ଭାରତ-ବ୍ରିଟେନ ମିଳିତ ସମରାଭ୍ୟାସ: ଅଜେୟ ଓ୍ବାରିଅର-୨୦୨୦

ଲଣ୍ଡନ,୧୮।୨: ଭାରତ ଏବଂ ବ୍ରିଟେନ ମଧ୍ୟରେ ୫ମ ଥର ପାଇଁ ମିଳିତ ସମରାଭ୍ୟାସ ଆରମ୍ଭ ହୋଇଛି। ମିଳିତ ସମରାଭ୍ୟାସ ଅଜେୟ ଓ୍ବାରଅର-୨୦୨୦ ବ୍ରିଟେନର ସାଲିସବୁରୀ ସମତଳ ଅଞ୍ଚଳରେ ଜାରି ରହିଛି। ଦୁଇ ଦେଶର ଯବାନ ଆତଙ୍କବାଦ ବିରୋଧରେ କିଭଳି ଅପରେଶନ କରାଯିବ ସେ ନେଇ ଅଭ୍ୟାସ କରୁଛନ୍ତି। ସୂଚନାଯୋଗ୍ୟ, ଫେବୃୟାରୀ ୧୩ରେ ଭାରତୀୟ ସେନା ଲଣ୍ଡନରେ ପହଞ୍ଚିବା ପରେ ସେମାନଙ୍କୁ ବ୍ରିଗେଡିୟର ଟମ୍‌ ବଓ୍ବେିକ୍‌ ସ୍ବାଗତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କୁ ମିଳିଲା ସ୍ବିସ୍‌ ବ୍ୟାଙ୍କ ଜମାକାରୀଙ୍କ ତାଲିକା: ଖୋଲିବ କଳାଧନ କୁବେରଙ୍କ ଗୁମର

ବର୍ନ/ନୂଆଦିଲ୍ଲୀ,୭।୧୦: ବିଦେଶରେ କଳାଧନ ରଖିଥିବା ଜମାକାରୀଙ୍କ ଏକ ତାଲିକା ଭାରତ ସରକାରଙ୍କ ହସ୍ତଗତ ହୋଇଛି। ଏହି ମାମଲାରେ ମୋଦି ସରକାରଙ୍କୁ ଏକ ବଡ଼ ସଫଳତା ମିଳିଥିବା...

ୟେମେନରେ ଜାତିସଂଘ ମିଶନର ମୁଖ୍ୟ ଅଭିଜିତ୍‌ ଗୁହା

ଜାତିସଂଘ,୧୪ା୯(ପି.ଟି.): ୟେମେନରେ ଜାତିସଂଘ ମିଶନର ମୁଖ୍ୟ ଭାବେ ଅବସରପ୍ରାପ୍ତ ଭାରତୀୟ ସେନା ଅଧିକାରୀ ଲ୍ୟୁଟନାଣ୍ଟ ଜେନେରାଲ ଅଭିଜିତ୍‌ ଗୁହାଙ୍କୁ ଦାୟିତ୍ୱ ମିଳିଛି। ଜାତିସଂଘ ମହାସଚିବ ଆଣ୍ଟୋନିଓ...

ଆକାଶରୁ ହେଲା ଚକୋଲେଟ ବର୍ଷା

ଜୁରିକ୍‌, ୨୦।୮: ଆକାଶରୁ ଚକୋଲେଟ ବର୍ଷା ହେବା ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହେବ। ତେବେ ଏଭଳି ସ୍ବିଜରଲାଣ୍ଡର ଓଲଟେନ୍‌ ସହରରେ ଘଟିଛି। ସାରା ସହରରେ...

ପ୍ରଥମଥର ଅନ୍ତର୍ଜାତୀୟ ମଞ୍ଚରେ ଏକାଠି ହେବେ ମୋଦି-ବାଇଡେନ୍‌

ନୂଆଦିଲ୍ଲୀ,୧୨।୩: କରୋନା ସଙ୍କଟ ସମୟ, ଚାଇନା ସହ ଚାଲିଥିବା ବିବାଦ ଏବଂ ଅନ୍ୟାନ୍ୟ ପ୍ରସଙ୍ଗ ମଧ୍ୟରେ ଶୁକ୍ରବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ହେବାକୁ ଯାଉଛି। ଭିଡିଓ...

ବିଭାଜନ ମୁହାଁ ନେପାଳ କମ୍ୟୁନିଷ୍ଟ ପାର୍ଟି

କାଠମାଣ୍ଡୁ,୧୦ା୭(ପି.ଟି.):ନେପାଳର ଶାସକ ଦଳ କମ୍ୟୁନିଷ୍ଟ ପାର୍ଟି ବିଭାଜନ ଆଡ଼କୁ ମୁହାଁଉଛିି। ଦଳରେ ସୃଷ୍ଟ ମତଭେଦ ଦୂର ଲାଗି ପ୍ରଧାନମନ୍ତ୍ରୀ କେ.ପି. ଶର୍ମା ଓଲି ଏବଂ ନେପାଳ...

ଆମେରିକା ରାଷ୍ଟ୍ରପତି ନିର୍ବାଚନ: ଟ୍ରମ୍ପ-ବିଡେନଙ୍କ ମଧ୍ୟରେ ହେବାକୁ ଥିବା ପ୍ରେସିଡେନ୍‌ସିଆଲ ଡିବେଟ ବାତିଲ

ୱାଶିଂଟନ,୧୦ ।୧୦: ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ ପୂର୍ବରୁ ଅକ୍ଟୋବର ୧୫ରେ ହେବାକୁ ଥିବା ଦ୍ୱିତୀୟ ପ୍ରେସିଡେନସିଆଲ ଡିବେଟକୁ ବାତିଲ କରି ଦିଆଯାଇଛି । ଗଣମାଧ୍ୟମର ସୂଚନା...

ଜମ୍ମୁରେ କଟକଣା ନ ମାନି ଉତ୍ସବ ମନାଇଲେ

ଜମ୍ମୁ ,୬ା୮(ପି.ଟି.): କେନ୍ଦ୍ର ସରକାର ସମ୍ବିଧାନର ୩୭୦ ଧାରା ଉଚ୍ଛେଦ କରିବା ପରେ ଜମ୍ମୁରେ ଉତ୍ସବରେ ମାହୋଲ ଦେଖିବାକୁ ମିଳିଛି। ରବିବାର ରାତିରୁ ୧୪୪ ଧାରା...

ବଦଳିଥିବା ଜାତୀୟ ସଙ୍ଗୀତ

ନୂଆଦିଲ୍ଲୀ, ୪ା୧: ନୂଆବର୍ଷ ପୂର୍ବ ସନ୍ଧ୍ୟାରେ ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ସ୍କଟ ମରିସନ୍‌ ଏକ ବଡ଼ ଘୋଷଣା କରିଥିଲେ। ଦେଶର ଜାତୀୟ ସଙ୍ଗୀତକୁ ଆହୁରି ସ୍ବତନ୍ତ୍ର କରିବାକୁ...

Advertisement

BGU

Archives

Model This Week

Why Dharitri