Posted inଜାତୀୟ

ଭାରତ-ପାକିସ୍ତାନ ଭାଗବଣ୍ଟାଠାରୁ ଅଧିକ ଭୟଙ୍କର ଶିବସେନା-ଭାଜପା ଆସନ ବଣ୍ଟା

ମୁମ୍ବାଇ, ୨୪।୯: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଇଁ ଶିବସେନା-ଭାଜପା ମଧ୍ୟରେ ଆସନ ବଣ୍ଟା ଅଙ୍କ ଛିଡୁନି। ରାଜ୍ୟର ୨୮୮ ବିଧାନସଭା ଆସନ ମଧ୍ୟରୁ ଶିବସେନା ଭାଗରେ କେତେ ଏବଂ ଭାଜପା ଭାଗରେ କେଉଁକେଉଁ ଆସନ ପଡ଼ିବ ତାହାର ସମାଧାନ ହୋଇ ପାରୁନି। ଏପରିସ୍ଥଳେ ଶିବସେନା ସଦସ୍ୟ ସଞ୍ଜୟ ରାଓ୍ବତ କହିଛନ୍ତି ଯେ, ଶିବସେନା-ଭାଜପା ମଧ୍ୟରେ ଆସନ ବଣ୍ଟା ୧୯୪୭ରେ ହୋଇଥିବା ଭାରତ-ପାକିସ୍ତାନ ଭାଗବଣ୍ଟାଠାରୁ ବି ଅଧିକ ଭୟଙ୍କର। ଆସନ ବଣ୍ଟାରେ ଉଭୟ ଦଳର ସ୍ଥିତିକୁ ଆକଳନ କରାଯାଉଛି। ଏହା ଏବେ କାଠିକର ପାଠ ଭଳି ଜଣାପଡୁଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୫ ଗୋଚାଲାଣକାରୀଙ୍କୁ ଆକ୍ରମଣ

ଖଣ୍ଡଓ୍ବା,୯ା୭ (ପି.ଟି.): ମଧ୍ୟପ୍ରଦେଶର ଖଣ୍ଡଓ୍ବା ଜିଲାରେ ୨୫ ଜଣ ଗୋଚାଲାଣକାରୀଙ୍କୁ ସ୍ଥାନୀୟ ଲୋକେ ବାନ୍ଧି ମାଡ଼ମାରିବା ସହ ସେମାନଙ୍କୁ ଜୋରଜବରଦସ୍ତ ‘ଗୋ ମାତା କି ଜୟ’...

ଭୂକମ୍ପରେ ଥରିଲା ଆଣ୍ଡାମାନ, କଟରା

ପୋର୍ଟବ୍ଲେୟାର/ଶ୍ରୀନଗର,୧୭।୭: ଦେଶର ଉତ୍ତର ଓ ଦକ୍ଷିଣ ଭାଗରେ ଶୁକ୍ରବାର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ସକାଳ ୧୦ଟା ୩୦ରେ ଆଣ୍ଡାମାନ ନିକୋବରରେ ଭୂକମ୍ପ ଝଟ୍‌କା ଅନୁଭୂତ...

କ୍ୟାନସରରୁ ଦୂରେଇ ରହିବାକୁ ଚାହୁଁଛନ୍ତି;ସକାଳେ ଗ୍ଲାସେ ଉଷୁମ ପାଣି ସହିତ ଚୋବାଇ ଖାଆନ୍ତୁ ଏହାକୁ…

ପ୍ରତିଦିନ ସକାଳେ ଗ୍ଲାସେ ଉଷୁମ ପାଣି ସହିତ ୭ଟି ଗୋଲମରିଚ ଚୋବାଇ ଖାଇଲେ ଅନେକ ରୋଗରୁ ରକ୍ଷା ମିଳିଥାଏ । ନିୟମିତ ଏପରି କଲେ ଏଥିରେ...

ନିର୍ବାଚନ ପୂର୍ବରୁ ଭାଜପାକୁ ଝଟ୍‌କା, ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ଦେଲେ ଇସ୍ତଫା…

ଅହମଦାବାଦ,୫।୧୧ : ଗୁଜୁରାଟରେ ବିଧାନସଭା ନିର୍ବାଚନ ପୂର୍ବରୁ ଭାଜପା ଏକ ବଡ଼ ଝଟ୍‌କା ଲାଗିଛି। ରାଜ୍ୟର ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ତଥା ବରିଷ୍ଠ ନେତା ଜୟନାରାୟଣ ବ୍ୟାସ...

କରୋନା ଟେଷ୍ଟ ବଢାଇବାକୁ ହେଲେ ଗାଇଡଲାଇନ୍‌ ବଦଳାଉ ଆଇସିଏମ୍‌ଆର୍‌: ସ୍ବାସ୍ଥ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୧୩।୬: ରାଜଧାନୀ ଦିଲ୍ଲୀରେ ବେଳକୁ ବେଳ କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ଏହାର ଟେଷ୍ଟକୁ ନେଇ ଏବେ ପ୍ରଶ୍ନ ଉଠିଛି। ଏମିତି ପ୍ରଶ୍ନର ଉତ୍ତର ଦେବାକୁ...

ଦିଲ୍ଲୀରେ ଖୋଲିବ ମଲ୍‌, ମାର୍କେଟ

ନୂଆଦିଲ୍ଲୀ, ୧୩।୬: ଦିଲ୍ଳୀରେ କରୋନା ସଂକ୍ରମଣ ହ୍ରାସ ପାଇଥିବାରୁ ସରକାର ଅନ୍‌ଲକ ପ୍ରକ୍ରିୟାକୁ ଆହୁରି କୋହଳ କରିଛନ୍ତି। ସୋମବାରଠାରୁ ମଲ୍‌ ଓ ମାର୍କେଟଗୁଡ଼ିକ ପ୍ରତିଦିନ ଖୋଲିବାକୁ...

କଳା କାର୍ବନ ହିମାଳୟ ପାଇଁ ବଡ଼ ବିପଦ, ଜାଣନ୍ତୁ କାହିଁକି

ଉତ୍ତରାଖଣ୍ଡ,୧୧ା୬: ହିମାଳୟ ପ୍ରତି କଳା କାର୍ବନ ବଡ଼ ବିପଦ ସୃଷ୍ଟି କରିବ। କାରଣ କଳା କାର୍ବନ ଯୋଗୁ ଗ୍ଲେସିୟର ଦ୍ରୁତ ଗତିରେ ତରଳିବାର ଭୟ ରହିଛି।...

ହନୁମାନ ଜନ୍ମୋତ୍ସବ ଶୋଭାଯାତ୍ରା ଉପରେ ପଥରମାଡ଼, ଦିଲ୍ଲୀରେ ଉତ୍ତେଜନା…

ନୂଆଦିଲ୍ଲୀ, ୧୬।୪ : ଦିଲ୍ଲୀର ଜାହଙ୍ଗିରପୁରୀଠାରେ ଶନିବାର ଅପରାହ୍ନ ୫ରୁ ସାଢ଼େ ୫ ଟା ମଧ୍ୟରେ ହନୁମାନ ଜନ୍ମୋତ୍ସବ ଉପଲକ୍ଷେ ଆୟୋଜିତ ଶୋଭାଯାତ୍ରା ଉପରେ ପଥରମାଡ଼...

Advertisement
Archives

Model This Week