Posted inଜାତୀୟ

ଭାରତ ମହାସାଗରରେ ଚଳିତ ବର୍ଷ ସୃଷ୍ଟି ହୋଇଛି ୧୧ ସାମୁଦ୍ରିକ ଝଡ଼: ଭାଙ୍ଗିଛି ୧୨୫ ବର୍ଷର ରେକର୍ଡ

ନୂଆଦିଲ୍ଲୀ,୨୨।୧୨: ଚଳିତ ବର୍ଷ ଭାରତ ମହାସାଗରରେ ୧୧ ସାମୁଦ୍ରିକ ଝଡ଼ ସୃଷ୍ଟି ହୋଇଛି। ବଙ୍ଗୋପ ସାଗରଠାରୁ ଆରମ୍ଭ କରି ଆଣ୍ଡାମାନ ସାଗର ମଧ୍ୟରେ ଏସବୁ ଝଡ଼ ଦ୍ୱାରା ବହୁ କ୍ଷୟକ୍ଷତି ହୋଇଛି। ୧୮୯୩ ପରେ ସର୍ବାଧିକ ଝଡ଼ ଭାରତ ମହାସାଗରରେ ସୃଷ୍ଟି ହୋଇଥିବା ପାଣିପାଗ ବିଭାଗ ପକ୍ଷରୁ ପ୍ରକାଶିତ ରିପୋର୍ଟରେ ଦର୍ଶାଯାଇଛି। ଭାରତ ମହାସାଗରରେ ଧୀରେଧୀରେ ସାମୁଦ୍ରିକ ଝଡ଼ ସଂଖ୍ୟା ବୃଦ୍ଧି ପାଉଥିବା ପାଣିପାଗ ବିଜ୍ଞାନୀ ଡ. କୁଳଦୀପ୍‌ ଶ୍ରୀବାସ୍ତବ ସୂଚନା ଦେଇଛନ୍ତି। ଏପରି କାହିଁକି ହେଉଛି ସେ ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଅଧ୍ୟୟନ ଜାରି ରହିଛି। ଏହା ଭାରତୀୟ ଉପମହାଦ୍ୱୀପର ଜଳବାୟୁ ଉପରେ ପ୍ରଭାବ ପକାଉଥିବା କୁହାଯାଉଛି। ଜଳବାୟୁ ପରିବର୍ତ୍ତନ ତଥା ବିଶ୍ୱତାପନ ବୃଦ୍ଧିର ପ୍ରଭାବ ଯୋଗୁ ଏପରି ହେଉଥିବା ଅନୁମାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

୩୮ ବର୍ଷ ବୟସରେ ଟିମ୍‌ ବଦଳାଇଲେ ଏହି କ୍ରିକେଟର୍‌: ପ୍ରଥମ ମ୍ୟାଚ୍‌ରେ କଲେ ଚମତ୍କାର

ଚଣ୍ଡିଗଡ଼,୧୩।୧୦: ଭାରତୀୟ କ୍ରିକେଟ ଦଳରୁ ଦୀର୍ଘଦିନ ଧରି ବାହାରେ ଥିବା ଅଭିଜ୍ଞ ଦ୍ରୁତ ବୋଲର ଉମେଶ ଯାଦବ ରଣଜୀ ଟ୍ରଫି ୨୦୨୬-୨୭ ସରିଜ୍‌ରେ ଜବରଦସ୍ତ ଆରମ୍ଭ କରିଛନ୍ତି।…

ଦିଲ୍ଲୀରେ ସକାଳୁ ସକାଳୁ CJPର ବିକ୍ଷୋଭ; ଆଶୁତୋଷ ରଙ୍କା ଅଟକ, ସୌରଭ ଦାସ ପୋଲିସ ହେପାଜତରେ

ନୂଆଦିଲ୍ଲୀ,୧୩।୧୦: ‘କକରୋଚ ଜନତା ପାର୍ଟି’ (CJP) ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଏକ କଠୋର ଆଭିମୁଖ୍ୟ ଗ୍ରହଣ କରିଛି। ଆଜି ସକାଳେ ପ୍ରାୟ…

IPLକୁ ଫେରିପାରନ୍ତି ଏହି ଖେଳାଳି; କେଉଁ ଫ୍ରାଞ୍ଚାଇଜ ତାଙ୍କ ପାଇଁ ଉପଯୁକ୍ତ ହେବ? ପୂର୍ବତନ କ୍ରିକେଟର୍‌ କହିଲେ…

ନୂଆଦିଲ୍ଲୀ,୧୩।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ବର୍ତ୍ତମାନ ପାଞ୍ଚ-ମ୍ୟାଚ ବିଶିଷ୍ଟ T20 ସିରିଜ ଚାଲିଛି, ଯେଉଁଥିରେ ଭାରତୀୟ ଦଳ ୨-୧ରେ ଆଗୁଆ ରହିଛି। ଏହି ସିରିଜର ଚତୁର୍ଥ…

ଦ୍ରାବିଡ଼-ସେହ୍ବାଗଙ୍କ ପୁଅଙ୍କ ମଧ୍ୟରେ ଜୋରଦାର ଲଢେଇ: ଜାଣନ୍ତୁ କିଏ ମାରିଲେ ବାଜି

ନୂଆଦିଲ୍ଲୀ,୧୩।୧୦: ଭାରତୀୟ କ୍ରିକେଟ୍‌ର ଦୁଇ ମହାନ ଖେଳାଳି ରାହୁଲ ଦ୍ରାବିଡ଼ ଓ ବୀରେନ୍ଦ୍ର ସେହ୍ବାଗଙ୍କ ପୁଅଙ୍କ ମଧ୍ୟରେ କ୍ରିକେଟ ମଇଦାନରେ ଲଢ଼େଇ ଦେଖିବାକୁ ମିଳିଛି। ବିନୁ ମାଙ୍କଡ଼…

ବଡ଼ ସୂଚନା; ଆଇସିୟୁ, ଭେଣ୍ଟିଲେଟର୍‌ ବିନା ଆୟୁଷ୍ମାନ୍‌ ଅପରେଶନ ମନା

ଭୁବନେଶ୍ୱର,୧୩।୧୦(ବନ୍ଦନା ସେଠୀ): ଆଇସିୟୁ ଓ ଭେଣ୍ଟିଲେଟର୍‌ ନ ଥିଲେ ଆୟୁଷ୍ମାନ ଅନୁଦାନରେ ଅପରେଶନ ହୋଇପାରିବନି । ରାଜ୍ୟର ଘରୋଇ ହସ୍ପିଟାଲଗୁଡ଼ିକ ବିରୋଧରେ ସରକାରଙ୍କ ପକ୍ଷରୁ ଏଭଳି ପଦକ୍ଷେପ…

କୋଇଡ଼ାରେ ଚାଞ୍ଚଲ୍ୟ! ଜଗୁଆଳିଙ୍କୁ ହତ୍ୟା କରି ଫିଙ୍ଗିଦେଲେ ଦୁର୍ବୃତ୍ତ

ବଣାଇଁ,୧୩।୧୦(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ଥାନା ଅନ୍ତର୍ଗତ ସର୍ଗୀଗଡ଼ ଗାଁରୁ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଘରୋଇ କମ୍ପାନୀର ଏକ କ୍ରସରକୁ ଜଗୁଥିବା ଜଗୁଆଳି…

ଜୟଆଲୁକ୍କାସ ପକ୍ଷରୁ ଜୟୱାଲି ଦିୱାଲି ଉତ୍ସବ

ଭୁବନେଶ୍ୱର, ୧୩ା୧୦: ପାର୍ବଣକୁ ଦୃଷ୍ଟିରେ ରଖି ଜୟଆଲୁକ୍କାସ ପକ୍ଷରୁ ‘ଜୟୱାଲି ଦିୱାଲି’ ଉତ୍ସବ ଆରମ୍ଭ ହୋଇଛି। ଏହି ଅବସରରେ ଅଳଙ୍କାର ମେକିଙ୍ଗ ଚାର୍ଜ ଉପରେ ୫୦% ରିହାତି…

ହୋଟେଲ୍‌ରେ CCTV ବାଧ୍ୟତାମୂଳକ, ୭ ଦିନ ମଧ୍ୟରେ କାର୍ଯ୍ୟକାରୀ ନହେଲେ ଆଇନଗତ କାର୍ଯ୍ୟାନୁଷ୍ଠାନ

ଦାରିଙ୍ଗବାଡି,୧୩।୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଅସାମାଜିକ କାର୍ଯ୍ୟକଳାପକୁ ରୋକିବା ପାଇଁ କନ୍ଧମାଳ ପୋଲିସ ଏବେ ବଡ଼ ପଦକ୍ଷେପ ନେଇଛି । କନ୍ଧମାଳ ଏସପି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?