Posted inଖେଳ

ଭାରତ-ନ୍ୟୁଜିଲାଣ୍ଡ ସେମିଫାଇନାଲ ମ୍ୟାଚ: ବର୍ଷା ବାଧକ, ୪୬.୧ ଓଭରରେ ନ୍ୟୁଜିଲାଣ୍ଡ କରିଛି ୨୧୧ ରନ; ଆଜି ଖେଳାଯିବ ମ୍ୟାଚର ଅବଶିିଷ୍ଟାଂଶ

ମାଞ୍ଚେଷ୍ଟର, ୧୦।୭ (ପି.ଟି.)- ଏଠାରେ ମଙ୍ଗଳବାର ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଚଳିତ ଆଇସିସି ବିଶ୍ୱକପ୍‌ର ପ୍ରଥମ ସେମିଫାଇନାଲ ମ୍ୟାଚ ଖେଳଯାଉଥିବା ବେଳେ ବର୍ଷା ବାଧା ଦେଇଛି। ଖେଳ ଅଟକ ରଖାଯିବା ବେଳକୁ ପ୍ରଥମେ ବ୍ୟାଟିଂ କରିଥିବା ନ୍ୟୁଜିଲାଣ୍ଡ ୪୬.୧ ଓଭରରେ ୫ ଉଇକେଟ ବିନିମୟରେ ୨୧୧ ରନ କରିଛି। ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିଥିବା ନ୍ୟୁଜିଲାଣ୍ଡର ଆରମ୍ଭ ଧିମା ରହିଥିଲା। ତେବେ ରସ ଟେଲରଙ୍କ ଅପରାଜିତ ୬୭ ରନ ଯୋଗୁ ଦଳ ୨୦୦ ରନ ଅତିକ୍ରମ କରିଥିଲା। ଦଳର ଷ୍ଟାର ବ୍ୟାଟ୍ସମ୍ୟାନ ତଥା ଅଧିନାୟକ କେନ୍‌ ଓ୍ବିଲିୟମସନ ଆଉଟ ହେବାପୂର୍ବରୁ ୯୫ ବଲ୍‌ରୁ ୬୭ ରନ କରିବାରେ ସମର୍ଥ ହୋଇଥିଲେ।
ସଂକ୍ଷିପ୍ତ ସ୍କୋର

ନ୍ୟୁଜିଲାଣ୍ଡ: ୪୬.୧ ଓଭରରେ ୨୧୧/୫ (ରସ୍‌ ଟେଲର-୬୭*, କେନ୍‌ ଓ୍ବିଲିୟମସନ-୬୭, ହେନ୍‌ରୀ ନିକୋଲ୍ସ-୨୮; ଯଶପ୍ରୀତ ବୁମ୍‌ରା-୧/୨୫, ଭୁବନେଶ୍ୱର କୁମାର-୧/୩୦)।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟସ ଜିତିଲା ଅଷ୍ଟ୍ରେଲିଆ: ବୋଲିଂ ନିଷ୍ପତ୍ତି…

ବିଶାଖାପଟ୍ଟନମ,୧୯।୩ : ଭାରତ ଅଷ୍ଟ୍ରେଲିଆ ମଧ୍ୟରେ ବିଶାଖାପଟ୍ଟନମ୍‌ରେ ୩ ଟିକିଆ ଦିନିକିଆ ସିରିଜର ଦ୍ୱିତୀୟ ମ୍ୟାଚ୍‌ ଖେଳା ଯାଉଛି। ଡ.ଓ୍ବାଇଏସ ରାଜଶେଖର ରେଡ୍ଡି ଏସିଏ-ଭିଡିସିଏ କ୍ରିକେଟ...

ଦୁଲୀପ ଟ୍ରଫି: ଇଣ୍ଡିଆ ଗ୍ରୀନ୍‌ର ବୃହତ୍‌ ସ୍କୋର

ବେଙ୍ଗାଲୁରୁ, ୩୧।୮(ପି.ଟି.)- ବେଙ୍ଗାଲୁରୁର ଅଲୁରସ୍ଥିତ କର୍ନାଟକ ଷ୍ଟେଟ୍‌ କ୍ରିକେଟ ଆସୋସିଏଶନ (କେ.ଏସ୍‌.ସି.ଏ.) ଗ୍ରାଉଣ୍ଡରେ ଚାଲିଥିବା ଦୁଲୀପ ଟ୍ରଫି ମ୍ୟାଚ୍‌ରେ ଇଣ୍ଡିଆ ରେଡ୍‌ ବିପକ୍ଷରେ ଇଣ୍ଡିଆ ଗ୍ରୀନ୍‌...

କରୋନା ଭାଇରସ: ସିରିଜ ଏ’ରେ ୧୧ ଖେଳାଳି ସଂକ୍ରମିତ

ରୋମ,୧୫।୩(ପି.ଟି.)- ଇଟାଲୀ ଫୁଟବଲ ଲିଗ୍‌ ସିଷ୍ଟମର ଏକ ପେସାଦାର ଲିଗ୍‌ ଭାବେ ଜଣାଶୁଣା ଥିବା ସିରିଜ ଏ’ରେ ମୋଟ ୧୧ ଜଣ ଖେଳାଳି କରୋନା ଭାଇରସ୍‌ରେ...

କୋଚ୍‌ ଟୁଚେଲଙ୍କ କାର୍ଯ୍ୟକାଳ ବଢ଼ାଇଲା ଚେଲସି

ଲଣ୍ଡନ,୫।୬: ଚାମ୍ପିୟନ୍ସ ଲିଗ୍‌ ଟାଇଟଲ ହାସଲ କରିବା ପରେ ଚେଲସି କୋଚ୍‌ ଥୋମାସ ଟୁଚେଲଙ୍କୁ ପୁରସ୍କୃତ କରିଛି। ଚେଲ୍‌ସି ଶୁକ୍ରବାର ଟୁଚେଲଙ୍କ କାର୍ଯ୍ୟକାଳ ୨୦୨୪କୁ ବୃଦ୍ଧି...

ଇତିହାସ ରଚିଲେ ଏହି ଅଷ୍ଟ୍ରେଲିୟ କ୍ରିକେଟର: ପଛରେ ପଡ଼ିଲେ ସଚିନ-ସେହ୍ବାଗ…

ଲାହୋର,୨୨।୩: ପାକିସ୍ତାନ ବିପକ୍ଷ ତୃତୀୟ ଟେଷ୍ଟରେ ଇତିହାସ ରଚିଛନ୍ତି ଅଷ୍ଟ୍ରେଲିଆ ବ୍ୟାଟ୍ସମ୍ୟାନ୍‌ ଷ୍ଟିଭ ସ୍ମିଥ୍‌। ଟେଷ୍ଟର ପ୍ରଥମ ଇନିଂସରେ ସ୍ମିଥ ୫୯ ରନର ଇନିଂସ ଖେଳି...

ଆଇପିଏଲ୍‌-୧୩ : ଉଦ୍‌ଘାଟନୀ ମ୍ୟାଚ୍‌ରେ ଧୋନୀଙ୍କ ସୁପର୍‌ କିଙ୍ଗ୍ସକୁ ଭେଟିବ ଏହି ଟିମ୍‌

ନୂଆଦିଲ୍ଲୀ, ୬।୯: ବିଶ୍ୱର ସବୁଠାରୁ ବ୍ୟୟବହୁଳ ଟି୨୦ ଟୁର୍ନାମେଣ୍ଟ ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ତ୍ରୟୋଦଶ ସଂସ୍କରଣ ଆସନ୍ତା ୧୯ରୁ ୟୁଏଇରେ ଆରମ୍ଭ ହେବ। ଚଳିତ...

ମହିଳା ଟି୨୦ ବିଶ୍ୱକପ୍‌ ଓ୍ବାର୍ମଅପ୍‌: ଓ୍ବେଷ୍ଟଇଣ୍ଡିଜକୁ ହରାଇଲା ଭାରତ

ବ୍ରିସବେନ,୧୮।୨- ସ୍ପିନର ପୁନମ ଯାଦବଙ୍କ ୩ ଉଇକେଟ ସଫଳତା ବଳରେ ଆଇସିସି ଟି୨୦ ମହିଳା ବିଶ୍ୱକପ୍‌ ପୂର୍ବରୁ ଏକ ଲୋ ସ୍କୋରିଂ ମ୍ୟାଚ୍‌ରେ ଭାରତୀୟ ଦଳ...

ଯଦି କେଏଲ୍‌ଙ୍କୁ ସୁଯୋଗ ମିଳୁଛି, ଚହଲଙ୍କୁ କାହିଁକି ନୁହେଁ: ବିସିସିଆଇର ଚୟନକୁ ପକ୍ଷପାତ ବୋଲିି କହିଲେ ସେହଓ୍ବାଗ

ନୂଆଦିଲ୍ଲୀ,୨୪।୩: ଭାରତୀୟ ଦଳ ପାଇଁ ଖେଳାଳି ଚୟନ କରାଯାଉଥିବା ବେଳେ ପକ୍ଷପାତ କରାଯାଉଥିବା କହିଛନ୍ତି ପୂର୍ବ ଓପନର ବିରେନ୍ଦ୍ର ସେହଓ୍ବାଗ୍‌। ଇଂଲଣ୍ଡ ବିପକ୍ଷରେ ଖେଳାଯିବାକୁ ଥିବା...

Advertisement
Archives

Model This Week