Posted inଜାତୀୟ

ଭାରତ ସୀମାରେ ପ୍ରବେଶ କରିବାକୁ ପ୍ରସ୍ତୁତ ହେଉଛନ୍ତି ପାକ୍‌ ଆତଙ୍କବାଦୀ

ନୂଆଦିଲ୍ଲୀ,୧୯।୯: ଜମ୍ମୁ-କଶ୍ମୀରରେ ଭାରତ କରିଥିବା ପରିବର୍ତ୍ତନ ପରେ ପାକିସ୍ତାନ ହଡବଡେଇ ଯାଇଛି। ଏଥିପାଇଁ ସେ ନିୟମିତ ଭାବେ ଭାରତ ବିରୋଧରେ କିଛି ନା କିଛି ଉଦ୍ୟମ ଜାରି ରଖିଛି। ନିକଟରେ ସେ ଏହାକୁ ନେଇ ଅନ୍ତରାଷ୍ଟ୍ରୀୟ ସ୍ତରରେ ସାହାଯ୍ୟ ମାଗିଥିବା ବେଳେ କୌଣସି ଦେଶର ସହଯୋଗ ମିଳି ନ ଥିଲା। ଏବେ ପାକିସ୍ତାନ ଚେଷ୍ଟା କରୁଛି ସୀମା ପାର କରି ଆତଙ୍କବାଦୀଙ୍କୁ ଭାରତରେ ପ୍ରବେଶ କରାଇବାକୁ। ଗୋଇନ୍ଦା ବିଭାଗର ସୂଚନା ଅନୁଯାୟୀ, ଗୁରେଜ ସେକ୍ଟର ନିକଟରେ ଭାରତ ସୀମା ବାହାରେ ଥିବା ଲଞ୍ଚ ପ୍ୟାଡରେ ପ୍ରାୟ ୬ଟି ଆତଙ୍କବାଦୀ ଦଳ ଭାରତରେ ପ୍ରବେଶ ପାଇଁ ପ୍ରସ୍ତୁତ ହୋଇ ରହିଛନ୍ତି। ଏହି ଦଳରେ ପ୍ରାୟ ୬୦ ଆତଙ୍କବାଦୀ ରହିଥିବା ଅନୁମାନ କରାଯାଉଛି। ଏମାନେ କଶ୍ମୀରବାସୀଙ୍କ ଭଳି ବେଶ ପୋଷାକରେ ଥିବା କୁହାଯାଉଛି। ଫଳରେ ଏମାନେ ସହଜରେ ପ୍ରବେଶ କରିପାରିବେ ଓ ପାକ୍‌ ସେନା ପାଇଁ ଏହା ସୁବିଧା ଜନକ ହେବ।


Enter your email to get our daily news in your inbox.

All Right Reserved By Dharitri.Com

୧୧ବର୍ଷର ଝିଅକୁ ୩୩ବର୍ଷୀୟ ଯୁବକଙ୍କୁ ବିକିଦେଲେ ପିତା: ୩ ଦିନ ବଳାତ୍କାର କରି ଛାଡ଼ିଦେଲେ ଯୁବକ

ଭୋପାଳ, ୨୦।୫: ମଧ୍ୟ ପ୍ରଦେଶର ଛତରପୁର ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଜଣେ ମଦୁଆ ନିଜ ୧୧ବର୍ଷ ଝିଅଙ୍କୁ ୫୦ ହଜାର ଟଙ୍କାରେ...

ଅଲ୍‌ଓ୍ବର କୋର୍ଟରେ ପୋଲିସ- ଓକିଲ ସଂଘର୍ଷ

ଜୟପୁର, ୭ା୧୧,(ଆଇଏଏନ୍‌ଏସ୍‌): ଦିଲ୍ଲୀ ପରେ ରାଜସ୍ଥାନର ଅଲ୍‌ଓ୍ବର କୋର୍ଟ ପରିସରରେ ବୁଧବାର ସକାଳେ ପୋଲିସ- ଓକିଲଙ୍କ ମଧ୍ୟରେ ସଂଘର୍ଷ ଆରମ୍ଭ ହୋଇଛି। ଓକିଲମାନେ ଜଣେ ମହିଳା...

ଏହି ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ କରୋନା ରିପୋର୍ଟ ଆସିଲା ନେଗେଟିଭ

ଚଣ୍ଡିଗଡ଼,୧୫।୭: ପଞ୍ଜାବର ମୁଖ୍ୟମନ୍ତ୍ରୀ କ୍ୟାପଟେନ୍‌ ଅମରିନ୍ଦର ସିଂହଙ୍କ କରୋନା ରିପୋର୍ଟ ନେଗେଟିଭ ଆସିଛି। ବୁଧବାର ଏନେଇ ଖୋଦ ଅମରିନ୍ଦର ସିଂହ ଟୁଇଟ କରି ସୂଚନା ଦେଇଛନ୍ତି।...

ଇଦ୍‌-ଉଲ୍‌-ଜୁହା ଅବସରରେ ଶ୍ରୀନଗରରେ ମିଠା ବାଣ୍ଟିଲେ ପୋଲିସ

ଶ୍ରୀନଗର,୧୨।୮: ଜମ୍ମୁ-କଶ୍ମୀରରେ ସୋମବାର କଡ଼ା ସୁରକ୍ଷା ବଳୟରେ ଇଦ୍‌-ଉଲ୍‌-ଜୁହା ପାଳନ କରାଯାଇଛି। ଅନୁଚ୍ଛେଦ ୩୭୦ ହଟିବା ପରେ ଘାଟିରେ ୧୪୪ ଧାରା ଲାଗୁ ରହିବା ସହ...

କରୋନା ପାଇଁ ପ୍ରଥମ ଆୟୁର୍ବେଦିକ ଔଷଧ ପ୍ରସ୍ତୁତ: ଘୋଷଣା କରିବ ପତଞ୍ଜଳି

ନୂଆଦିଲ୍ଲୀ,୨୩।୬: ସାରା ବିଶ୍ୱରେ କରୋନା ଭାଇରସ୍‌ ମହାମାରୀ ଭୟଙ୍କର ରୂପ ଧାରଣ କରିଥିବା ବେଳେ ଏହାର ଚିକିତ୍ସା ବା ମୁକାବିଲା ଲାଗି ସମସ୍ତ ଦେଶ ନିଜ...

ମୋଦିଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେବେନାହିଁ ଅମରିନ୍ଦର ସିଂ

ଚଣ୍ଡିଗଡ଼,୩୦।୫: ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପଟେନ୍‌ ଅମରିନ୍ଦର ସିଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେବେ ନାହିଁ ବୋଲି ଜଣାପଡିଛି। ମୁଖ୍ୟମନ୍ତ୍ରୀଙ୍କ ମିଡିଆ...

ରାଷ୍ଟ୍ରପତିଙ୍କ ନିଷ୍ପତ୍ତିର ହେବନି ନ୍ୟାୟିକ ବିଚାର: ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ,୨୯।୧: ନିର୍ଭୟା ମାମଲାରେ ଦୋଷୀ ମୁକେଶ ସିଂଙ୍କ ପକ୍ଷରୁ ସୁପ୍ରିମ୍‌କୋର୍ଟରେ ରାଷ୍ଟ୍ରପତିଙ୍କ ଦ୍ୱାରା ଖାରଜ ହୋଇଥିବା ରାଜକ୍ଷମା ବିରୋଧରେ କରାଯାଇଥିବା ଆବେଦନକୁ ଝଟ୍‌କା ଲାଗିଛି। ସୁପ୍ରିମ୍‌କୋର୍ଟ...

ଭୋଟ ପୂର୍ବରୁ ୧୮ ଲକ୍ଷ ଟଙ୍କା ଜବତ

ନାଗପୁର, ୨୦ା୧୦ (ପି.ଟି.): ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ୨୧ରେ ହେବାକୁ ଥିବାବେଳେ ପୋଲିସ ଶୁକ୍ରବାର ରାତିରେ ୧୮ ଲକ୍ଷ ଟଙ୍କା ଜବତ କରିଥିବାବେଳେ ଭାଜପା ପ୍ରାର୍ଥୀ...

Play 250+ Trending Games
Archives

Model This Week

Why Dharitri