ଭାରତ ସମର୍ଥନରେ ବ୍ରିଟିଶ୍‌ ଏମ୍‌ପି: କହିଲେ, ପିଓକେ ଖାଲି କରୁ ପାକିସ୍ତାନ

ଲଣ୍ଡନ, ୧୫।୯: କଶ୍ମୀର ପ୍ରସଙ୍ଗରେ ଭାରତକୁ ସମର୍ଥନ ଦେଇଛନ୍ତି ବ୍ରିଟିଶ ଏମ୍‌ପି ବବ୍‌ ବ୍ଲାକ୍‌ମ୍ୟାନ୍‌। ସେ କହିଛନ୍ତି, ପାକିସ୍ତାନ ଅଧିକୃତ କଶ୍ମୀର(ପିଓକେ) ଭାରତର ଅଭିନ୍ନ ଅଙ୍ଗ। ତେଣୁ ପାକିସ୍ତାନ ତୁରନ୍ତ ତାକୁ ଖାଲି କରୁ ବୋଲି ସେ ମତ ଦେଇଛନ୍ତି। ସେ କଶ୍ମୀର ପ୍ରସଙ୍ଗରେ କହିଛନ୍ତି, ଜମ୍ମୁ-କଶ୍ମୀର ଭାରତର ଅଙ୍ଗ। ଏନେଇ ପାକିସ୍ତାନ ଜାତିସଂଘ ଯିବା ଆଦୌ ଉଚିତ୍‌ ନ ଥିଲା। ସୂଚନାଯୋଗ୍ୟ, ଜମ୍ମୁ-କଶ୍ମୀରରୁ ୩୭୦ ଅନୁଚ୍ଛେଦ ଉଠିବା ପରେ ପାକିସ୍ତାନ ବିଚଳିତ ହୋଇପଡିଛି। ଏହି ଦେଶର ନେତାମାନେ ଭାରତ ସହ ଯୁଦ୍ଧ ଧମକ ମଧ୍ୟ ଦେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀଲଙ୍କାରେ ମିଳୁନି ଖାଦ୍ୟ, ଔଷଧ

କଲମ୍ବୋ,୩୧।୩: ଦ୍ୱୀପଦେଶ ଶ୍ରୀଲଙ୍କାରେ ଆର୍ଥିକ ସଙ୍କଟ କ୍ରମେ ଉତ୍କଟ ହେବାରେ ଲାଗିଛି। ଗାଡ଼ିରେ ତେଲ ପକାଇବା ପାଇଁ ଲୋକେ ଦିନ ସାରା ଧାଡ଼ିରେ ଛିଡ଼ାହୋଇ ମୂର୍ଚ୍ଛା...

କ୍ଷେପଣାସ୍ତ୍ର ପରୀକ୍ଷା ପାଇଁ ଯୋଜନା କରୁଛି ପାକିସ୍ତାନ: ଭୟରେ ଯୁଦ୍ଧ ପ୍ରସ୍ତୁତି

ଇସ୍‌ଲାମାବାଦ,୨୯ା୮: କଶ୍ମୀର ସମ୍ପର୍କିତ ଭାରତର ନିଷ୍ପତ୍ତି ପରେ ପାକିସ୍ତାନର ନିଦ ହଜିଯାଇଛି। ନିୟନ୍ତ୍ରଣରେଖା (ଏଲ୍‌ଓସି)ରେ ସୈନ୍ୟ ଠୁଳ କରି ଥରକୁ ଥର ଆଣବିକ ଅସ୍ତ୍ର ବ୍ୟବହାର...

ପାକ୍‌ ପାର୍ଲାମେଣ୍ଟ ଲଜ୍‌ରେ ପୋଲିସ

ଇସ୍‌ଲାମାବାଦ,୧୨ା୩: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ୍‌ଙ୍କ ବିରୋଧରେ ବିରୋଧୀ ଦଳଗୁଡ଼ିକ ଅନାସ୍ଥା ପ୍ରସ୍ତାବ ଆଣିବାକୁ ଥିବାବେଳେ ଏହା ପୂର୍ବରୁ ଇସ୍‌ଲାମାବାଦ ପୋଲିସ ଗୁରୁବାର ରାତିରେ ପାର୍ଲାମେଣ୍ଟ...

ଶ୍ରୀଲଙ୍କା ସରକାର ବିରୋଧରେ ଅନାସ୍ଥା ଆଣିବ ଏସ୍‌ଜେବି

କଲମ୍ବୋ,୯ା୪(ପି.ଟି.): ଶ୍ରୀଲଙ୍କାରେ ଗମ୍ଭୀର ଆର୍ଥତ୍କ ସଙ୍କଟ ଯୋଗୁ ସାଧାରଣ ଲୋକେ ନାହିଁ ନ ଥିବା ହୀନସ୍ଥା ହେଉଛନ୍ତି। ଲୋକଙ୍କ ସମସ୍ୟା ଦୂର କରିବାରେ ରାଷ୍ଟ୍ରପତି ଗୋଟାବାୟା...

ରୁଷିଆ ପ୍ରତିରକ୍ଷା ମନ୍ତ୍ରୀଙ୍କୁ ହୃଦ୍‌ଘାତ

ମସ୍କୋ,୧୫।୪: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ୫୧ ଦିନ ହେବ ଯୁଦ୍ଧ ଜାରି ରହିଛି। ସେପଟେ ରୁଷିଆ ପ୍ରତିରକ୍ଷା ମନ୍ତ୍ରୀ ସର୍ଗେ ଶୋଏଗୁ ହୃଦ୍‌ଘାତର ଶିକାର...

ଚାଇନା ପରେ ସ୍ପେନକୁ ବ୍ୟାପିଲା କରୋନା ଭାଇରସ୍‌: ହୋଟେଲରେ ଫସିଲେ ଶତାଧିକ ଲୋକ

ମାଦ୍ରିଦ୍‌,୨୬।୨: ସାରା ବିଶ୍ବରେ କରୋନା ଭାଇରସ୍‌ ଏବେ କାୟା ବିସ୍ତାର କରି ଚାଲିଛି। ପ୍ରଥମେ ଚାଇନାର ଉହାନ ସହରରୁ ସୃଷ୍ଟ ଏହି ଭାଇରସ୍‌ ସଂକ୍ରମଣ ଏବେ...

ବିରୋଧ ସତ୍ତ୍ୱେ ଗିଲଗିଟ୍‌-ବଲ୍ଟିସ୍ତାନକୁ ଅସ୍ଥାୟୀ ପ୍ରଦେଶ ମାନ୍ୟତା ଦେଲେ ଇମ୍ରାନ୍‌ ସରକାର

ଇସଲାମାବାଦ,୧।୧୧: ଦେଶବ୍ୟାପି ବିରୋଧ ସତ୍ତ୍ୱେ ଗିଲଗିଟ୍‌-ବଲ୍ଟିସ୍ତାନକୁ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାଁ ସରକାର ଅସ୍ଥାୟୀ ପ୍ରଦେଶ ମାନ୍ୟତା ଦେଇଛନ୍ତି। ଏନେଇ ସରକାରଙ୍କ ପକ୍ଷରୁ ରବିବାର ଘୋଷଣା କରାଯାଇଛି।...

ପାକିସ୍ତାନକୁ ଝଟକା: ଏଲ୍‌ଓସିରେ ଅବାଧ କାରବାରକୁ ବନ୍ଦ କଲା ଭାରତ

ଶ୍ରୀନଗର,୧୯।୪: ପୁଲଓ୍ବାମା ଆକ୍ରମଣ ପରେ ଭାରତ ଓ ପାକିସ୍ତାନ ମଧ୍ୟରେ ଉତ୍ତେଜନା ପରିସ୍ଥିତି ଲାଗିରହିଛି। ଏନେଇ ଭାରତ ପାକିସ୍ତାନ ବିରୋଧରେ ବହୁ ପଦକ୍ଷେପ ମଧ୍ୟ ନେଇଛି।...

Advertisement
Archives

Model This Week