Posted inଖେଳ

ଭାରତ ବିପକ୍ଷରେ ସର୍ବାଧିକ ଓପନିଂ ପାର୍ଟନରଶିପ୍‌

ମୁମ୍ବାଇ,୧୫।୧- ଅଷ୍ଟ୍ରେଲିଆନ ବ୍ୟାଟ୍ସମ୍ୟାନ ଆରୋନ ଫିଞ୍ଚ ଓ ଡେଭିଡ ଓ୍ବାର୍ନରଙ୍କ ୨୫୮ ରନ୍‌ର ଓପନିଂ ଭାଗୀଦାରି ଭାରତ ବିପକ୍ଷ ଦିନିକିଆରେ ଯେ କୌଣସି ଦଳ ପାଇଁ ଏକ ରେକର୍ଡ। ଏଥିପୂର୍ବରୁ ୨୦୦୦ରେ ତାରତ ବିପକ୍ଷ ମ୍ୟାଚ୍‌ରେ ଦକ୍ଷିଣ ଆଫ୍ରିକାର ଗ୍ୟାରୀ କର୍ଷ୍ଟେନ-ହର୍ଶ୍ଚେଲ ଗିବ୍ସ କୋଚିଠାରେ ୨୩୫ ରନ୍‌ର ଓପନିଂ ଭାଗୀଦାରି କରିଥିଲେ। ଏହା ପଛକୁ ୨୦୧୭ରେ ଫିଞ୍ଚ ଓ ଓ୍ବାର୍ନରଙ୍କ ଓପନିଂ ଯୋଡ଼ି ୨୩୧ ରନ୍‌ର ଭାଗୀଦାରି କରିଥିଲେ। ୨୦୧୨ରେ ପାକିସ୍ତାନର ମହମ୍ମଦ ହାଫିଜ ଓ ନାସିର ଜାମଶେଦ ମୀରପୁରଠାରେ ଭାରତ ବିପକ୍ଷରେ ୨୨୪ ରନ୍‌ର ଇନିଂସ ଖେଳିଥିଲେ। ତେବେ ଓ୍ବେଷ୍ଟଇଣ୍ଡିଜର ସାଇ ହୋପ ଓ ଜନ କାମ୍ପବେଲଙ୍କ ନାମରେ ଦିନିକିଆ କ୍ରିକେଟର ସର୍ବାଧିକ ଓପନିଂ ଭାଗୀଦାରି କରିବାର ରେକର୍ଡ ରହିଛି। ଦୁହେଁ ଆୟର୍ଲାଣ୍ଡ ବିପକ୍ଷରେ ଗତବର୍ଷ ୩୭୧ ରନ୍‌ର ଭାଗୀଦାରି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜପଥରୁ ବନ୍ଧୁକ ଦେଖାଇ ଲୁଟ ଉଦ୍ୟମ:ମାଡ଼ିବସିଲା ପୋଲିସ

ଧର୍ମଶାଳା,୩୦।୫(ଶିବ ପ୍ରସାଦ ମହାନ୍ତି):ଯାଜପୁର ଜିଲା ଧର୍ମଶାଳା ଥାନା ୧୬ ନମ୍ବର ଜାତୀୟ ରାଜପଥର ସାରୋଇ ନିକଟରେ ବନ୍ଧୁକ ଦେଖାଇ ଲୁଟ ଉଦ୍ୟମ କରୁଥିବାବେଳେ ଲୋକଙ୍କ ସହଯୋଗରେ ଲୁଟେରାକୁ…

‘ଅଦ୍ଭୁତ ସୂର୍ଯ୍ୟା’! ବୈଭବ ସୂର୍ଯ୍ୟବଂଶୀଙ୍କ ପ୍ରଶଂସାରେ ଶତମୁଖ ଅମିତାଭ ବଚ୍ଚନ; କହିଲେ- ଏହି ବୟସରେ ଆମେ…

ନୂଆଦିଲ୍ଲୀ,୩୦।୫: ଆଇପିଏଲର କ୍ୱାଲିଫାୟର୍‌-୨ରେ ଶୁକ୍ରବାର ରାଜସ୍ଥାନ ରୟାଲ୍ସ (RR) ଗୁଜରାଟ ଟାଇଟନ୍ସ (GT) ହାତରୁ ପରାଜୟର ସମ୍ମୁଖୀନ ହୋଇଛି। ଏହି ପରାଜୟ ସହ ଦଳ ଟୁର୍ନାମେଣ୍ଟରୁ ବାହାରି…

ଖୋଲିବ ହର୍ମୁଜ ପ୍ରଣାଳୀର ତାଲା! ଦ୍ରୁତ ଗତିରେ ଚାଲିବ ଭାରତୀୟ ଜାହାଜ, ଖୁସିରେ ସର୍ବନିମ୍ନ ସ୍ତରକୁ ଖସିଲା…

ନୂଆଦିଲ୍ଲୀ,୩୦।୫: ଖୁସି ଖବର! ଇନ୍ଧନ ସଙ୍କଟ ଖୁବ ଶୀଘ୍ର ଶେଷ ହେବାକୁ ଯାଉଛି। ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିଚୁକ୍ତିର ସମ୍ଭାବନା ଦ୍ରୁତ ଗତିରେ ବୃଦ୍ଧି ପାଉଛି…

ଲୋପ ପାଇବାରେ ଲାଗିଛି ତାଳଗଛ: ବଢ଼ି ଚାଲିଛି ପ୍ରାକୃତିକ ବିପର୍ଯ୍ୟୟ

ପଦ୍ମପୁର,୩୦ା୫(ପ୍ରଦୀପ୍ତ ଦାଶ):କାହିଁ କେଉଁ କାଳରୁ ପ୍ରାକୃତିକ ବିପର୍ଯ୍ୟୟ ରୋକିବାରେ ତାଳଗଛର ଗୁରୁତ୍ୱ ଭୂମିକା ବହନ କରିଆସୁଛି। ବାତ୍ୟା ସମୟରେ ତାଳଗଛ ଭୟଙ୍କର ପବନ ଓ ବଜ୍ରପାତକୁ ବହୁ…

ଟାଣ ଖରାରେ ପିକଅପ ଭ୍ୟାନରେ ବୁହା ହେଉଛନ୍ତି ଲୋକେ: ଶୋଇଛି ପରିବହନ ବିଭାଗ

ଦାରିଙ୍ଗବାଡି,୩୦।୫(ଅରୁଣ ସାହୁ): ଏବେ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଦିନ ୧୦ଟାଠାରୁ ବାହାରକୁ ବାହାରିବା ମୁସ୍କିଲ ହୋଇପଡୁଛି। ଜରୁରୀ କାମଧନ୍ଦା ନ ଥିଲେ ଲୋକ ଘରୁ…

IPLରୁ RR ବିଦାୟ ନେବା ପରେ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ; ଭାଇରାଲ ଭିଡିଓ ଦେଖି ପ୍ରଶଂସକଙ୍କ ଆଖିରେ ବି ଲୁହ!

ନୂଆଦିଲ୍ଲୀ,୩୦।୫: ଆଇପିଏଲ ୨୦୨୬ରେ ରାଜସ୍ଥାନ ରୟାଲ୍ସର ସଫଳତାରେ ବୈଭବ ସୂର୍ଯ୍ୟବଂଶୀ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ଏହି ୧୫ ବର୍ଷୀୟ ବ୍ୟାଟସମ୍ୟାନ ଏହି ସିଜିନରେ ଲଗାତାର ଭାବରେ…

ଇତିହାସ ରଚିଲେ ବୈଭବ ସୂର୍ଯ୍ୟବଂଶୀ: ହାସଲ କଲେ IPLରେ ସବୁଠୁ ବଡ଼ ରେକର୍ଡ

ନୂଆଦିଲ୍ଲୀ,୩୦।୫:ବୈଭବ ସୂର୍ଯ୍ୟବଂଶୀ ଗୁଜରାଟ ଟାଇଟାନ୍ସ ବିପକ୍ଷରେ କ୍ୱାଲିଫାୟର ୨ରେ ଇତିହାସ ରଚିଛନ୍ତି। IPLରେ ଦ୍ରୁତତମ ୧,୦୦୦ ରନ ସ୍କୋର କରିବାରେ ପ୍ରଥମ ଭାରତୀୟ ବ୍ୟାଟସମ୍ୟାନ ହୋଇଛନ୍ତି। ସେ…

ବୁର୍ଡାରେ ପାଳିକରି ଜଳଯୋଗାଣ: ବଢୁଛି ଅସନ୍ତୋଷ

ଲୋଇସିଂହା,୩୦।୫(ସୁଶାନ୍ତ ବାରିକ):ନବଗଠିତ ଲୋଇସିଂହା ଏନଏସି ଅଧୀନ ବୁର୍ଡା ଗ୍ରାମରେ ଜଳଯୋଗାଣ କ୍ଷେତ୍ରରେ ଅନିୟମିତତା ଅଭିଯୋଗ ହୋଇଛି ା ତେବ ଗ୍ରାମର ବିଭିନ୍ନ ପଡ଼ାକୁ ପାଳି କରି ପାଇପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri