ଭାରତ ବନ୍ଦ ଡାକରା: ଟ୍ରେନ ସେବା ପ୍ରଭାବିତ

ଭଦ୍ରକ ଅଫିସ, ୮।୧: ୧୨ ଦଫା ଦାବି ନେଇ କେନ୍ଦ୍ରୀୟ ଟ୍ରେଡ୍‌ ୟୁନିୟନ୍‌ ପକ୍ଷରୁ ବୁଧବାର ୧୨ ଘଣ୍ଟିଆ ଭାରତ ବନ୍ଦ ଡାକରା ଦିଆଯାଇଛି। ସକାଳୁ ଏହି ବନ୍ଦ ପ୍ରଭାବ ଭଦ୍ରକରେ ଦେଖିବାକୁ ମିଳିଛି। ଭଦ୍ରକ-ପଲାସା ଡ଼ିଏମୟୁ ଟ୍ରେନକୁ ଷ୍ଟେଶନରେ ଆନ୍ଦୋଳନକାରୀ ଅଟକ କରିବା ସହ ୧୬ ନମ୍ବର ଜାତୀୟ ରାଜପଥ ବନ୍ତ ଛକ ଓ ଚରମ୍ପାଠାରେ ଆନ୍ଦୋଳନକାରୀମାନେ ଗାଡି ଅଟକ ରଖିଛନ୍ତି। ଏହି ବନ୍ଦକୁ ସଫଳ କରିବା ପାଇଁ ଭଦ୍ରକ ଟ୍ରେଡ଼ ୟୁନିଅନ ଓ କଂଗ୍ରେସ ପକ୍ଷରୁ ବିଭିନ୍ନ ସ୍ଥାନରେ ପିକେଟିଂ କରାଯାଉଥିବାର ଦେଖାଯାଇଛି। ଭଦ୍ରକ ସହରର ସମସ୍ତ ଦୋକାନ ବଜାର ବନ୍ଦ ରହିବା ସହ ଗାଡି ଚଳାଚଳ ସମ୍ପୂର୍ଣ୍ଣ ଠପ୍‌ ହୋଇଯାଇଛି। ଦେଶରେ ଅହେତୁକ ଦରଦାମ ବୃଦ୍ଧି, ଶ୍ରମିକ ମାରଣ ନୀତି, ବେକାର ଯୁବକଙ୍କୁ ନିଯୁକ୍ତି ଓ ସମ୍ବିଧାନ ବଞ୍ଚାଓ ଭଳି ୧୨ ଦଫା ଦାବି ନେଇ କେନ୍ଦ୍ରୀୟ ଟ୍ରେଡ୍‌ ୟୁନିୟନ୍‌ ଏହି ବନ୍ଦ ଡାକରା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜିପିଏଫ୍‌, ଫ୍ୟାମିଲି ପେନ୍‌ସନରୁ ବଁଚିତ୍‌ ପରିବାର: ସୁବର୍ଣ୍ଣକଁର ଉପରେ ୧୧ ଝନିଆଁ କୁଟ୍‌ମର ବୋଝ୍‌

ଲୋଇସିଂହା,୬ା୧(ଡି.ଏନ୍‌.ଏ.)- ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅଧୀନ ଆଗଲପୁର ବ୍ଲକ ଝାଙ୍କରପାଲି ଗଁାର ସ୍ବର୍ଗତ ଗୋପାଳ ବେହେରା। ସେ ଥାନୀଅ ରୋତ ପିଏସ୍‌ କଲେଜରେ ଚାକିରି...

ରାସ୍ତା ମଝିରେ ଖାଲଖମା

ବଲସକୁମ୍ପା,୭ା୪: ସରକାର ଗମନା ଗମନର ସୁବିଧା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରି ପିଚୁ ରାସ୍ତା ନିର୍ମାଣ କରୁଛନ୍ତି। ଯେଉଁ ସ୍ଥାନଗୁଡ଼ିକରେ ରାସ୍ତାରୁ ପିଚୁ...

ପିଲାଙ୍କ ଭିତରେ ଉତ୍ସାହ

ଢେଙ୍କାନାଳ ଅଫିସ୍‌, ୨୯ ।୪ ରାଜ୍ୟରେ ଆରମ୍ଭ ହୋଇଛି ଯୁକ୍ତ ୨ ପରୀକ୍ଷା। ଦୀର୍ଘ ୨ବର୍ଷ ପରେ କରୋନା ପରିସ୍ଥିତି ସ୍ବାଭାବିକ ହୋଇଥିବାବେଳେ ଅଫ୍‌ଲାଇନ୍‌ରେ ପରୀକ୍ଷା...

ବାଉରୀଯୋର ପୋଲ ଉପରେ ୭ଫୁଟ ପାଣି: ବୀରମହାରାଜପୁରରୁ ରେଢ଼ାଖୋଲ, ବୌଦ୍ଧକୁ ଯୋଗାଯୋଗ ବିଚ୍ଛିନ୍ନ

ଅମରପାଲି, ୧୩।୮(ଡି.ଏନ.ଏ.): ବୀରମହାରାଜପୁର-ରେଢ଼ାଖୋଲ ରାସ୍ତାର ପିତାମହୁଲ ନିକଟ ବାଉରୀଯୋର ପୋଲ ଉପରେ ପ୍ରାୟ ୭ଫୁଟ ପାଣି ଜମି ପ୍ରବାହିତ ହେଉଥିବାରୁ ଉକ୍ତ ବାଟ ଦେଇ ଯାତାୟତ...

ଆସିକା ଲୋକ ସଭା ନିର୍ବାଚନମଣ୍ଡଳୀ : ପ୍ରଥମକରି ଦୁଇ ମହିଳା ପ୍ରାର୍ଥୀଙ୍କ ଲଢ଼େଇ ତୀବ୍ର

ବ୍ରହ୍ମପୁର ଅଫିସ,୨୫ା୪-ଗଞ୍ଜାମ ଜିଲାର ଆସିକା ଲୋକ ସଭା ନିର୍ବାଚନ ମଣ୍ଡଳୀର ୨୦୧୯ ନିର୍ବାଚନରେ ପ୍ରଥମ କରି ଦୁଇ ମହିଳା ଭାଜପାରୁ ଅନିତା ଶୁଭଦର୍ଶିନୀ ଏବଂ ବିଜେଡରୁ...

ସାତ୍‌ସପନ ହେଇଛେ ପକା ରାସ୍‌ତା

ଜାମଟିକ୍ରା, ୧୨।୨ (ଡି.ଏନ୍‌.ଏ.)- ଦେଶ ସୁଆଧୀନ ହେବାର ୭୦ ବଛରନୁ ଅଧ୍‌କା ବିତିଗଲାନ। ହେଲେ ଆଏଜ୍‌ ବି ଆମର ରାଏଜେ ଏନ୍‌ତା ଗଁାଗଁଡ଼ା ଅଛେ ଯେନ୍‌କେ...

ଚନ୍ଦ୍ରଭାଗାରେ ଜଳ କ୍ରୀଡ଼ାର ମଜାନେବେ ପର୍ଯ୍ୟଟକ

ପୁରୀ ଅଫିସ, ୨୯।୯: ଆସୁଛି ପର୍ଯ୍ୟଟନ ଋତୁ। ପୁରୀକୁ ପର୍ଯ୍ୟଟକଙ୍କ ଆଗମନ ବୃଦ୍ଧି ପାଇବ। ତେଣୁ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ଲାଗି ପୁରୀ ଜିଲା ପ୍ରଶାସନ...

ପର୍ଯ୍ୟଟକଙ୍କ ସେବାରେ ଲାଗୁନି ପାନ୍ଥଶାଳା

ସାକ୍ଷୀଗୋପାଳ,୭।୨(ଡି.ଏନ୍‌.ଏ.): ରାଜ୍ୟ ପର୍ଯ୍ୟଟନ ବିଭାଗ ଅନୁଦାନରେ ସାକ୍ଷୀଗୋପାଳ ମନ୍ଦିର ନିକଟରେ ନିର୍ମିତ ପାନ୍ଥଶାଳା ପର୍ଯ୍ୟଟକଙ୍କ ସେବାରେ ଲାଗୁ ନ ଥିବା ଅଭିଯୋଗ ହୋଇଛି। ଫଳରେ ଦୂରଦୂରାନ୍ତରୁ...

Advertisement
Archives

Model This Week