Posted inଖେଳ

ଭାରତ ପାଇଁ ୫୦୦ରୁ ଅଧିକ ପାଳି ଖେଳିଛନ୍ତି ମାତ୍ର ତିନି ଖେଳାଳି

କ୍ରିକେଟ ଏମିତି ଏକ ଖେଳ ଯେଉଁଠି ପ୍ରତି ମ୍ୟାଚ୍‌ରେ କିଛି ରେକର୍ଡ ସଷ୍ଟି ହୁଏ, ଆଉ କିଛି ରେକର୍ଡ ଭାଙ୍ଗେ। କେଉଁ ମ୍ୟାଚ୍‌ରେ ବ୍ୟାଟ୍ସମ୍ୟାନ୍‌ ରେକର୍ଡ କରନ୍ତି ତ ଆଉ କେବେ ବୋଲ୍‌ର କୀର୍ତ୍ତିମାନ ହାସଲ କରନ୍ତି। ତେବେ ଅନ୍ତର୍ଜାତୀୟ କ୍ରିକେଟ ଉପରେ ଯଦି ନଜର ପକାଇବା ତେବେ, ଅଧିକାଂଶ ରେକର୍ଡ କ୍ରିକେଟର ଭଗବାନ କୁହାଯାଉଥିବା ସଚିନ ତେନ୍ଦୁଲକରଙ୍କ ନାମରେ ହିଁ ରହିଛି। ଅନ୍ତର୍ଜାତୀୟ କ୍ରିକେଟରେ ସର୍ବାଧିକ ପାଳି ଖେଳିବାର ରେକର୍ଡ ମଧ୍ୟ ତାଙ୍କ ନାଁରେ ରହିଛି। ସେ ଟେଷ୍ଟ, ଏକଦିବସୀୟ ଏବଂ ଟି-୨୦କୁ ମିଶାଇ ମୋଟ ୭୮୨ଟି ଇନିଂଶ ଖେଳିଛନ୍ତି। ତେବେ ଭାରତ ପାଇଁ ଆଉ ଦୁଇଜଣ ଖେଳାଳି ୫୦୦ରୁ ଅଧିକ ଇନିଶଂ ଖେଳିଛନ୍ତି। ସେହି ଦୁଇଜଣ ଖେଳାଳି ହେଲେ ରାହୁଲ ଦ୍ରାଭିଡ ଏବଂ ମହେନ୍ଦ୍ର ସିଂ ଧୋନୀ। ସଚିନ୍‌ ୭୮୨ଟି ଇନିଂଶ ଖେଳି ୪୮.୫୨ ହାରରେ ୩୪,୩୫୭ ରନ୍‌ କରିଥିବାବେଳେ ସେଥିରେ ୧୦୦ଟି ଶତକ ଏବଂ ୧୬୪ଟି ଅର୍ଦ୍ଧଶତକ ସାମିଲ ଅଛି। ସେହିପରି ଦ୍ରାଭିଡ ୬୦୫ଟି ଇନିଂଶ ଖେଳି ୪୫.୪୫ ହାରରେ ୨୪,୨୦୮ ରନ୍‌ ସ୍କୋର କରିବା ସହ ୪୮ ଶତକ ଏବଂ ୧୪୬ଟି ଅର୍ଦ୍ଧଶତକ ମାରିଛନ୍ତି। ଧୋନୀ ଏପର୍ଯ୍ୟନ୍ତ ୫୨୬ଟି ପାଳି ଖେଳି ୪୫ ହାରରେ ୧୭,୨୬୬ରନ୍‌ ସ୍କୋର କରିଛନ୍ତି। ସେଥିରେ ୧୬ଟି ଶତକ ଏବଂ ୧୦୮ଟି ଅର୍ଦ୍ଧଶତକ ସାମିଲ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ଅଧରପଣା ପାଇ ଫେରିଗଲେ ସର୍ବଦେବାଦେବୀ

ପୁରୁଷୋତ୍ତମପୁର,୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଟାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଦୀର୍ଘ ଏକମାସ ଧରି ମହାଆଡମ୍ବର ସହକାରେ ପାଳିତ ହେଉଥିବା ପ୍ରସିଦ୍ଧ ଚୈତ୍ରପର୍ବ ଗୁରୁବାର…

ବିଧାୟକ ଅଖିଳ ନାଏକଙ୍କ ଠାରୁ ଆରମ୍ଭ ହେଲା ସ୍ବ ଜନଗଣନା: ପାଟଣାବାସୀଙ୍କୁ କଲେ ଏହି ଅପିଲ

ପାଟଣା,୨।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ପ୍ରଶାସନ ପକ୍ଷରୁ ଗୁରୁବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ଠାରୁ ସ୍ବ ଜନଗଣନା ଶୁଭାରମ୍ଭ ହୋଇଛି। ପାଟଣା ତହସିଲ…

ଯୁଦ୍ଧ ମଧ୍ୟରେ ପାକିସ୍ତାନରେ ହାହାକାର, ଭାରତ ଶୁଣିଲେ ହୋଇଯିବ ଖୁସି

ନୂଆଦିଲ୍ଲୀ,୨।୪: ଭାରତ ଦ୍ୱାରା ସିନ୍ଧୁ ଜଳ ଚୁକ୍ତିନାମା ବାତିଲ କରିବା ଏବଂ ନଦୀ ଜଳରେ ପାକିସ୍ତାନର ଅଂଶକୁ ଅବରୋଧ କରିବା ନିଷ୍ପତ୍ତି ଦକ୍ଷିଣ ଏସିଆରେ ଜଳ ସୁରକ୍ଷା…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ନିଆଁ ସହ ଖେଳୁଛି ଭାଜପା, ପରିଣାମ ଭୟଙ୍କର ହେବ: ନିଆଁବାଣ ହେଲେ ମମତା

କୋଲକାତା,୨।୪: ପଶ୍ଚିମବଙ୍ଗର ମୁର୍ଶିଦାବାଦରେ ଏକ ରାଲିରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସାମ୍ପ୍ରତିକ ମାଲଦା ଘଟଣା ଉପରେ କେନ୍ଦ୍ର ସରକାର ଏବଂ ଭାଜପାକୁ ଟାର୍ଗେଟ୍‌ କରିଛନ୍ତି। ରାଜ୍ୟର ପରିସ୍ଥିତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri