ଭାରତ-ପାକିସ୍ତାନ ମଧ୍ୟରେ ସ୍ଥିତି ସଙ୍କଟ ଜନକ: ଟ୍ରମ୍ପ୍‌

ଓ୍ବାଶିଂଟନ,୨୦।୮: ଭାରତ-ପାକିସ୍ତାନ ମଧ୍ୟରେ ସ୍ଥିତି ସଙ୍କଟ ଜନକ ଥିବା ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଟୁଇଟ୍‌ କରି ମଙ୍ଗଳବାର ଭୋର୍‌ ୫ଟା ୧୩ରେ ଜଣାଇଛନ୍ତି। ଏହା ପୂର୍ବରୁ ଟ୍ରମ୍ପ୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହିତ ସୋମବାର ଫୋନ୍‌ରେ କଥାବାର୍ତ୍ତା ହୋଇଥିଲେ। ପରେ ସେ ପାକିସ୍ତାନ ପ୍ରଧାନ ମନ୍ତ୍ରୀ ଇମ୍ରାନ୍‌ ଖାଁଙ୍କ ସହିତ କଥାବାର୍ତ୍ତା କରି କୌଣସି ପ୍ରକାର ବିବାଦୀୟ ମନ୍ତବ୍ୟ ନ ଦେବାକୁ ପରାମର୍ଶ ଦେଇଛନ୍ତି। ଦୁଇ ଦେଶ ମଧ୍ୟରେ ଶାନ୍ତି ପାଇଁ ପ୍ରୟାସ ଉପରେ ଟ୍ରମ୍ପ୍‌ ଗୁରୁତ୍ୱ ଦେଇଛନ୍ତି। ଟ୍ରମ୍ପ୍‌ କହିଛନ୍ତି ଯେ ସ୍ଥିତି ସଙ୍କଟ ଜନକ ଥିଲେ ମଧ୍ୟ ଆଲୋଚନା ଦ୍ୱାରା ଏହାର ସମାଧାନ କରାଯାଇ ପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ବାଇଡେନ୍‌ଙ୍କୁ ପୁଟିନ୍‌ଙ୍କ ଧମକ, ୟୁକ୍ରେନ୍‌କୁ ଅସ୍ତ୍ରଶସ୍ତ୍ର ଦେଲେ ପରିଣତି ହେବ ଭୟଙ୍କର…

ମସ୍କୋ/ଓ୍ବାଶିଂଟନ, ୧୩।୩ : ରୁଷିଆ ରାଷ୍ଟ୍ରପତି ବ୍ଲାଡିମୀର ପୁଟିନ୍‌ ଆମେରିକା ପ୍ରତିପକ୍ଷ ଜୋ ବାଇଡେନ୍‌ଙ୍କ ପ୍ରଶାସନକୁ ଧମକ ଦେଇଛନ୍ତି। ୟୁକ୍ରେନ୍‌କ ଅସ୍ତ୍ରଶସ୍ତ୍ର ଯୋଗାଇଲେ ପରିଣତି ଭୟଙ୍କର...

୧୬ କୋଟି ଟଙ୍କାର ଇଞ୍ଜେକ୍ସନ ନେବ ୮ ସପ୍ତାହର ଶିଶୁ: ରୋଗ ବିଷୟରେ ଜାଣିଲେ ଲାଗିବ ଭୟ

ବ୍ରିଟେନରେ, ମାତ୍ର ଆଠ ସପ୍ତାହର ଏକ ପିଲାକୁ ଦୁନିଆର ସବୁଠାରୁ ମହଙ୍ଗା ଇଞ୍ଜେକ୍ସନ ଦିଆଯିବ। ବର୍ତ୍ତମାନ ଆପଣ ଭାବୁଥିବେ ଏମିତି କେଉଁ ରୋଗ ଶିଶୁଟିକୁ ହେଇଛି,...

ଦୁଇଦିନ ପରେ ପୁଣି ଥରିଲା ଭାରତ-ପାକିସ୍ତାନ ସୀମାନ୍ତ ଅଞ୍ଚଳ

ନୂଆଦିଲ୍ଲୀ/ଇସଲାମାବାଦ୍‌,୨୬।୯: ଦୁଇ ଦିନ ପରେ ପୁଣି ଗୁରୁବାର ଭାରତ-ପାକିସ୍ତାନ ସୀମାନ୍ତ ଅଞ୍ଚଳରେ ଭୂକମ୍ପ ହୋଇଛି। ଏହାର ତୀବ୍ରତା ରିକ୍ଟର ସ୍କେଲରେ ୪.୮ ଥିଲା ବୋଲି ପାଣିପାଗ...

ଚନ୍ଦ୍ରର ଖଣିଜ ପଦାର୍ଥ ପ୍ରତି ଆମେରିକା-ଚାଇନାର ଲୋଭ…

ଓ୍ବାଶିଂଟନ/ବେଜିଂ, ୧୯।୫ : ନିକଟରେ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ଏକ ବିବୃତ୍ତି ଦେଇଛନ୍ତି ଯେ ୟୁକ୍ରେନ ଏବଂ ରୁଷିଆ ମଧ୍ୟରେ ଯୁଦ୍ଧ ଯୋଗୁ ପୃଥିବୀର...

ଲଦାଖ ପ୍ରସଙ୍ଗରେ ଚାଇନାର ବିରୋଧ

ବେଜିଂ/ନୂଆଦିଲ୍ଲୀ,୭ା୮(ପି.ଟି.): ଜମ୍ମୁ-କଶ୍ମୀରରୁ ଲଦାଖକୁ ଅଲଗା କରି ସ୍ବତନ୍ତ୍ର କେନ୍ଦ୍ରଶାସିତ ଅଞ୍ଚଳରେ ପରିଣତ କରିବା ପାଇଁ ଭାରତର ନିଷ୍ପତ୍ତିକୁ ନେଇ ମଙ୍ଗଳବାର ଆପତ୍ତି ଉଠାଇଛି ଚାଇନା। ଏହା...

କରୋନା ପରେ ଆଫ୍ରିକାରେ ନୂଆ ବିପଦ

ଖାର୍ଟୁମ୍‌, ୧୯।୯: କରୋନା ମହାମାରୀ ସଂକ୍ରମଣ ପରେ ଆଫ୍ରିକାର ବହୁ ଦେଶରେ ଏବେ ନୂଆ ବିପଦ ଦେଖାଦେଇଛି। ପ୍ରବଳ ବର୍ଷା ଯୋଗୁ ପୂର୍ବ ଆଫ୍ରିକାର ନଦୀଗୁଡ଼ିକରେ...

ବିଶ୍ୱ ସମୁଦାୟର ସହଯୋଗ ଲୋଡ଼ିଲା ପାକ୍‌

ଇସ୍‌ଲାମାବାଦ,୯।୮(ପି.ଟି.):କଶ୍ମୀର ପ୍ରସଙ୍ଗରେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ୍‌ ଗୁରୁବାର ଅନ୍ତର୍ଜାତୀୟ ସମୁଦାୟର ସହଯୋଗ ଲୋଡିଛନ୍ତି। କଶ୍ମୀରବାସୀଙ୍କ ଉପରେ ଭାରତ ସାମରିକ ବଳ ପ୍ରୟୋଗ କରୁଛି। ଅନ୍ତର୍ଜାତୀୟ...

ଚାଇନା ଉପରେ ଆମେରିକାର ଡିଜିଟାଲ ଷ୍ଟ୍ରାଇକ୍‌: ୨୪ ଘଣ୍ଟା ମଧ୍ୟରେ ବ୍ୟାନ ହୋଇପାରେ ଟିକ୍‌ଟକ୍‌

ଓ୍ବାଶିଂଟନ୍‌,୧।୮: ଦେଶରେ ମହାମାରୀ କରୋନା ଭାଇରସ୍‌ ସଂକ୍ରମଣ ଉଦେ୍‌ବେଗଜନକ ସ୍ଥିତି ହେବା ପରଠାରୁ ଚାଇନା ଉପରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ଆକ୍ରମଣ ଆଭିମୁଖ୍ୟ...

Advertisement
Archives

Model This Week