏହା ସ୍ପଷ୍ଟ ହୋଇଯିବ ଯେ କିଏ ଶାସନ ଗାଦିରେ ବସିବ । ତେବେ...

Advertisement
Archives

Model This Week