Posted inରାଜ୍ୟ

‘ଭାରତ ପଢ଼େ ଅନ୍‌ଲାଇନ୍‌’: କୁଳପତି, ଅଧ୍ୟକ୍ଷକଙ୍କ ପରାମର୍ଶ ଲୋଡ଼ିଲା ୟୁଜିସି

ଭୁବନେଶ୍ୱର, ୧୨।୪(ବ୍ୟୁରୋ): କରୋନା ସଂକ୍ରମଣ ଏଡ଼ାଇବା ପାଇଁ ଲକ୍‌ଡାଉନ୍‌ ଜାରି ରହିଛି। ଏଥିଯୋଗୁ ସ୍କୁଲ୍‌ ଓ ପାଠପଢ଼ା ବନ୍ଦ ରହିଛି। ଏହା ପିଲାଙ୍କ ଭବିଷ୍ୟତ ପ୍ରସଙ୍ଗ ହୋଇଥିବାରୁ ଅନ୍‌ଲାଇନ୍‌ ପାଠ ପଢ଼ିବା ନିମନ୍ତେ ୟୁନିଭର୍ସିଟି ଗ୍ରାଣ୍ଟ କମିଶନ(ୟୁଜିସି) ପ୍ରୟାସ ଆରମ୍ଭ କରିଛି। ଏଥିପାଇଁ ଦେଶରୁ ସବୁ ବିଶ୍ୱବିଦ୍ୟାଳୟ କୁଳପତି ଓ କଲେଜ ଅଧ୍ୟକଙ୍କୁ ୟୁଜିସି ଅଧ୍ୟକ୍ଷ ପ୍ରଫେସର ଡି.ପି. ସିଂହ ଚିଠି ଲେଖି ପରାମର୍ଶ ମାଗିଛନ୍ତି। ଚିଠିରେ ଉଲ୍ଲେଖ କରାଯାଇଛି ଯେ, ମାନବ ସମ୍ବଳ ବିକାଶ ମନ୍ତ୍ରୀ ପୋଖରୀଆଲ ନିଶଙ୍କ ‘ଭାରତ ପଢ଼େ ଅନ୍‌ଲାଇନ୍‌’ କ୍ୟାମ୍ପେନ ଆରମ୍ଭ କରିଛନ୍ତି। ଏହାର ରୂପରେଖ ପ୍ରସ୍ତୁତ ଲାଗି କୁଳପତି, ଶିକ୍ଷୟିତ୍ରୀ, ଶିକ୍ଷକ, ଛାତ୍ରୀଛାତ୍ରଙ୍କଠାରୁ ପରାମର୍ଶ ଲୋଡ଼ାଯାଇଛି। ଆସନ୍ତା ୧୭ ତାରିଖ ମଧ୍ୟରେ ନିଜ ନିଜ ପରାମର୍ଶ ଟୁଇଟର ଜରିଆରେ #BharatPadheOnline ଲେଖି ୟୁଜିସି ଓ ମାନବ ସମ୍ବଳ ବିକାଶ ମନ୍ତ୍ରୀଙ୍କୁ ଟ୍ୟାଗ୍‌ କରିପାରିବେ। ସେହିପରି bharatpadheonline.mhrd.gmail.comକୁ ଇମେଲ ଜରିଆରେ ମଧ୍ୟ ମତାମତ ପଠାଇପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ରଥଟଣା ବେଳେ ଅଘଟଣ: ଶଳାକୁ ଖଣ୍ଡାରେ ହାଣିଥିବା ଭିଣୋଇଙ୍କୁ ବାନ୍ଧିଲା ପୋଲିସ

ପୁରୁଷୋତ୍ତମପୁର,୧୭।୭ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଅରଖପୁର ଗ୍ରାମରେ ଗୁରୁବାର ରଥଟଣା ଚାଲିଥିବା ବେଳେ ପାରିବାରିକ ଶତ୍ରୁତାକୁ କେନ୍ଦ୍ର କରି ଭିଣୋଇ ଟିଟୁ…

ଶ୍ରୀଜଗନ୍ନାଥଙ୍କ ଟାହିଆ ପ୍ରସଙ୍ଗ, ଗୋଟି ଗୋଟି କରି ସବୁ କଥା କହିଦେଲେ ଦଇତାପତି ନିଯୋଗ ସମ୍ପାଦକ, ଜାଣନ୍ତୁ…

ପୁରୀ,୧୭।୭: ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥିରୁ ବିଶ୍ୱନିୟନ୍ତାଙ୍କ ବିଶ୍ୱପ୍ରସିଦ୍ଧ ନବଦିନାତ୍ମକ ରଥଯାତ୍ରା ଆରମ୍ଭ ହୋଇଯାଇଛି। ଇତିମଧ୍ୟରେ ରଥଟଣା ଶେଷ ହୋଇଛି। ଶରଧାବାଲିରେ ପହଞ୍ଚିଛନ୍ତି ୩ ରଥ। ରଥ…

କେସିଙ୍ଗା ରେଳ ଷ୍ଟେଶନ ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ, ୨୨ କୋଟି ବ୍ୟୟ ଅଟକଳରେ ନିର୍ମିତ…

କେସିଙ୍ଗା,୧୭ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର ମୁଖ୍ୟଦ୍ୱାର ଦେଶରେ ଥିବା କେସିଙ୍ଗା ରେଲଓ୍ବେ ଷ୍ଟେଶନର ଶୁଭ ଉଦ୍‌ଘାଟନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କରକମଳରେ ଭର୍ଚୁଆଲ ଦ୍ବାରା ଶୁକ୍ରବାର ଅପରାହ୍ନରେ…

ପାଠ୍ୟପୁସ୍ତକ ତ୍ରୁଟି ମାମଲା: ଓସେପା ଅଫିସରେ କ୍ରାଇମବ୍ରାଞ୍ଚ ଟିମ୍‌

ଭୁବନେଶ୍ୱର,୧୭।୭: ପାଠ୍ୟପୁସ୍ତକ ତ୍ରୁଟି ମାମଲାରେ କ୍ରାଇମବ୍ରାଞ୍ଚ ଡିଏସ୍‌ପି ନରେନ୍ଦ୍ର ବେହେରାଙ୍କ ନେତୃତ୍ୱରେ ୪ ଜଣିଆ ଟିମ୍‌ ଶୁକ୍ରବାର ଓସେପା ଅଫିସ୍‌ରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ତଦନ୍ତ…

ଅକାଳରେ ଜନ୍ମିତ ହାତୀଛୁଆର ମୃତ୍ୟୁ, ଜଙ୍ଗଲରେ ଜଗି ରହିଲେ ବନ କର୍ମଚାରୀ

ରିଆମାଳ,୧୭ା୭(ବଦ୍ରିନାରାୟଣ ଅଗ୍ରଓ୍ବାଲ): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ରେଙ୍ଗାଳବେଡ଼ା ଫରେଷ୍ଟ ସେକ୍ସନ ଅନ୍ତର୍ଗତ ମହାସିନ୍ଧୁ ଗ୍ରାମ ଜଙ୍ଗଲରେ ଗୁରୁବାର ସନ୍ଧ୍ୟାରେ ଏକ ଅକାଳରେ ଜନ୍ମିତ ହାତୀ ଶାବକର…

୩ ଗାଁର ଲୋକଙ୍କୁ ଗାଁ ଛାଡ଼ିବାକୁ ନିର୍ଦ୍ଦେଶ, ଗ୍ରାମବାସୀ କହିଲେ ଦାବି ପୂରଣ ନ ହେଲେ…

ବଲାଙ୍ଗୀର,୧୭ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଲୋୟର ସୁକତେଲ ଜଳଭଣ୍ଡାର ଭିତରେ ଥିବା କୁମିଆପାଲି ଗାଁର ଲୋକଙ୍କୁ ଗାଁ ଛାଡ଼ିବାକୁ ଲୋୟର ସୁକ୍‌ତେଲ ଥଇଥାନ, ପୁନର୍ବାସ, ଶିବିର ଓ…

ସରିଲା ରଥଟଣା, ଶରଧାବାଲିରେ ପହଞ୍ଚିଲେ ୩ ରଥ

ପୁରୀ,୧୭ା୭: ସରିଲା ରଥଟଣା। ଶରଧାବାଲିରେ ପହଞ୍ଚିଛନ୍ତି ୩ ରଥ। ପ୍ରଥମେ ବଳଭଦ୍ରଙ୍କ ତାଳଧ୍ୱଜ, ସୁଭଦ୍ରାଙ୍କ ଦର୍ପଦଳନ ରଥ ଶରଧାବାଲିରେ ପହଞ୍ଚିବା ପରେ ମହାପ୍ରଭୁ କାଳିଆ ସାଆନ୍ତଙ୍କ ନନ୍ଦିଘୋଷ…

ଜୁଲାଇରେ ୧୭ ପ୍ରତିଶତ ଅଧିକ ବର୍ଷା: ବଢ଼ିପାରେ ହୀରାକୁଦ ଜଳଭଣ୍ଡାର ସ୍ତର

ଭୁବନେଶ୍ୱର,୧୭ା୭: ଜୁଲାଇ ୧ରୁ ଆଜି ପର୍ଯ୍ୟନ୍ତ ରାଜ୍ୟରେ ୧୭% ଅଧିକ ବର୍ଷା ହୋଇଛି। ଏନେଇ ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ ସୂଚନା ଦେଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri