ଭାରତ-ବ୍ରିଟେନ ମିଳିତ ସମରାଭ୍ୟାସ: ଅଜେୟ ଓ୍ବାରିଅର-୨୦୨୦

ଲଣ୍ଡନ,୧୮।୨: ଭାରତ ଏବଂ ବ୍ରିଟେନ ମଧ୍ୟରେ ୫ମ ଥର ପାଇଁ ମିଳିତ ସମରାଭ୍ୟାସ ଆରମ୍ଭ ହୋଇଛି। ମିଳିତ ସମରାଭ୍ୟାସ ଅଜେୟ ଓ୍ବାରଅର-୨୦୨୦ ବ୍ରିଟେନର ସାଲିସବୁରୀ ସମତଳ ଅଞ୍ଚଳରେ ଜାରି ରହିଛି। ଦୁଇ ଦେଶର ଯବାନ ଆତଙ୍କବାଦ ବିରୋଧରେ କିଭଳି ଅପରେଶନ କରାଯିବ ସେ ନେଇ ଅଭ୍ୟାସ କରୁଛନ୍ତି। ସୂଚନାଯୋଗ୍ୟ, ଫେବୃୟାରୀ ୧୩ରେ ଭାରତୀୟ ସେନା ଲଣ୍ଡନରେ ପହଞ୍ଚିବା ପରେ ସେମାନଙ୍କୁ ବ୍ରିଗେଡିୟର ଟମ୍‌ ବଓ୍ବେିକ୍‌ ସ୍ବାଗତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହେଲିକପ୍ଟର ଦୁର୍ଘଟଣାରେ ସୈନ୍ୟବାହିନୀ ମୁଖ୍ୟଙ୍କ ମୃତ୍ୟୁ

ତାଇପେ,୨।୧: ଏକ ହେଲିକପ୍ଟର ଦୁର୍ଘଟଣାରେ ତାଇଓ୍ବାନ ସୈନ୍ୟବାହିନୀ ମୁଖ୍ୟଙ୍କ ମୃତ୍ୟୁ ଘଟିଛି। ହେଲିକପ୍ଟର ୟୁଏଚ୍‌-୬୦ଏମ୍‌ ୟିନାଲ କାଉଣ୍ଟିଂକୁ ଯାତ୍ରା କରୁଥିବାବେଳେ ତାଇପେଇ ନିକଟସ୍ଥ ପାହାଡ଼ରେ ଜରୁରିକାଳୀନ...

ଚେତାବନୀର କିଛି ଘଣ୍ଟା ପରେ ବଡ଼ ଧରଣର ବିସ୍ଫୋରଣ

ଓ୍ବାଶିଂଟନ,୨୬।୮: ଆଫଗାନିସ୍ତାନର କାବୁଲ ବିମାନ ବନ୍ଦର ବାହାରେ ଗୁରୁବାର ଏକ ବଡ଼ ଧରଣର ବିସ୍ଫୋରଣ ଘଟିଥିବା ଆମେରିକୀୟ ସେନା ପକ୍ଷରୁ କୁହାଯାଇଛି। କାବୁଲ ବିମାନ ବନ୍ଦର...

ଶ୍ରୀଲଙ୍କାରେ ଶାନ୍ତିପୂର୍ଣ୍ଣ ସାମ୍ବିଧାନିକ ଭାବେ ହେଉ କ୍ଷମତା ହସ୍ତାନ୍ତର, ଜାତିସଂଘର ଅନୁରୋଧ …

ଜେନେଭା, ୧୬।୭ : ମିଳିତ ଜାତିସଂଘ ଶ୍ରୀଲଙ୍କାର ନେତାମାନଙ୍କୁ ଦେଶର ସମ୍ବିଧାନ ଅନୁଯାୟୀ ଶାନ୍ତିପୂର୍ଣ୍ଣ ଭାବରେ କ୍ଷମତା ହସ୍ତାନ୍ତର କରିବାକୁ ଅନୁରୋଧ କରିଛି। ସପ୍ତାହେ ଧରି...

ଇରାନରେ ଭୂକମ୍ପ ଝଟକା

ତେହରାନ,୫।୬: ଇରାନର ପଶ୍ଚିମ ଭାଗ କରମନଶାହ ସହରରେ ବୁଧବାର ୨ଥର ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୪ ଓ ୪.୯ ରହିଛି।...

୧୦ ଆତଙ୍କବାଦୀଙ୍କୁ ମୃତ୍ୟୁଦଣ୍ଡାଦେଶ

ଢାକା,୨୧ା୧(ପି.ଟି.): ୨୦୦୧ ଜାନୁୟାରୀ ୨୦ରେ ବାଂଲାଦେଶରେ କମ୍ୟୁନିଷ୍ଟ ପାର୍ଟିର ଏକ ର଼୍ୟାଲିରେ ବୋମା ବିସ୍ଫୋରଣ ହେବାରୁ ୮ ଜଣଙ୍କ ମୃତ୍ୟୁ ଘଟିଥିଲା ଓ ୫୦ ଆହତ...

ବ୍ଲକେଜ୍‌ ହଟାଇବ ରୋବୋଟିକ ଥ୍ରେଡ୍‌

ଓ୍ବାଶିଂଟନ: ମାସାଚ୍ୟୁସେଟସ ଇନ୍‌ଷ୍ଟିଚ୍ୟୁଟସ ଅଫ୍‌ ଟେକନୋଲୋଜି(ଏମ୍‌ଆଇଟି)ର ଗବେଷକମାନେ ବିକାଶ କରିଛନ୍ତି ଏକ ରୋବୋଟିକ ଥ୍ରେଡ୍‌। ଏହା ଚୁମ୍ବକୀୟ ଶକ୍ତି ଦ୍ୱାରା ସଞ୍ଚାଳିତ ହୋଇପାରୁଛି। ଏହା ଅତି...

ବାଂଲାଦେଶରେ ପ୍ରବଳ ବନ୍ୟା, ୨୫ ମୃତ

ଢାକା,୧୮ା୬: ବାଂଲାଦେଶରେ ପ୍ରବଳ ବନ୍ୟା ଯୋଗୁ ୨୫ ଲୋକଙ୍କ ମୃତ୍ୟୁ ଘଟିଛି। ଏହି ଦେଶର ବିଭିନ୍ନ ସହରରେ ୪୦ ଲକ୍ଷରୁ ଅଧିକ ଲୋକ ବନ୍ୟାପାଣିରେ ଫସି...

ଚନ୍ଦ୍ରରେ ନୂଆ ଖଣିଜର ସନ୍ଧାନ କଲା ଚାଇନା

ବେଜିଂ,୧୨।୯: ଚାଇନାର ଲୁନାର ପ୍ରୋବ୍‌ ଚେଙ୍ଗ୍‌ସ-୫ ଚନ୍ଦ୍ରରେ ଏକ ନୂଆ ଖଣିଜ ପଦାର୍ଥର ସନ୍ଧାନ କରିଛି। ଚନ୍ଦ୍ରପୃଷ୍ଠରେ ଏଭଳି ଖଣିଜ ଠାବ କରିବାରେ ଚାଇନା ତୃତୀୟ...

Advertisement
Archives

Model This Week