Posted inଖେଳ

ଭାରତ ବିପକ୍ଷ ସିରିଜରୁ ସୈଫୁଦ୍ଦିନ ଓହରିଲେ

ଢାକା, ୨୫।୧୦(ପି.ଟି.)-ପିଠିରେ ଯନ୍ତ୍ରଣା କାରଣରୁ ବାଂଲାଦେଶ ଅଲରାଉଣ୍ଡର ମହମ୍ମଦ ସୈଫୁଦ୍ଦିନ ଭାରତ ବିପକ୍ଷ ଟି୨୦ କ୍ରିକେଟ ସିରିଜରୁ ଓହରି ଯାଇଛନ୍ତି। ଆହତ ସମସ୍ୟା ଯୋଗୁ ଅଷ୍ଟ୍ରେଲିଆ ବିପକ୍ଷ ବାଂଲାଦେଶର ଗୁରୁତ୍ୱପୂର୍ଣ୍ଣ ବିଶ୍ୱକପ ମ୍ୟାଚ ଏବଂ ଶ୍ରୀଲଙ୍କା ବିପକ୍ଷ ଦିନିକିଆ ସିରିଜରେ ଖେଳିପାରି ନ ଥିବା ୨୨ ବର୍ଷୀୟ ଅଲରାଉଣ୍ଡର ନଭେମ୍ବର ୩ରୁ ଆରମ୍ଭ ହେବାକୁ ଯାଉଥିବା ସିରିଜ ପାଇଁ ଉପଲବ୍ଧ ହୋଇପାରିବେ ନାହିଁ। ଆହତ ସ୍ଥାନରେ ଏକାଧିକ ସ୍କାନ ହେବାପରେ ସେ ସମ୍ପୂର୍ଣ୍ଣ ସୁସ୍ଥ ହେବାପାଇଁ ଆଉକିଛିଦିନ ସମୟ ଲାଗିବ ବୋଲି ବାଂଲାଦେଶ କ୍ରିକେଟ ବୋର୍ଡ ମେଡିକାଲ ଟିମ୍‌ର ହୃଦ୍‌ବୋଧ ହୋଇଛି। ତାଙ୍କ ବଦଳ ଖେଳାଳିଙ୍କ ନାମ ଘୋଷଣା ହୋଇନାହିଁ। ଭାରତ-ବାଂଲାଦେଶ ୩ ମ୍ୟାଚ ବିଶିଷ୍ଟ ସିରିଜ ନଭେମ୍ବର ୩, ୭ ଓ ୧୦ ତାରିଖରେ ଯଥାକ୍ରମେ ଦିଲ୍ଲୀ, ରାଜକୋଟ ଓ ନାଗପୁରରେ ଖେଳାଯିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆଫଗାନିସ୍ତାନ-ଭାରତ ପ୍ରଥମ ମ୍ୟାଚ୍‌କୁ ନେଇ ହଟିଲା ଦ୍ୱନ୍ଦ୍ୱ

ନୂଆଦିଲ୍ଲୀ,୧୦ା୯: ରାଜଧାନୀରେ ବ୍ରିକ୍ସ ସମିଟ କାରଣରୁ ଆସନ୍ତା ୧୩ରେ ଆଫଗାନିସ୍ତାନ ଓ ଭାରତ ମଧ୍ୟରେ ହେବାକୁ ଥିବା ପ୍ରଥମ ଟି୨୦ ମ୍ୟାଚ୍‌କୁ ଦିନକ ପାଇଁ ସ୍ଥଗିତ ରଖାଯିବାର…

ମୁହଁ ଖୋଲିଲେ ରୋହିତ ଶର୍ମା, ଦିନିକିଆ ବିଶ୍ୱକପ ଖେଳିବା ନେଇ ଦେଲେ ବଡ଼ ବୟାନ

ନୂଆଦିଲ୍ଲୀ,୧୦।୯: ୨୦୨୭ ଦିନିକିଆ ବିଶ୍ୱକପରେ ଖେଳିବା ସମ୍ପର୍କରେ ପଚରାଯିବାରୁ ରୋହିତ ଶର୍ମା ସ୍ପଷ୍ଟ ଭାବେ କହିଥିଲେ ଯେ ଏ ବିଷୟରେ ମତାମତ ଦେବା ପାଇଁ ଏହା ବହୁତ…

ଭାରତୀୟ ଟିମ୍‌ ପାଇଁ ଖୁସି ଖବର, ଆଫଗାନିସ୍ତାନ ସିରିଜରେ…

ନୂଆଦିଲ୍ଲୀ,୧୦।୯: ଭାରତୀୟ କ୍ରିକେଟ୍ ଦଳ ପାଇଁ ଏକ ବଡ଼ ଖୁସି ଖବର। ଦଳର ତାରକା ଦ୍ରୁତ ବୋଲର ଜସପ୍ରୀତ ବୁମରା ସମ୍ପୂର୍ଣ୍ଣ ଫିଟ୍ ଘୋଷିତ ହୋଇଛନ୍ତି। ଆସନ୍ତା…

ପାକିସ୍ତାନକୁ ହରାଇଲା ସେମିରେ ପହଞ୍ଚିଲା ଭାରତ

ମାକ୍ୱି,୧୦ା୯: ପାକିସ୍ତାନକୁ ୧୯-୦ ଗୋଲ୍‌ରେ ପରାସ୍ତ କରି ଭାରତ ଜୁନିୟର ମହିଳା ଏସିଆ କପ୍‌ ହକି ପ୍ରତିଯୋଗିତାର ସେମିଫାଇନାଲରେ ପ୍ରବେଶ କରିଛି। ଗୁରୁବାର ଅନୁଷ୍ଠିତ କ୍ୱାର୍ଟରଫାଇନାଲରେ ଭାରତ…

୬୫ ବର୍ଷର ରେକର୍ଡ ଭାଙ୍ଗିଲେ ଇଶାନ କିଶାନ: ହାସଲ କଲେ ଏମିତି ରେକର୍ଡ

ନୂଆଦିଲ୍ଲୀ,୧୦।୯:ଅଧିନାୟକ ଇଶାନ କିଶନଙ୍କ ନେତୃତ୍ୱରେ ଇଷ୍ଟ ଜୋନ ଦଳ ୨୦୨୬ ଦୁଲିପ ଟ୍ରଫି (Duleep Trophy) ବିଜୟୀ ହୋଇଛି। ୧୩ ବର୍ଷର ଦୀର୍ଘ ଅପେକ୍ଷା ପରେ ଦଳ…

୧୩ ବର୍ଷର ଅପେକ୍ଷାର ଅନ୍ତ ଘଟାଇଲେ ଇଶାନ କିଶାନ: ଫାଇନାଲ୍‌ରେ କଲେ ବଡ଼ କାରନାମା

ନୂଆଦିଲ୍ଲୀ,୧୦।୯: ଶେଷରେ ୧୩ ବର୍ଷର ଅପେକ୍ଷାର ଅନ୍ତ ଘଟାଇଛନ୍ତି ଇଶାନ କିଶାନ। ଫାଇନାଲ ମ୍ୟାଚ୍‌ରେ ସାଉଥ ଜୋନକୁ ପରାସ୍ତ କରି ଇଷ୍ଟ ଜୋନ ଦଳ ଦୁଲିପ ଟ୍ରଫି…

Watch: ବୈଭବ ସୂର୍ଯ୍ୟବଂଶୀଙ୍କ ସହ ଭାଙ୍ଗଡ଼ା ନାଚିଲେ ଈଶାନ କିଶନ, କିନ୍ତୁ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୧୦।୯: ଚେନ୍ନାଇର ଏମ.ଏ. ଚିଦାମ୍ବରମ ଷ୍ଟାଡିୟମରେ ଖେଳାଯାଇଥିବା ଦୁଲିପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଡ୍ର’ରେ ଶେଷ ହେବା ପରେ ‘ଇଷ୍ଟ ଜୋନ’ (East Zone) ଚାମ୍ପିୟନ…

ହିଟ୍‌ମ୍ୟାନ୍‌ଙ୍କ ଟି-ଶର୍ଟକୁ ନେଇ ବଢୁଛି ଚର୍ଚ୍ଚା: କାହାକୁ ନେଇ କଲେ ଏମିତି କଟାକ୍ଷ, ଜାଣନ୍ତୁ

ନୂଆଦିଲ୍ଲୀ,୧୦।୮: ଆଜିକାଲି ସୋସିଆଲ ମିଡିଆରେ ରୋହିତ ଶର୍ମାଙ୍କ ଏକ ଟି-ଶର୍ଟ ଚର୍ଚ୍ଚାର ବିଷୟ ପାଲଟିଛି ଏବଂ ଲୋକମାନେ ଏହାକୁ ଅଜିତ ଅଗରକରଙ୍କ ସହ ଯୋଡ଼ି ଦେଖୁଛନ୍ତି। ସୋନି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri