ଭାରତ ସହ ୭୦ ବର୍ଷର କୂଟନୈତିକ ସମ୍ପର୍କ ସ୍ମୃତିରେ ରାମାୟଣ ଉପରେ ଡାକ ଟିକଟ ଜାରି କଲା ଇଣ୍ଡୋନେସିଆ

ଜାକର୍ତ୍ତା,୨୪।୪: ଭାରତ ସହିତ ୭୦ ବର୍ଷର କୂଟନୈତିକ ସମ୍ପର୍କ ସ୍ମୃତିରେ ଇଣ୍ଡୋନେସିଆ ରାମାୟଣ ଉପରେ ସ୍ବତନ୍ତ୍ର ଡାକ ଟିକଟ ଜାରି କରିଛି। ଏହାକୁ ଇଣ୍ଡୋନେସିଆ ଶିଳ୍ପୀକାର ପଦ୍ମଶ୍ରୀ ବାପାକ୍‌ ନୟୋମାନ୍‌ ନୁଆରତା ପ୍ରସ୍ତୁତ କରିଛନ୍ତି। ଏଥିରେ ରାମାୟଣର ବିଭିନ୍ନ କଥାବସ୍ତୁକୁ ସ୍ଥାନୀତ କରାଯାଇଛି। ଏହାକୁ ଜାକର୍ତ୍ତା ସ୍ଥିତ ଡାକ ଟିକଟ ସଂଗ୍ରହାଳୟରେ ପ୍ରଦର୍ଶିତ କରାଯିବ। ଡାକ ଟିକଟ ଉନ୍ମୋଚନ ଉତ୍ସବରେ ଭାରତୀୟ ରାଜଦୂତ ପ୍ରଦୀପ କୁମାର ପାଓ୍ବତ୍‌ ଏବଂ ଇଣ୍ଡୋନେସିଆ ଉପବୈଦେଶିକ ମନ୍ତ୍ରୀ ଅବଦୁର୍‌ରହମାନ୍‌ ମହମ୍ମଦ୍‌ ଫକୀର ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହର୍ମୁଜ ପ୍ରଣାଳୀରେ ଦୁଇ ଜାହାଜ ମଧ୍ୟରେ ଭୀଷଣ ଧକ୍କା: ଚୂରମାର ହେଲା…

ତେହରାନ,୧୪।୭: ହର୍ମୁଜ୍ ପ୍ରଣାଳୀରେ ମଙ୍ଗଳବାର ଏକ ବଡ଼ ଦୁର୍ଘଟଣା ହୋଇଛି । ​​ଏକ ବଲ୍କ କ୍ୟାରିଅର୍ ଅନ୍ୟ ଏକ ଜାହାଜ ସହିତ ଧକ୍କା ହୋଇଛି । ଧକ୍କା…

୧ ବିଲିୟନ ଡଲାର କ୍ଲବରେ ‘ମାଇକେଲ୍‌’

ଲସ୍‌ ଆଞ୍ଜେଲସ୍‌, ୧୪।୭: କିଙ୍ଗ୍‌ ଅଫ୍‌ ପପ୍‌ ଭାବେ ପରିଚିତ ମାଇକେଲ୍‌ ଜ୍ୟାକସନ୍‌ଙ୍କ ଜୀବନୀ ଉପରେ ଆଧାରିତ ଫିଲ୍ମ ‘ମାଇକେଲ୍‌’ ବିଶ୍ୱ ବକ୍ସ ଅଫିସରେ ନୂଆ ରେକର୍ଡ…

ଇରାନକୁ ଶକ୍ତ ଆଘାତ: ମୋଜତାବା ଖାମେନେଇଙ୍କୁ ନେଇ ଆଶ୍ଚର୍ଯ୍ୟଜନକ ଦାବି କଲେ ଟ୍ରମ୍ପ, କହିଲେ -‘୯୦ ପ୍ରତିଶତ ଶେଷ…’

ଓ୍ବାଶିଂଟନ,୧୪।୭: ଆମେରିକା ଅନେକ ଇରାନୀ ଲକ୍ଷ୍ୟସ୍ଥଳ ଉପରେ ଘାତକ ଆକ୍ରମଣ କରି ଅନେକ କ୍ଷତି ପହଞ୍ଚାଇଛି। ଏହାର କଡ଼ା ଜବାବରେ, ଇରାନ ବିଭିନ୍ନ ଉପସାଗରୀୟ ରାଷ୍ଟ୍ର ଉପରେ…

ଆମେରିକା ସହ ବାଣିଜ୍ୟ ଚୁକ୍ତିକୁ ପ୍ରତ୍ୟାଖ୍ୟାନ କରିଛି ଭାରତ? ପ୍ରତିକ୍ରିୟା ରଖିଲେ ଟ୍ରମ୍ପଙ୍କ ପ୍ରତିନିଧି ସେର୍ଗିଓ ଗୋର୍‌

ନୂଆଦିଲ୍ଲୀ/ଓ୍ବାଶିଂଟନ,୧୪।୭: ଭାରତ ଦୁଇ ଦେଶ ମଧ୍ୟରେ ଏକ ବାଣିଜ୍ୟ ଚୁକ୍ତିକୁ ପ୍ରତ୍ୟାଖ୍ୟାନ କରିଥିବା ରିପୋର୍ଟ ସମ୍ପର୍କରେ ଭାରତ ଏବଂ ଆମେରିକା ଉଭୟ ପକ୍ଷରୁ ବିବୃତ୍ତି ଜାରି କରାଯାଇଛି।…

ହର୍ମୁଜ ଦେଇ ଯାଉଥିବା ଜାହାଜ ଉପରେ ୨୦% ଟିକସ ଲଗାଇବା ପାଇଁ ଯୋଜନା ଘୋଷଣା କଲା ଆମେରିକା; ଇରାନ କହିଲା -‘ଟ୍ରମ୍ପ ସମ୍ପୂର୍ଣ୍ଣ ଠିକ…’

ତେହରାନ,୧୪।୭: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ହର୍ମୁଜ ପ୍ରଣାଳୀ ଦେଇ ଯାଉଥିବା ସମସ୍ତ ଜାହାଜ ଉପରେ 20% ଟିକସ ଘୋଷଣା ଉପରେ ଇରାନ ପ୍ରତିଆକ୍ରମଣ କରିଛି।…

ଅଶାନ୍ତ ମିଡଲ ଇଷ୍ଟ: ତେଲ ଟ୍ୟାଙ୍କର ଉପରେ ଆକ୍ରମଣରେ ଭାରତୀୟ ମୃତ

ତେହରାନ,୧୪।୭: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ସାମରିକ ଉତ୍ତେଜନା ଏବେ ସମଗ୍ର ମଧ୍ୟପ୍ରାଚ୍ୟକୁ ଗ୍ରାସ କରୁଥିବା ପରି ମନେ ହେଉଛି। ଏହା ମଧ୍ୟରେ, ସଂଯୁକ୍ତ ଆରବ…

ପ୍ୟାରିସ୍‌ ନିକଟତର ହେଲା ଜଙ୍ଗଲ ନିଆଁ

ଆଭୋନ(ଫ୍ରାନ୍ସ),୧୪ା୭: ପଶ୍ଚିମ ୟୁରୋପରେ ପ୍ରଚଣ୍ଡ ଗ୍ରୀଷ୍ମଲହରି ଲାଗିରହିଥିବାବେଳେ ବ୍ୟାପକ ଅଞ୍ଚଳରେ ଜଙ୍ଗଲ ଜଳୁଛି। ସ୍ପେନ୍‌ରେ ଜଙ୍ଗଲ ନିଆଁ ଏପର୍ଯ୍ୟନ୍ତ ୧୩ ଜଣଙ୍କ ଜୀବନ ନେଲାଣି। ସୋମବାର ଏହି…

‘ଜୁରାସିକ୍‌ ପାର୍କ’ ଅଭିନେତା ସାମ୍‌ ନିଲ୍‌ଙ୍କ ପରଲୋକ

ଓ୍ବେଲିଙ୍ଗଟନ, ୧୪।୭: ହଲିଉଡ୍‌ର ଅଲଟାଇମ୍‌ ସୁପରହିଟ ଫିଲ୍ମ ‘ଜୁରାସିକ୍‌ ପାର୍କ’ ଏବଂ ‘ଦି ପିଆନୋ’ ପାଇଁ ବିଶ୍ୱପ୍ରସିଦ୍ଧ ନ୍ୟୁଜିଲାଣ୍ଡର କିମ୍ବଦନ୍ତୀ ଅଭିନେତା ସାମ୍‌ ନିଲ୍‌ଙ୍କର ୭୮ବର୍ଷ ବୟସରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri