Posted inଜାତୀୟ

ଭାରତ-ନେପାଳ ସୀମାରେ ସୁରକ୍ଷା ବ୍ୟବସ୍ଥା ହେବ କଡ଼ାକଡ଼ି: ଲାଗିବ ୨୦ ସିସିଟିଭି କ୍ୟାମେରା

ସିଦ୍ଧାର୍ଥନଗର,୨୮।୮: ଭାରତ-ନେପାଳ ସୀମାରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯିବାକୁ ନିଷ୍ପତ୍ତି ହୋଇଛି। ଉତ୍ତରପ୍ରଦେଶ ଗୋରଖପୁରଠାରେ ନେପାଳ ସହିତ ଭାରତର ୬୮ କିଲୋମିଟର ସୀମା ରହିଛି। ତେବେ ଏଠାରେ ଉଭୟ ଦେଶ ମଧ୍ୟରେ ଗମନାଗମନ କରିବା ପାଇଁ କୌଣସି ବାରଣ ନାହିଁ। ଏହାର ସୁଯୋଗ ନେଇ ଉଭୟ ଦେଶର ବହୁ ଅପରାଧୀ ନାନା ଅପରାଧ ଘଟାଇ ସହଜରେ ସୀମା ପାର୍‌ ହୋଇଯାଉଥିବା ସ୍ଥାନୀୟ ଏସ୍‌ପି ଡ. ଧର୍ମବୀର ସିଂ ସୂଚନା ଦେଇଛନ୍ତି। କେତେକ ଆତଙ୍କବାଦୀଙ୍କୁ ମଧ୍ୟ ଏଠାରୁ ଗିରଫ କରାଯାଇଛି। ତେଣୁ ସୀମାର ସୁରକ୍ଷା ଲାଗି ଏଠାରେ ଥିବା ୪ଟି ଚେକ୍‌ ପୋଷ୍ଟରେ କ୍ୟାମେରା ଲଗାଯିବାର ଯୋଜନା ରହିଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋଭିଡ୍‌ ପ୍ରଭାବ କମାଇବା ନେଇ ସରକାରଙ୍କ ଯୋଜନା: ଖର୍ଚ୍ଚ ଉପରେ ରହିପାରେ ଫୋକସ

ନୂଆଦିଲ୍ଲୀ,୩୧।୧୨: କରୋନା ମହାମାରୀ ଯୋଗୁ ବିଶ୍ୱର ପ୍ରମୁଖ ଅଭିବୃଦ୍ଧିଶୀଳ ଅର୍ଥ ବ୍ୟବସ୍ଥା ମଧ୍ୟରେ ଭାରତ ସବୁଠାରୁ ବେଶି କ୍ଷତିଗ୍ରସ୍ତ ହୋଇଛି। ଚଳିତ ଆର୍ଥତ୍କ ବର୍ଷ ପ୍ରଥମ...

ବୋଲେରୋ ଉପରେ ଚଢ଼ିଗଲା ଟ୍ରକ୍‌: ୧୧ ମୃତ

ଜୟପୁର, ୧୫।୩: ରାଜସ୍ଥାନର ଜୟପୁରଠାରେ ଏକ ବୋଲେରୋ ଉପରେ ଟ୍ରକ୍‌ ଚଢ଼ିଯିବାରୁ ୧୧ ଜଣ ପ୍ରାଣ ହରାଇବା ସହ ୩ ଗୁରୁତର ହୋଇଛନ୍ତି। ଯୋଧପୁର ଜିଲା...

ଭାଜପା ପାଇଁ ଆରମ୍ଭ ହେଲା କର ବା ମର ଲଢ଼େଇ !

ନୂଆଦିଲ୍ଲୀ,୨୮।୪: ସୋମବାର ହେବ ଚତୁର୍ଥ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ। ଏହାପରେ ଆଉ ୩ଟି ପର୍ଯ୍ୟାୟରେ ଶେଷ ହେବ ୧୭ତମ ଲୋକ ସଭା ପାଇଁ ମତଦାନ।...

୬ ଦେଶରୁ ଆସୁଥିବା ଯାତ୍ରୀଙ୍କ ପାଇଁ ଆର୍‌ଟି-ପିସିଆର୍‌ ବାଧ୍ୟତାମୂଳକ

ନୂଆଦିଲ୍ଲୀ,୨୯।୧୨: ବିଭିନ୍ନ ଦେଶରେ କରୋନା ସଂକ୍ରମଣ ବୃଦ୍ଧି ମଧ୍ୟରେ କେନ୍ଦ୍ର ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଜାନୁଆରୀ ୧ରୁ ଚାଇନା, ହଂକଂ, ଜାପାନ, ଦକ୍ଷିଣ...

ବଟର ଫେଷ୍ଟିଭାଲ: ୧୩ହଜାର ଫୁଟ ଉଚ୍ଚରେ ଖେଳାଯାଏ କ୍ଷୀର-ଦହିରେ ହୋଲି

ଡେରାଡୁନ,୧୮।୮: ଉତ୍ତରାଖଣ୍ଡ ଏମିତି ଏକ ରାଜ୍ୟ ଯେଉଁଠି ଅନେକ ଉତ୍ସବକୁ ପ୍ରକୃତି ଓ ଦେବତାଙ୍କ ଉଦ୍ଦେଶ୍ୟରେ ସମର୍ପଣ କରାଯାଇଥାଏ। ଆହୁରି ମଧ୍ୟ ଏଠାରେ ଋତୁ ଅନୁଯାୟୀ...

ମନି ଲଣ୍ଡରିଂ ମାମଲାରେ କୋର୍ଟରେ ହାଜର ହେଲେ ଜ୍ୟାକଲିନ୍‌

ନୂଆଦିଲ୍ଲୀ,୨୦।୧୨: ମନି ଲଣ୍ଡରିଂ ମାମଲାରେ ବଲିଉଡ୍‌ ଅଭିନେତ୍ରୀ ଜ୍ୟାକଲିନ୍‌ ଫର୍ନାଣ୍ଡିଜ୍‌ ମଙ୍ଗଳବାର ଦିଲ୍ଲୀର ପଟିଆଲା ହାଇକୋର୍ଟରେ ହାଜର ହୋଇଛନ୍ତି। ଏହି ମାମଲାରେ ମଙ୍ଗଳବାର ପୁଣି କୋର୍ଟରେ...

ଟୋଲ୍‌ପ୍ଲାଜା କର୍ମଚାରୀଙ୍କ ସହ ଝଗଡା କଲେ ‘ଦ ଗ୍ରେଟ୍‌ ଖଲି’

ନୂଆଦିଲ୍ଲୀ,୧୨।୭: ଡବ୍ଲ୍ୟୁଡବ୍ଲ୍ୟୁଇର ପୂର୍ବତନ ଚାମ୍ପିଅନ୍‌ ‘ଦି ଗ୍ରେଟ ଖଲି’ ଅର୍ଥାତ ଦଲିପ ସିଂ ରାଣା ବିବାଦରେ ଛନ୍ଦି ହୋଇପଡିଛନ୍ତି। ସୋସିଆଲ ମିଡିଆରେ ତାଙ୍କର ଏକ ଭିଡିଓ...

ଭଲ ବ୍ୟବହାର ପାଇଁ କୋହଳ ହେବନି ଫାଶୀଦଣ୍ଡାଦେଶ

ନୂଆଦିଲ୍ଲୀ,୨୪ା୧(ପି.ଟି.):ମୃତ୍ୟୁଦଣ୍ଡାଦେଶ ପାଇଥିବା ଅପରାଧୀ ଯଦି ଦୋଷୀସାବ୍ୟସ୍ତ ହେବା ପରେ ଜେଲ୍‌ରେ ଭଲ ବ୍ୟବହାର ଦେଖାନ୍ତି, ତେବେ ସେମାନଙ୍କୁ ଦଣ୍ଡରୁ ମୁକ୍ତି ଦିଆଯାଇପାରିବ ନାହିଁ ବୋଲି ସୁପ୍ରିମକୋର୍ଟ...

Advertisement
Archives

Model This Week