Posted inଜାତୀୟ

ଭାରତ-ବାଂଲାଦେଶ ମିଳିତ ସମରାଭ୍ୟାସ: ସମ୍ପ୍ରିତି-୯

ଶିଲଂ,୨।୨: ଭାରତ-ବାଂଲାଦେଶ ମଧ୍ୟରେ ମିଳିତ ସମରାଭ୍ୟାସ ସମ୍ପ୍ରିତି-୯ ସୋମବାରଠାରୁ ଆରମ୍ଭ ହେବ। ମେଘାଳୟର ଶିଲଂସ୍ଥିତ ଉମରୋଇ କ୍ୟାଣ୍ଟନମେଣ୍ଟ୍‌ରେ ଏହି ମିଳିତ ସମରାଭ୍ୟାସ ଅନୁଷ୍ଠିତ ହେବ। ଆତଙ୍କବାଦୀଙ୍କ ବିରୋଧ କିଭଳି ଉନ୍ନତ ଧରଣର ସର୍ଚ୍ଚ ଅପରେଶନ୍‌ କରାଯିବ ସେ ସମ୍ପର୍କରେ ଏହି ମିଳିତ ସମରାଭ୍ୟାସରେ ଯୋଗଦେଇଥିବା ସୈନ୍ୟଙ୍କୁ ପ୍ରଶିକ୍ଷଣ ଦିଆଯିବାର କାର୍ଯ୍ୟକ୍ରମ ରହିଛି। ଏହା ଫେବୃୟାରୀ ୧୬ ପର୍ଯ୍ୟନ୍ତ ଜାରି ରହିବ। ଦୁଇ ଦେଶ ମଧ୍ୟରେ ବନ୍ଦୁତ୍ୱପୂର୍ଣ୍ଣ ସମ୍ପର୍କ ସୃଷ୍ଟି ଲାଗି ପୂର୍ବରୁ ୮ଥର ଏଭଳି ମିଳିତ ସମରାଭ୍ୟାସ ହୋଇସାରିଛି। ୨୦୦୯ରେ ଏହି ମିଳିତ ସମରାଭ୍ୟାସ ଆରମ୍ଭ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସବୁ ରେକର୍ଡ ଭାଙ୍ଗିଲା କରୋନା: ଗୋଟିଏ ଦିନରେ ସର୍ବାଧିକ ୩୪ ହଜାର ୯୫୬ ନୂଆ ଆକ୍ରାନ୍ତ, ୬୮୭ ମୃତ

ନୂଆଦିଲ୍ଲୀ,୧୭।୭: ଦେଶରେ ମହାମାରୀ କରୋନା ସଙ୍କଟ ଜାରି ରହିଛି। ଶୁକ୍ରବାର କରୋନା ଦେଶରେ ସବୁ ରେକର୍ଡ ଭାଙ୍ଗିଛି। ଗତ ୨୪ ଘଣ୍ଟାରେ ଦେଶରେ ୩୪ ହଜାର...

ଆଣବିକ କ୍ଷେପଣାସ୍ତ୍ର ଘାଟି: ଭାରତ-ପାକିସ୍ତାନ ତାଲିକା ଦିଆନିଆ

ନୂଆଦିଲ୍ଲୀ,୨ା୧(ପି.ଟି.): ଭାରତକୁ ଆଣବିକ ଯୁଦ୍ଧାସ୍ତ୍ରର ଭୟ ଦେଖାଉଥିବା ପାକିସ୍ତାନରେ କେତେ ଆଣବିକ କ୍ଷେପଣାସ୍ତ୍ର ଘାଟି ରହିଛି ତାହାର ଏକ ତାଲିକା ନୂଆଦିଲ୍ଲୀକୁ ପ୍ରଦାନ କରିଛି ଇସ୍‌ଲାମାବାଦ।...

ଆସାମ-ତ୍ରିପୁରାରେ ବନ୍ୟା ବିତ୍ପାତ: ୫୫ଲୋକଙ୍କ ମୃତ୍ୟୁ, ୧୯ଲକ୍ଷ ପ୍ରଭାବିତ

ଡିସପୁର/ଅଗରତାଲା,୧୮।୬: ଆସାମ ଓ ତ୍ରିପୁରାରେ ବନ୍ୟା ବିତ୍ପାତ ଦେଖାଦେଇଛି। ଏହି ବନ୍ୟା ବିତ୍ପାତ ଯୋଗୁ ଏପର୍ଯ୍ୟନ୍ତ ୫୫ରୁ ଅଧିକ ଲୋକ ପ୍ରାଣ ହରାଇଛନ୍ତି। ଇତିମଧ୍ୟରେ ପ୍ରଧାନମନ୍ତ୍ରୀ...

ମହାରାଷ୍ଟ୍ରରେ ଲାଗୁ ହେବନି ନାଇଟ୍ କର୍ଫ୍ୟୁ କି ଲକ୍‌ଡାଉନ

ମୁ୍‌ମ୍ବାଇ,୨୦ ।୧୨: ସାରା ଦେଶରେ କରୋନା ଭାଇରସ ତା’ର କାୟା ବିସ୍ତାର କରି ସାରିଥିବା ବେଳେ ଏଥିରେ ସବୁଠାରୁ ପ୍ରଭାବିତ ହୋଇଛି ମହାରାଷ୍ଟ୍ର । ଆଜିବି...

ମୃତ୍ୟୁ ସଂଖ୍ୟା ୩୦ ତଳେ…

ନୂଆଦିଲ୍ଲୀ, ୨।୫ : ଦେଶରେ କରୋନା ମହାମାରୀ ସଂକ୍ରମଣ ପୁଣି ଫେରିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି।...

ଡାଇବେଟିସ୍‌ ସମସ୍ୟାରୁ ଦୂରେଇ ରହିବା ପାଇଁ ସକାଳୁ ପିଅନ୍ତୁ ଏଥିରୁ ଅଧାକପ୍‌…

ସ୍ବାସ୍ଥ୍ୟ ବିଶେଷଜ୍ଞଙ୍କ ଅନୁଯାୟୀ ସକାଳେ ଖାଲିପେଟରେ ଅଧାକପ୍‌ ଜିରା ପାଣି ପିଇବା ଦ୍ୱାରା ଓଜନ ହ୍ରାସ ପାଇଥାଏ। ପେଟରେ ଅଧିକ ଚର୍ବି ଜମି ଯାଇଥିଲେ ଜିରାପାଣି...

ମାମଲାର ତଦନ୍ତ କରିପାରୁନି ସିବିଆଇ

ନୂଆଦିଲ୍ଲୀ,୩୦ା୩: କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ)ରେ ପଡ଼ିରହିଥିବା ୧,୦୦୦ରୁ ଊର୍ଦ୍ଧ୍ୱ ମାମଲାକୁ ନେଇ ରାଜ୍ୟ ସଭାର ଉଚ୍ଚକ୍ଷମତାସମ୍ପନ୍ନ ସ୍ଥାୟୀ କମିଟି ଉଦ୍‌ବେଗ ପ୍ରକାଶ କରିଛି। ସିବିଆଇରେ...

୧୮ରେ ଚାଷୀଙ୍କ ରେଳରୋକୋ

ନୂଆଦିଲ୍ଲୀ, ୧୧।୨(ପି.ଟି.): କୃଷି ଆଇନ ବିରୋଧରେ ଆନ୍ଦୋଳନକୁ ବଢ଼ାଇବା ପାଇଁ କୃଷକ ସଂଗଠନଗୁଡ଼ିକ ଫେବୃୟାରୀ ୧୮ରେ ଦେଶବ୍ୟାପୀ ୪ ଘଣ୍ଟିଆ ରେଳରୋକୋ ପାଇଁ ଡାକରା ଦେଇଛନ୍ତି।...

Advertisement
Archives

Model This Week