ଭାରତ ଛାଡ଼ି ପଳାଉଥିବା ୩୫୦ ବାଂଲାଦେଶୀ ଗିରଫ

ଢ଼ାକା,୩୦।୧୨: ସିଏଏ ଲାଗୁ ହେବା ପରେ ଭାରତ-ବାଂଲାଦେଶ ସୀମାରେ ବାସ କରୁଥିବା କେତେକ ଲୋକ ଭୟରେ ବାସ ସ୍ଥାନ ଛାଡ଼ିଛନ୍ତି। ଇତିମଧ୍ୟରେ ବାଂଲାଦେଶରେ ଅନୁପ୍ରବେଶ କରୁଥିବା ୩୫୦ ଜଣଙ୍କୁ ଗିରଫ କରାଯାଇଛି। ଏସମ୍ପର୍କରେ ବାଂଲାଦେଶ ସୀମା ସୁରକ୍ଷା ବାହିନୀ ପକ୍ଷରୁ ସୂଚନା ଦିଆଯାଇଛି। ଗିରଫଙ୍କ ମଧ୍ୟରେ ପୁରୁଷ, ମହିଳା ଏବଂ ଛୋଟ ଶିଶୁ ରହିଛନ୍ତି। ଭାରତ ସୀମାରେ ଥିବା ଜନୈଦା ଜିଲାର ମୋହେଶପୁର ଅଞ୍ଚଳରେ ଏସବୁ ଅନୁପ୍ରବେଶକାରୀଙ୍କୁ ଗିରଫ କରାଯାଇଥିବା ବାଂଲାଦେଶ ସୀମା ସୁରକ୍ଷା ବାହିନୀ ପକ୍ଷରୁ କୁହାଯାଇଛି। ସୁରକ୍ଷା ଦୃଷ୍ଟିରୁ ସୀମାରେ କଡ଼ା ନଜର ରଖାଯାଇଥିବା ମେଜର କମରୁଲ୍‌ ଇସଲାମ୍‌ କହିଛନ୍ତି। ଅନୁପ୍ରବେଶକାରୀମାନେ ବ୍ୟବସାୟ କରିବା ପାଇଁ ଭାରତ ଆସିଥିବା କହୁଥିଲେ ମଧ୍ୟ କୌଣସି ବୈଧ ପ୍ରମାଣ ପତ୍ର ଦେଖାଇପାରୁ ନ ଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତୁର୍କୀରେ ପୁଣି ଭୂକମ୍ପ

ଆଙ୍କାରା,୨୫ା୨: ଶନିବାର ତୁର୍କୀରେ ପୁଣି ଥରେ ପ୍ରବଳ ଭୂକମ୍ପ ଅନୁଭୂତ ହୋଇଛି। କେନ୍ଦ୍ରୀୟ ତୁର୍କୀ ଅଞ୍ଚଳରେ ରିକ୍ଟର ସ୍କେଲରେ ଏହାର ତୀବ୍ରତା ୫.୫ ରହିଛି। ଏନେଇ...

ତିବ୍ବତ୍‌ରୁ ମିଳିଲା ୧୬୦ ହଜାର ବର୍ଷ ତଳର ମାନବ କଙ୍କାଳ

ଲାସା,୨।୫: ତିବ୍ବତ୍‌ ମାଳଭୂମିର ଏକ ଗୁମ୍ଫାରୁ ୧୬୦ ହଜାର ବର୍ଷ ତଳର ମାନବ କଙ୍କାଳ ମିଳିଛି। ଏଠାକାର ଜିହାୟେଠାରେ ଥିବା ବୈଶିଆ କାରଷ୍ଟ ଗୁମ୍ଫାରୁ ସର୍ବିଆର...

ମୋଷ୍ଟ ଓ୍ବାଣ୍ଟେଡ ଖଲିସ୍ତାନି ଆତଙ୍କବାଦୀ ପରମଜିତ ସିଂ ପଂଜଓ୍ବରଙ୍କୁ ପାକିସ୍ତାନରେ ହତ୍ୟା

ଇସଲାମାବାଦ,୬।୫: ଖଲିସ୍ତାନ ସମର୍ଥକଙ୍କ ସହ ଜଡିତ ପାକିସ୍ତାନରୁ ଏବ ବଡ ଖବର ସାମ୍ନାକୁ ଆସିଛି। ମୋଷ୍ଟ ଓ୍ବାଣ୍ଟେଡ ଖଲିସ୍ତାନୀ ଆତଙ୍କବାଦୀ ପରମଜିତ ସିଂ ପଂଜଓ୍ବରଙ୍କୁ ପାକିସ୍ତାନର...

ଶାଙ୍ଘାଇରେ ସ୍ଥିତି ଅଣାୟତ୍ତ…

ବେଜିଂ, ୧୧।୪ : ଚାଇନାର ଶାଂଘାଇ ଏବଂ ଅନ୍ୟାନ୍ୟ ସହରରେ କରୋନା ସଂକ୍ରମଣରେ ରେକର୍ଡ ବୃଦ୍ଧି ଘଟିଛି। ଏଥି ସହିତ, ରବିବାର ଶାଙ୍ଘାଇର ସ୍ବାସ୍ଥ୍ୟ ବିଭାଗ...

‘ଫରାସୀଙ୍କୁ ହତ୍ୟା କରିପାରିବେ ମୁସଲମାନ’

କୁଆଲାଲମ୍ବୁର,୩୧ା୧୦: ନିସ୍‌ ଆକ୍ରମଣର କିଛି ସମୟ ପରେ ମାଲେସିଆର ପୂର୍ବତନ ପ୍ରଧାନମନ୍ତ୍ରୀ ମହାଥିର ମହମ୍ମଦ ଟୁଇଟର୍‌ରେ ଏକ ବିବାଦୀୟ ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି, ଲକ୍ଷ...

ଶକ୍ତି ପ୍ରଦର୍ଶନ ସଂଖ୍ୟା ଗଣିତରେ ୨୪ ପଛୁଆ ଇମ୍ରାନ୍‌…

ଇସଲାମାବାଦ, ୩୦।୩ : ପାକିସ୍ତାନର ପ୍ରାୟ ଚାରି ବର୍ଷ ପୁରୁଣା ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁ ସରକାରଙ୍କ ବିଦାୟ ପ୍ରାୟ ନିଶ୍ଚିତ ହୋଇଛି। ଏହା ସହିତ ଦେଶରେ...

୨୦୪୭ ସୁଦ୍ଧା ବିକଶିତ ରାଷ୍ଟ୍ର ପାଲଟିବ ଭାରତ

ବେଲ୍‌ଗ୍ରେଡ୍‌,୮ା୬ : ଭାରତ ହେଉଛି ବିଶ୍ୱର ସବୁଠୁ ଦ୍ରୁତତମ ଅଭିବୃଦ୍ଧିଶୀଳ ଅର୍ଥନୀତି, ଯାହାର ମୋଟ ଘରୋଇ ଉତ୍ପାଦ (ଜିଡିପି) ୩.୫ ଟ୍ରିଲିୟନ୍‌ ଡଲାର ଛୁଇଁବାକୁ ଯାଉଛି।...

ଯୁଦ୍ଧ ମଧ୍ୟରେ ଭାଇରାଲ ହେଉଛି ଏହି ପ୍ରେମୀଯୁଗଳଙ୍କ ଫଟୋ

ନୂଆଦିଲ୍ଲୀ,୨୫।୨: ରୁଷିଆ ପକ୍ଷରୁ ୟୁକ୍ରେନ୍‌ ଉପରେ ଆକ୍ରମଣ ଜାରି ରହିଛି। ଏଥିଲାଗି ୟୁକ୍ରେନରେ ଆତଙ୍କର ବାତାବରଣ ସୃଷ୍ଟି ହୋଇଥିବା ବେଳେ ସୋସିଆଲ ମିଡିଆରେ ଘୁରିବୁଲୁଛି ଏକ...

Advertisement
Archives

Model This Week