ଭାରତ ପାଇଁ ୩ ଆକାଶ ପଥ ବନ୍ଦ କଲା ପାକିସ୍ତାନ

ଇସଲାମାବାଦ,୮।୮: ଜମ୍ମୁ-କଶ୍ମୀରେ ଅନୁଚ୍ଛେଦ ୩୭୦ ହଟାଇ ଦିଆଯିବା ପରେ ଏକ ପ୍ରକାର ଅଡୁଆରେ ପଡିଯାଇଛି ପାକିସ୍ତାନ। ନିଜକୁ ଅସୁରକ୍ଷିତ ଭାବି ସେ ଭାରତ ସହ ଗୋଟିଏ ପରେ ଗୋଟିଏ ସମ୍ପର୍କକୁ ବନ୍ଦ କରିବାରେ ଲାଗିଛି। ଏବେ ଭାରତ ପାଇଁ ପାକିସ୍ତାନ ତା’ର ୩ଟି ଆକାଶ ମାର୍ଗକୁ ବି ବନ୍ଦ କରି ଦେଇଛି। ଅର୍ଥାତ୍‌ ପାକିସ୍ତାନ ଆକାଶମାର୍ଗରେ ୧୧ଟି ମଧ୍ୟରୁ ୩ଟିକୁ ଏବେ ପାକିସ୍ତାନ ବନ୍ଦ କରିଦେଇଛି। କୁହାଯାଉଛି କି ଲାହୋର ଆକାଶମାର୍ଗ ଦେଇ ଉଡୁଥିବା ବିଦେଶି ବିମାନ ଏବେ ୪୬ ହଜାର ଫୁଟ ତଳକୁ ଉଡି ପାରିବ ନାହିଁ। ହେଲ ପାକିସ୍ତାନର ଏଭଳି ନିଷ୍ପତ୍ତି ଭାରତ ଉପରେ କୌଣସି ପ୍ରଭାବ ପକାଇବ ନାହିଁ ବୋଲି ଏୟାର ଇଣ୍ଡିଆ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ ପାଇଁ ବଡ ପଦକ୍ଷେପ ନେଲା ଆମେରିକା

ଓ୍ବାଶିଂଟନ୍‌,୧୫।୭: ଛୋଟ ଏବଂ ଦୁର୍ବଳ ପଡୋଶୀ ଦେଶ ଉପରେ ଚାଇନା କ୍ରମାଗତ ଭାବରେ ନିଜର ପ୍ରାଧାନ୍ୟ ହାସଲ କରୁଛି। ତେବେ ଚାଇନାର ବିସ୍ତାରବାଦୀ ନୀତି ଭାରତ...

ଇରାକକୁ ମିଳିଲା ନୂଆ ରାଷ୍ଟ୍ରପତି

ବାଗଦାଦ,୧୩।୧୦: ଇରାକ ପାର୍ଲାମେଣ୍ଟ ସଦସ୍ୟମାନେ କୁର୍ଦ୍ଦିଶ ନେତା ଅବଦୁଲ ଲତିଫ୍‌ ରଶିଦ୍‌ଙ୍କୁ ଦେଶର ନୂଆ ରାଷ୍ଟ୍ରପତି ଭାବେ ନିର୍ବାଚିତ କରିଛନ୍ତି। ଫଳରେ ବର୍ଷେ ହେଲା ଲାଗିରହିଥିବା...

ବାର୍‌ରେ ଆକ୍ରମଣ: ୧୦ ମୃତ

ମେକ୍ସିକୋ,୧୩ା୩: ମେକ୍ସିକୋର ଗୁଆନାଜୁଏଟୋରେ ଦୁର୍ବୃତ୍ତମାନେ ଏକ ବାର୍‌ ଉପରେ ଆକ୍ରମଣ କରିବାରୁ ୧୦ ଜଣଙ୍କ ଜୀବନ ଯାଇଛି। ଏହି ଆକ୍ରମଣରେ ଅନେକ ଲୋକ ଆହତ ହୋଇଥିବା...

ସୁରକ୍ଷା ଉପକରଣ ଯୋଗାଇ ନ ଦେଲେ ଧର୍ମଘଟ କରିବେ ଡାକ୍ତର

ଇସ୍‌ଲାମାବାଦ,୨୧।୩: କୋଭିଡ-୧୯ ଏବେ ସାରା ବିଶ୍ୱକୁ ବ୍ୟାପିସାରିଲାଣି। ପାକିସ୍ତାନରେ ମଧ୍ୟ ଏହା ତା’ର ଉପସ୍ଥିତି ଜାହିର କରିସାରିଛି। ଏବେ କୋଭିଡ-୧୯ ବା କରୋନା ଭାଇରସ ସଂକ୍ରମଣରେ...

‘ନିଆଁ ସହ ଖେଳୁଛି ଭାରତ’

ଇସ୍‌ଲାମାବାଦ,୬ା୮:ଭାରତୀୟ ପାର୍ଲାମେଣ୍ଟରେ ଦୁଇବର୍ଷ ତଳେ ନିଆଯାଇଥିବା ନିଷ୍ପତ୍ତିକୁ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ୍‌ ଓ ସେନାମୁଖ୍ୟ ଜେନେରାଲ କମାର ଜାଭେଦ ବାଜ୍‌ଓ୍ବା ନିନ୍ଦା କରିଛନ୍ତି। ଇମ୍ରାନ୍‌...

କୋଇଲା ଖଣିରେ ନିଆଁ: ଫସିଛନ୍ତି ୪୬ ଶ୍ରମିକ

ମସ୍କୋ, ୨୫।୧୧: ରୁଷିଆର ସାଇବେରିଆରେ ଥିବା ଏକ କୋଇଲା ଖଣିରେ ଗୁରୁବାର ନିଆଁ ଲାଗି ୧୧ ଜଣଙ୍କ ମୃତ୍ୟୁ ଘଟିବା ସହ ୪୦ରୁ ଊର୍ଦ୍ଧ୍ୱ ଆହତ...

ବେଆଇନ ଭାବେ ଆମେରିକାରେ ରହୁଥିବା ୧୬୧ ଭାରତୀୟ ଫେରିବେ ସ୍ବଦେଶ

ଓ୍ବାଶିଂଟନ/ନୂଆଦିଲ୍ଲୀ,୧୮।୫: ଆମେରିକାରେ ବେଆଇନ ଭାବେ ରହୁଥିବା ୧୬୧ ଭାରତୀୟ ଚଳିତ ସପ୍ତାହରେ ସ୍ବଦେଶ ଫେରିବେ। ସେମାନେ ଆମେରିକାର ଦକ୍ଷିଣ ସୀମାରେ ଥିବା ମେକ୍ସିକୋ ଦେଇ ପ୍ରବେଶ...

ଥରିଲା ପାକିସ୍ତାନ: ୬.୦ ତୀବ୍ରତାର ଭୂକମ୍ପରେ ୨୦ ମୃତ ୨୦୦ଶହରୁ ଊର୍ଦ୍ଧ୍ୱ ଆହତ

ଇସଲାମାବାଦ,୭ ।୧୦: ପାକିସ୍ତାନରେ ଗୁରୁବାର ଭୋର ପ୍ରାୟ ୩ଟା ୩୦ରେ ଏକ ଭୂକମ୍ପ ହୋଇଥିବା ସୂଚନା ମିଳିଛି । ଏହାର ରିକ୍ଟର ସ୍କେଲରେ ତୀବ୍ରତା ଥିଲା...

Advertisement
Archives

Model This Week