Posted inଜାତୀୟ

ଭାରତ-ନେପାଳ ସୀମାରେ ଗୁଳିକାଣ୍ଡ: ଜଣେ ମୃତ

ସୀତାମଢି,୧୨ ।୬: ଭାରତ-ନେପାଳ ସୀମାରେ ଗୁଳିକାଣ୍ଡ ଘଟିଛି। ଏଥିରେ ଜଣେ ଭାରତୀୟଙ୍କ ମୃତ୍ୟୁ ହୋଇଥିବାବେଳେ ୨ ଜଣ ଆହତ ହୋଇଛନ୍ତି। ସୀମାରେ ଦୁଇ ଦେଶ ମଧ୍ୟରେ ବିବାଦ ଯୋଗୁ ଗୁଳିକାଣ୍ଡ ଘଟିଥିଲା। ସ୍ଥାନୀୟ ଲୋକଙ୍କ କହିବା ଅନୁଯାୟୀ ନେପାଳ ପୋଲିସ ଏହି ଗୁଳିକାଣ୍ଡ ଘଟାଇଛି। ୩ ଜଣ ଭାରତୀୟଙ୍କ ଉପରେ ଗୁଳିମାଡ କରାଯାଇଥିଲା। ସୂଚନାଯୋଗ୍ୟ, ଭାରତ-ନେପାଳ ଭିତରେ ସୀମାକୁ ନେଇ ବିବାଦ ଚାଲିଛି। ନିକଟରେ ନେପାଳ ସଂସଦରେ ଏହାକୁ ନେଇ ଏକ ପ୍ରସ୍ତାବ ପାସ୍‌ କରାଯାଇଛି। ଯେଉଁଥିରେ ଭାରତର ବହୁ ସୀମାବର୍ତ୍ତୀ ଅଂଶକୁ ନେପାଳ ବୋଲି କୁହାଯାଇଚି। ଏହାକୁ ନେଇ ଦୁଇ ଦେଶ ମଧ୍ୟରେ ଉତ୍ତେଜନା ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁମ୍ବାଇରେ ପହଞ୍ଚିଲା ପ୍ରଥମ ଅକ୍ସିଜେନ ଏକ୍ସପ୍ରେସ

ମୁମ୍ବାଇ,୨୩।୪: ବିଶାଖାପାଟଣାରୁ ଗୁରୁବାର ବାହାରିଥିବା ‘ଅକ୍ସିଜେନ ଏକ୍ସପ୍ରେସ’ ଶୁକ୍ରବାର ସନ୍ଧ୍ୟାରେ ମହାରାଷ୍ଟ୍ରର ନାଗପୁରରେ ପହଞ୍ଚିଛି। ଏଥିରେ ୭ଟି ଜୀବନ ରକ୍ଷାକାରୀ ମେଡିକାଲ ଗ୍ୟାସ ଭର୍ତ୍ତି ଟ୍ୟାଙ୍କ...

‘ଆମ ଯବାନମାନେ ଶହୀଦ ହେଉଛନ୍ତି, ତୁମେ ଟି୨୦ ଖେଳିବ’

ହାଇଦ୍ରାବାଦ୍‌,୧୯।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇଟି ବିଷୟରେ ମୁହଁ ଖୋଲୁ ନାହାନ୍ତି। ପ୍ରଥମତଃ ବଢ଼ୁଥିବା ତୈଳ ଦର ଓ ଦ୍ୱିତୀୟଟି ହେଲା ଲଦାଖରେ ଆମ ସୀମା...

ବୁଷ୍ଟର ଡୋଜ୍‌ ମଧ୍ୟରେ ବ୍ୟବଧାନ କମିଲା

ନୂଆଦିଲ୍ଲୀ,୬।୭: ଦେଶରେ କରୋନାଙ୍କ ଗତି ପୁଣି ବଢିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଦୁଇଟି କରୋନା ଟିକାର ବୁଷ୍ଟର ଡୋଜ ମଧ୍ୟରେ ବ୍ୟବଧାନକୁ...

୨୬/୧୧ ମୁମ୍ବାଇ ଆକ୍ରମଣ ଷଡ଼ଯନ୍ତ୍ରକାରୀ ତହଓ୍ବୁର ରାଣା ଗିରଫ: ଭାରତକୁ ପ୍ରତ୍ୟର୍ପଣର ହେବ ବିଚାର

ଲସ୍‌ ଏଞ୍ଜେଲସ୍‌/ ନୂଆଦିଲ୍ଲୀ, ୨୦।୬: ମୁମ୍ବାଇ ୧୬/୧୧ ଆକ୍ରମଣର ଷଡ଼ଯନ୍ତ୍ରକାରୀ ତହଓ୍ବୁର ରାଣାଙ୍କୁ ଲସ୍‌ ଏଞ୍ଜେଲସ୍‌ ପୋଲିସ ଗିରଫ କରିଛି। ମୂଳ ପାକିସ୍ତାନୀ ରାଣା କାନାଡ଼ାରେ...

କେକେଙ୍କ ମୃତ୍ୟୁର ସିବିଆଇ ତଦନ୍ତ ଦାବି

କୋଲକାତା,୭।୬: ବଲିଉଡ୍‌ର ଖ୍ୟାତନାମା ପ୍ରଚ୍ଛଦପଟ ଗାୟକ କେକେଙ୍କ ମୃତ୍ୟୁର ସିବିଆଇ ତଦନ୍ତ ଦାବିରେ ଦାଏର ଏକ ଜନସ୍ବାର୍ଥ ମାମଲା (ପିଆଇଏଲ୍‌)କୁ କାଲ୍‌କାଟା ହାଇକୋର୍ଟଙ୍କ ଏକ ଖଣ୍ଡପୀଠ...

ରାଜ୍ୟପାଳ ଜଣେ ଦୁର୍ବଳ ବ୍ୟକ୍ତି

ଜମ୍ମୁ,୨୩ା୧୦(ପି.ଟି.): ଦେଶରେ ରାଜ୍ୟପାଳ ଜଣେ ଦୁର୍ବଳ ବ୍ୟକ୍ତି, ଯିଏକି ଖବରଦାତା ସମ୍ମଳିନୀ କରିପାରିବେନି କି ନିଜ ହୃଦୟର କଥା କହିପାରିବେ ନାହିଁ। ବିବାଦୀୟ ମନ୍ତବ୍ୟ ଦେଇ...

ଦିଲ୍ଲୀ ନିର୍ବାଚନ ପରାଜୟ ପରେ ଭାଜପାକୁ ସଂଘର ଚେତାବନୀ: ସବୁବେଳେ ମୋଦି-ଶାହା ଜିତାଇପାରିବେ ନାହିଁ

ନୂଆଦିଲ୍ଲୀ,୨୧।୨: ଦିଲ୍ଲୀ ବିଧାନସଭା ନିର୍ବାଚନରେ ସବୁପ୍ରକାର ଚେଷ୍ଟା କରିବା ସତ୍ତ୍ୱେ ଭାଜପାକୁ ମାତ୍ର ୮ଟି ଆସନ ମିଳିଛି। ନିର୍ବାଚନରେ ଶୋଚନୀୟ ପରାଜୟକୁ ନେଇ ଦଳ ମନ୍ଥନ...

ୟୁକ୍ରେନ ସଙ୍କଟ: ରାଷ୍ଟ୍ରପତିଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧।୩: ୟୁକ୍ରେନରେ ଫଶିଥିବା ଛାତ୍ରୀଛାତ୍ର ଓ ସାଧାରଣ ନାଗରିକଙ୍କୁ ଫେରାଇ ଆଣିବା ପାଇଁ ଭାରତର ଉଦ୍ୟମ ଜାରି ରହିଛି। ଏହି ଅବସରରେ ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର...

Advertisement
Archives

Model This Week