ଭାରତ-ଚାଇନା ସୀମା ବିବାଦ: ମଧ୍ୟସ୍ଥତା କରିବାକୁ ପ୍ରସ୍ତାବ ଦେଲା ଆମେରିକା

ଓ୍ବାଶିଂଟନ୍‌,୨୭।୫: କିଛି ଦିନରୁ ଭାରତ ଓ ଚାଇନା ମଧ୍ୟରେ ସୀମା ବିବାଦ ଲାଗି ରହିଛି। ଏହି ବିବାଦକୁ ସମାଧାନ କରିବା ପାଇଁ ଏବେ ଆମେରିକା ଆଗକୁ ଆସିଛି। ବୁଧବାର ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦୁଇ ଦେଶର ସୀମା ବିବାଦ ପ୍ରସଙ୍ଗରେ ମଧ୍ୟସ୍ଥତା କରିବାକୁ ଆମେରିକା ପ୍ରସ୍ତୁତ ରହିଛି ବୋଲି ଟୁଇଟ କରି କହିଛନ୍ତି। ଏନେଇ ଭାରତ ଓ ଚାଇନାକୁ ଟ୍ରମ୍ପ ଟୁଇଟ କରି ସୂଚିତ କରିବା ସହ ସୀମା ବିବାଦର ସମାଧାନ ପାଇଁ ଆମେରିକା ଇଚ୍ଛୁକ ଏବଂ ସକ୍ଷମ ବୋଲି ସେ କହିଛନ୍ତି। ସୁଚନା ମୁତାବକ ଚଳିତ ମାସ ଆରମ୍ଭରୁ ଲଦାଖରେ ଚାଇନା ସୈନ୍ୟ ଓ ଭାରତୀୟ ସୈନ୍ୟ ମୁହାଁମୁହିଁ ହୋଇଛନ୍ତି। ଚାଇନା ପକ୍ଷରୁ ସୀମାରେ ଲଗାତର ସୈନ୍ୟ ସଂଖ୍ୟା ବଢ଼ାଇବା ପରେ ଏବେ ଭାରତ ମଧ୍ୟ ନିଜର ସୈନ୍ୟ ସଂଖ୍ୟା ବଢ଼ାଇଛି। ଭାରତ ଓ ଚାଇନା ମଧ୍ୟରେ ଲାଗି ରହିଥିବା ଅସନ୍ତୋଷକୁ ଦେଖିବା ପରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଧ୍ୟସ୍ଥତା କରିବାକୁ ନିଷ୍ପତି ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୪ ପର୍ଯ୍ୟନ୍ତ ରହିବ କରୋନା ଆତଙ୍କ,ବିଶେଷଜ୍ଞଙ୍କ ଅନୁମାନ…

ଓ୍ବାଶିଂଟନ/ନୂଆଦିଲ୍ଲୀ, ୧୮।୧୨:  ପୃଥିବୀରେ କରୋନା ମହାମାରୀ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ନୂଆ ନୂଆ ଭାରିଆଣ୍ଟ୍‌ ଆସିବା ଯୋଗୁ ସଙ୍କଟ ବଢ଼ିଚାଲିଛି। ଏପରିସ୍ଥଳେ ବିଶେଷଜ୍ଞମାନେ କହିଛନ୍ତି...

ଭାରତ-ପାକିସ୍ତାନ ମଧ୍ୟରେ ମଧ୍ୟସ୍ଥତା ପାଇଁ ପୁଣି କହିଲେ ଟ୍ରମ୍ପ୍‌

ଓ୍ବାଶିଂଟନ,୧୦।୯: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ପୁଣିଥରେ ଭାରତ-ପାକିସ୍ତାନ ମଧ୍ୟରେ ମଧ୍ୟସ୍ଥତା ପାଇଁ ଆଗ୍ରହୀ ଥିବା କହିଛନ୍ତି। ଦୁଇ ଦେଶ ମଧ୍ୟରେ ଗତ ୨ ସପ୍ତାହ...

୨୦୧୯ରେ ୫୬ ଖବରଦାତାଙ୍କୁ ହତ୍ୟା

ଜାତିସଂଘ,୨୨।୧(ଆଇଏଏନ୍‌ଏସ୍‌): ୨୦୧୯ରେ ବିଶ୍ୱର ୫୬ ଖବରଦାତାଙ୍କୁ ହତ୍ୟା କରାଯାଇଛି। ଅଧିକାଂଶ ବିବାଦୀୟ ଅଞ୍ଚଳ ବାହାରେ ପ୍ରାଣ ହରାଇଥିବା ଜାତିସଂଘ ରିପୋର୍ଟରେ ଦର୍ଶାଯାଇଛି। ୨୦୧୮ ତୁଳନାରେ ଏହା...

ସୀମା ବିବାଦର ଶାନ୍ତିପୂର୍ଣ୍ଣ ସମାଧାନ ଆବଶ୍ୟକ: ଚାଇନା…

ବେଜିଂ,୨୫।୪ : ଭାରତ ଏବଂ ଚାଇନା ମଧ୍ୟରେ ୧୮ ତମ ରାଉଣ୍ଡ କର୍ପସ କମାଣ୍ଡର ବୈଠକ ପରେ ଚାଇନା ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ ବିବୃତ୍ତି ଦିଆଯାଇଛି।...

ଦଙ୍ଗା ବନ୍ଦ କର, ଆମେ ଶାନ୍ତି ଚାହୁଁ କହି ଅନୁରୋଧ କଲେ ନାହେଲଙ୍କ ଜେଜେମା’

ପ୍ୟାରିସ,୩ା୭: ଫ୍ରାନ୍ସରେ ପୋଲିସ ଗୁଳିରେ ଜଣେ ୧୭ ବର୍ଷୀୟ ନାବାଳକଙ୍କ ମୃତ୍ୟୁ ହେବା ପରେ ଆରମ୍ଭ ହୋଇଥିବା ହିଂସା ବର୍ତ୍ତମାନ ସୁଦ୍ଧା ଜାରି ରହିଛି। ଫ୍ରାନ୍ସ...

ଆମେରିକାରେ ଏଲନ ମସ୍କଙ୍କୁ ଭେଟିବେ ପ୍ରଧାନମନ୍ତ୍ରୀ ମୋଦି

ଓ୍ବାଶିଂଟନ,୨୦।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମେରିକାରେ ଟେସଲା ସିଇଓ ତଥା ଟୁଇଟର ମାଲିକ ଏଲନ ମସ୍କଙ୍କୁ ଭେଟିବେ। ଆମେରିକୀୟ ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି...

କରତାରପୁର ପରେ ଏବେ ଖୋଖରାପାର-ମୁନାବାଓ୍ବ ସୀମା ଖୋଲିବାକୁ ଦାବି

ଇସଲାମାବାଦ୍‌,୨୭।୧୧: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଶିଖ୍‌ ଶ୍ରଦ୍ଧାଳୁଙ୍କ ପାଇଁ କରତାରପୁର କରିଡୋର ଖୋଲିଛନ୍ତି। ଏବେ ଆମେରିକାର ଏକ ସଂସ୍ଥା ପକ୍ଷରୁ ଖୋଖରାପାର-ମୁନାବାଓ୍ବ ସୀମା ଖୋଲିବାକୁ ଇମ୍ରାନ୍‌ଙ୍କ...

ୟୁଏଇରେ ଫସିଛନ୍ତି ୨୦୦ ଭାରତୀୟ ଶ୍ରମିକ

ଦୁବାଇ, ୧୧ା୯ (ପି.ଟି.): ପେଟ ଲାଗି ୟୁଏଇ ଯାଇ ଶ୍ରମିକ ଭାବେ କାର୍ଯ୍ୟକରୁଥିବା ପ୍ରାୟ ୨୦୦ ଭାରତୀୟ ଏବେ ସେଠାରେ ଫସି ରହିଛନ୍ତି। ଦୀର୍ଘମାସ ହେବ...

Advertisement
Archives

Model This Week