‘ଭାରତ’ ଫିଲ୍ମକୁ ନେଇ କ୍ୟାଟ୍ରିନାଙ୍କ ସଫେଇ

‘ଭାରତ’ ଫିଲ୍ମରେ ସଲମାନ ଏବଂ କ୍ୟାଟ୍ରିନା ନଜରକୁ ଆସିବେ। ଏହି ଫିଲ୍ମ ପାଇଁ ପ୍ରଥମେ ପ୍ରିୟଙ୍କାଙ୍କୁ ବଛାଯାଇଥିଲା। ପରେ କ୍ୟାଟି୍ରିନାଙ୍କୁ ନିଆଯାଇଛି। ଯେତେବେଳେ ଏକ ସାକ୍ଷାତକାରରେ କ୍ୟାଟ୍ରିନାଙ୍କୁ ପଚରାଗଲା ‘ଭାରତ’ ଫିଲ୍ମରେ ପ୍ରଥମେ ପ୍ରିୟଙ୍କାଙ୍କୁ ନିଆଯାଇଥିଲା। ତାଙ୍କୁ  ଏଥିରୁ କ’ଣ ପାଇଁ ବାଦ୍‌ ଦିଆଗଲା। କ୍ୟାଟ୍ରିନା ବହୁ ଚାଲାକରେ ଏହାର ଉତ୍ତର ଦେଇଥିଲେ, ସଲମାନ ଏବଂ ଅଲ୍ଲୀ ଅବାସଙ୍କ ସହ ମୋର କୌଣସି ସମ୍ପର୍କ ନାହିଁ। ଅଲ୍ଲୀ ମୋର ଜଣେ ଭଲ ସାଙ୍ଗ। ଯେତେବେଳେ ଫିଲ୍ମ ସମ୍ପର୍କରେ ଆମ ଦୁଇଜଣଙ୍କ ଭିତରେ ଆଲୋଚନା ହୁଏ ଆମେ ଉଭୟଙ୍କ ପ୍ରତି ସେତିକି ସିରିୟସ ଥାଉ। କ୍ୟାଟି୍ରିନା ଆହୁରି କହିଛନ୍ତି, ଏହି ଫିଲ୍ମର ସ୍କ୍ରିପ୍ଟ ସେ ୩ ଘଣ୍ଟା ପଢ଼ିଛନ୍ତି। ପରେ ଅଲ୍ଲୀଙ୍କୁ ଫୋନ୍‌ କରି କହିଥିଲେ ଏହି ଫିଲ୍ମ ତାଙ୍କୁ ପସନ୍ଦ ଆସିଛି। ସଲମାନ ମୋତେ ଫୋନ୍‌ କରି ନ ଥିଲେ। ତାଙ୍କ ସହ ମୋର ସେଟ୍‌ରେ ଦେଖା ହୋଇଥିଲା ବୋଲି କ୍ୟାଟ୍ରିନା କହିଛନ୍ତି। କ୍ୟାଟ୍ରିନାଙ୍କ ଏମିତି ସଫେଇକୁ ଦର୍ଶକମାନେ ସହଜରେ ଗ୍ରହଣ କରି ପାରୁନାହାନ୍ତି। କାରଣ ଯାହା ହୋଇଥାଉନା କାହିଁକି ଏପ୍ରିଲ ୨୪ରେ ‘ଭାରତ’ର ଟ୍ରେଲର ରିଲିଜ ହେବାକୁ ଥିବାବେଳେ ଜୁନ୍‌ ୫ରେ ଏହା ରିଲିଜ୍‌ ହେ


Enter your email to get our daily news in your inbox.

All Right Reserved By Dharitri.Com

ଦୀପିକାଙ୍କୁ ନେଇ ବଢୁଛି ଚର୍ଚ୍ଚା: ‘ସ୍ପିରିଟ୍‌’ରୁ ବିଦା ହେବାକୁ ବଢିଲା ବିବାଦ

ବଲିଉଡ ଅଭିନେତ୍ରୀ ଦୀପିକା ପାଦୁକୋଣ ପ୍ରଭାସଙ୍କ ଫିଲ୍ମ ‘ସ୍ପିରିଟ୍‌’ରୁ ବିଦା ହେବାକୁ ନେଇ ଚର୍ଚ୍ଚାରେ ଅଛନ୍ତି। ଫିଲ୍ମର ନିର୍ମାତା ଅଭିନେତ୍ରୀଙ୍କ ବିଷୟରେ ଅନେକ ଅଭିଯୋଗ ଆଣିଛନ୍ତି। ସନ୍ଦୀପ…

କିଏ ସେ ଅଭିନେତ୍ରୀ, ଯାହାଙ୍କୁ ୬୨ ବର୍ଷ ବୟସରେ ଦ୍ୱିତୀୟ ବିବାହ କରିବାକୁ ଯୋଜନା କରୁଛନ୍ତି ଗୋବିନ୍ଦା? ସ୍ତ୍ରୀଙ୍କ ଖୁଲାସା ପରେ…

ମୁମ୍ବାଇ: ଆଜିକାଲି ନିଜର କର୍ମ ଜୀବନକୁ ନେଇ କମ୍‌ ବରଂ ବ୍ୟକ୍ତିଗତ ଜୀବନକୁ ନେଇ ଅଧିକ ଚର୍ଚ୍ଚାରେ ରହୁଛନ୍ତି ବଲିଉଡ ସୁପରଷ୍ଟାର ଗୋବିନ୍ଦା। ୬୨ ବର୍ଷ ବୟସରେ…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

ବିଶିଷ୍ଟ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକଙ୍କ ପରଲୋକ

ଭୁବନେଶ୍ୱର,୨୧ା୮: ଓଡ଼ିଆ ସଙ୍ଗୀତ ଜଗତର ସୁନାମଧନ୍ୟ ତଥା ବିଶିଷ୍ଟ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକଙ୍କ ପରଲୋକ ଘଟିଛି। ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଶୁକ୍ରବାର ପୂର୍ବାହ୍ନରେ ପରଲୋକ ଘଟିଛି।…

କିଏ ସେହି ଅଭିନେତ୍ରୀ, ଯାହାଙ୍କୁ ୬୨ ବର୍ଷରେ ଦ୍ୱିତୀୟ ବିବାହ କରିବାକୁ ଯୋଜନା କରୁଛନ୍ତି ଗୋବିନ୍ଦା!

ମୁମ୍ବାଇ: ବଲିଉଡ ଅଭିନେତା ଗୋବିନ୍ଦା ଏବେ ନିଜ ବ୍ୟକ୍ତିଗତ ଜୀବନକୁ ନେଇ ବେଶ୍‌ ଚର୍ଚ୍ଚାରେ ଅଛନ୍ତି। ନିକଟରେ ଅଭିନେତାଙ୍କ ପତ୍ନୀ ସୁନୀତା ଗୋବିନ୍ଦାଙ୍କ ସହ ଛାଡ଼ପତ୍ର ପାଇଁ…

ଗୋବିନ୍ଦାଙ୍କ ଛାଡପତ୍ରକୁ ନେଇ ବଡ଼ ଖୁଲାସା କଲେ ମ୍ୟାନେଜର, ଏହି କାରଣରୁ କୋର୍ଟ ଯାଇଥିଲେ ସୁନିତା ଆହୁଜା

ମୁମ୍ବାଇ,୧୯।୮: ବଲିଉଡ୍ ଅଭିନେତା ଗୋବିନ୍ଦା ଓ ତାଙ୍କ ପତ୍ନୀ ସୁନିତା ଆହୁଜାଙ୍କ ବୈବାହିକ ଜୀବନକୁ ନେଇ ଦୀର୍ଘଦିନ ଧରି ଚର୍ଚ୍ଚା ଜାରି ରହିଛି । ଦୁହେଁଙ୍କ ମଧ୍ୟରେ…

ଗୋବିନ୍ଦାଙ୍କ ସହ ଛାଡପତ୍ର ନିଶ୍ଚିତ? ପୁଅ ସହିତ ଫ୍ୟାମିଲି କୋର୍ଟରେ ପହଞ୍ଚିଲେ ସୁନିତା ଆହୁଜା

ମୁମ୍ବାଇ,୧୯।୮: ଗତ ବର୍ଷ, ଗୋବିନ୍ଦା ଏବଂ ତାଙ୍କ ପତ୍ନୀ ସୁନିତା ଆହୁଜାଙ୍କ ମଧ୍ୟରେ ଛାଡପତ୍ର ନେଇ ଖୁବ୍‌ ଗୁଜବ ଉଠିଥିଲା। ଯଦିଓ ଗଣେଶ ପୂଜା ସମୟରେ ଏମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri