ଭାରତ-ପାକିସ୍ତାନ ମଧ୍ୟରେ ମଧ୍ୟସ୍ଥତା ପାଇଁ ପୁଣି କହିଲେ ଟ୍ରମ୍ପ୍‌

ଓ୍ବାଶିଂଟନ,୧୦।୯: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ପୁଣିଥରେ ଭାରତ-ପାକିସ୍ତାନ ମଧ୍ୟରେ ମଧ୍ୟସ୍ଥତା ପାଇଁ ଆଗ୍ରହୀ ଥିବା କହିଛନ୍ତି। ଦୁଇ ଦେଶ ମଧ୍ୟରେ ଗତ ୨ ସପ୍ତାହ ମଧ୍ୟରେ ଉତ୍ତେଜନା କମିଛି। ତେବେ ଏହି ପ୍ରସଙ୍ଗରେ ଯଦି ମଧ୍ୟସ୍ଥତା ଲୋଡ଼ାଯାଏ ସେଥି ଲାଗି ଟ୍ରମ୍ପ୍‌ ରାଜି ଥିବା ସୂଚନା ଦେଇଛନ୍ତି। ଭାରତ-ପାକିସ୍ତାନ ଉଭୟ ଆମେରିକା ମଧ୍ୟସ୍ଥତା କରିବାକୁ ଚାହୁଁଥିବା ଜାଣିଛନ୍ତି। ଆବଶ୍ୟକ ପଡ଼ିଲେ ସେମାନେ ଏନେଇ ପଦକ୍ଷେପ ଗ୍ରହଣ କରି ପାରନ୍ତି ବୋଲି ଟ୍ରମ୍ପ୍‌ କହିଛନ୍ତି। ସୂଚନାଯୋଗ୍ୟ, ଅଗଷ୍ଟ ୨୬ରେ ଜି-୭ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଟ୍ରମ୍ପ୍‌ଙ୍କ ମଧ୍ୟରେ ଆଲୋଚନା ହେବାର ୨ ସପ୍ତାହ ପରେ ଟ୍ରମ୍ପ୍‌ ପୁଣିଥରେ ମଧ୍ୟସ୍ଥତା କଥା ଉଠାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓବାମା, ବୁଶ, କ୍ଲିଣ୍ଟନ କ୍ୟାମେରା ସାମ୍ନାରେ ନେବେ କରୋନା ଟିକା

ୱାଶିଂଟନ,୪ ।୧୨: କରୋନା ମହାମାରୀ ଆମେରିକାରେ ତାଣ୍ଡବ ରଚିଥିବା ବେଳେ ଏବେ ଏହାର ଭ୍ୟାକ୍ସିନକୁ ନେଇ ଚର୍ଚ୍ଚା ଯୋର ଧରିଛି । ସବୁ ବିକାଶଶୀଳ ଦେଶ...

ନେପାଳ ବିମାନ ଦୁର୍ଘଟଣା: ମିଳିଲା ବିମାନର ଧ୍ୱଂସାବଶେଷ

କାଠମାଣ୍ଡୁ,୩୦ ।୫: ନେପାଳର ପର୍ଯ୍ୟଟନ ସହର ପୋଖରାରୁ ଯାତ୍ରା ଆରମ୍ଭ କରିଥିବା ତାରା ଏୟାରର ବିମାନ ଉଡିବାର ମାତ୍ର କେଇ ମିନିଟ ମଧ୍ୟରେ ହିମାଳୟ ପାର୍ବତ୍ୟ...

ମାନିଲା ରୁଷିଆ, ଯୁଦ୍ଧରେ ହୋଇଛି ବହୁ କ୍ଷତି…

ମସ୍କୋ, ୯।୪ : ରୁଷିଆ ୟୁକ୍ରେନ୍‌ ଯୁଦ୍ଧକୁ ଦେଢ଼ମାସ ବିତିଛି। ପୂର୍ବରୁ ୟୁକ୍ରେନ୍‌ ବାରମ୍ବାର ରୁଷିଆର କ୍ଷତି ହୋଇଥିବା ଦାବି କରୁଥିଲା। ଏହା ସହିତ ଆମେରିକାର...

ରୁଷିଆ-ୟୁକ୍ରେନ ମଧ୍ୟରେ ସମ୍ଭାବ୍ୟ ଯୁଦ୍ଧ ଆଶଙ୍କା: ଭାରତୀୟଙ୍କୁ ତୁରନ୍ତ ୟୁକ୍ରେନ୍‌ ଛାଡିବାକୁ ନିର୍ଦ୍ଦେଶ

ନୂଆଦିଲ୍ଲୀ/କ୍ୱିଭ୍‌,୨୦।୧: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ସମ୍ଭାବ୍ୟ ଯୁଦ୍ଧ ଆଶଙ୍କା ଦିନକୁ ଦିନ ତୀବ୍ର ହେବାରେ ଲାଗିଛି। ୟୁକ୍ରେନ ସୀମାନ୍ତରେ ରୁଷିଆ ଆଣବିକ ସମରାଭ୍ୟାସ ସହ...

ରୁଷିଆ ଆକ୍ରମଣକୁ ନେଇ ଭାରତର ଆଭିମୁଖ୍ୟ ‘ନରମ’: ବାଇଡେନ୍‌

ନ୍ୟୁୟର୍କ,୨୨।୩: ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ରୁଷିଆ-ୟୁକ୍ରେନ ଯୁଦ୍ଧକୁ ନେଇ ଭାରତର ଆଭିମୁଖ୍ୟକୁ ଦୁର୍ବଳ ବୋଲି କହିଛନ୍ତି। ଆମେରିକାର ଅନ୍ୟ ସହଯୋଗୀ ଦେଶ ତୁଳନାରେ ଭାରତର...

ହଟିଲା ତାଲିବାନର ଅଫିସିଆଲ ଓ୍ବେବ୍‌ସାଇଟ୍‌

ନୂଆଦିଲ୍ଲୀ,୨୧ା୮: ଆଫଗାନିସ୍ତାନରେ ତାଲିବାନ କ୍ଷମତା ହାସଲ କରିବା ପରେ ତା’ର ଅଫିସିଆଲ ଓ୍ବେବ୍‌ସାଇଟ୍‌ ଶୁକ୍ରବାର ବିଳମ୍ବିତ ରାତିରେ ଇଣ୍ଟରନେଟ୍‌ରୁ କେଉଁଆଡ଼େ ଗାଏବ ହୋଇଯାଇଛି। ଏହା କୌଣସି...

୪୦ ଆଲୋକ ବର୍ଷ ଦୂରରେ ଦ୍ୱିତୀୟ ସୌର ଜଗତର ସନ୍ଧାନ…

ଓ୍ବାଶିଂଟନ,୨୮।୧୧: ଆମ ସୌର ଜଗତ ଆକାଶଗଙ୍ଗାରେ ରହିଛି। ଏହାଠାରୁ ୪୦ ଆଲୋକବର୍ଷ ଦୂରରେ ଏକ ଦ୍ୱିତୀୟ ସୌର ଜଗତର ସନ୍ଧାନ ମିଳିଛି। ଏହାକୁ ହୋଲି ଗ୍ରେଲ୍‌...

ସୁସ୍ଥ ହୋଇଥିବା ସଂକ୍ରମିତଙ୍କ ରିପୋର୍ଟ ୮୨ ଦିନ ପର୍ଯ୍ୟନ୍ତ ବି ଆସିଥାଏ କରୋନା ପିଜିଟିଭ୍‌

ସିଓଲ,୨୧।୫: ପୃଥିବୀରେ କରୋନା ସଂକ୍ରମଣ ନେଇ ଅଚଳାବସ୍ଥା ଜାରି ରହିଛି। ଏପରିସ୍ଥଳେ ଦକ୍ଷିଣ କୋରିଆର ଗବେଷକ ଦାବି କରିଛନ୍ତି ଯେ, ସୁସ୍ଥ ହୋଇଥିବା ସଂକ୍ରମିତଙ୍କ ରିପୋର୍ଟ...

Advertisement
Archives

Model This Week