ଭାରତ ୨୦୧୯ ବିଶ୍ୱକପ୍‌ ଜିତିଲେ ନିର୍ମାଣ ହେବ ‘୮୩’ ପରି ଆଉ ଏକ ଫିଲ୍ମ

ବର୍ତ୍ତମାନ ୨୦୧୯ କ୍ରିକେଟ ବିଶ୍ୱକପ୍‌ ଚାଲିଛି। ଇତି ମଧ୍ୟରେ ଭାରତୀୟ ଦଳର ପ୍ରଦର୍ଶନ ଭଲ ରହିଛି। ଏହାକୁ ନେଇ କ୍ରିକେଟପ୍ରେମୀଙ୍କ ସମେତ ସାରା ଭାରତ ଉତ୍ସାହିତ ଅଛି। ୧୯୮୩ରେ ଭାରତ ଐତିହାସିକ ବିଜୟ ହାସଲ କରିଥିଲା। ଏହା ଉପରେ କବୀର ଖାନ୍‌ଙ୍କ ନିର୍ଦ୍ଦେଶନାରେ ଏକ ଫିଲ୍ମ ‘୮୩’ ନିର୍ମାଣ ହେବାକୁ ଯାଉଛି। ଯାହାକୁ ନେଇ ଏବେଠାରୁ ଚର୍ଚ୍ଚା ମଧ୍ୟ ଆରମ୍ଭ ହୋଇଯାଇଛି। ରଣବୀର ସିଂହ ଏବଂ ଦୀପିକା ପାଦୁକୋନଙ୍କ ପ୍ରମୁଖ ଚରିତ୍ର ବିଶିଷ୍ଟ ଏହି ସିନେମାକୁ ଦର୍ଶକ ଚାହିଁ ବସିଛନ୍ତିି। ଇତି ମଧ୍ୟରେ କ୍ରିକେଟ ପ୍ରେମୀଙ୍କ ପାଇଁ ଆଉ ଏକ ଖୁସି ଖବର ସମ୍ମୁଖକୁ ଆସିଛି। ଯାହା ଶୁଣିବାକୁ ମିଳୁଛି ୨୦୧୯ରେ ଇଣ୍ଡିଆ ବିଶ୍ୱକପ୍‌ ଜିତିଲେ ଫିଲ୍ମ ‘୮୩’ର ସହ ପ୍ରଯୋଜକ ମଧୁ ମଣ୍ଟେନା ଆଉ ଏକ ସିନେମା ନିର୍ମାଣ କରିବେ।
ଏହାକୁ ନେଇ ମଧୁ କୁହନ୍ତି, ୧୯୮୩ରେ ଭାରତର ଐତିହାସିକ ବିଜୟ ଉପରେ ଫିଲ୍ମ ‘୮୩’ ନିର୍ମାଣ ହେଉଛି। ସେହିପରି ୨୦୧୯ରେ ଭାରତ ବିଶ୍ୱକପ୍‌ ଜିତିଲେ ଏହା ଉପରେ ଆଉ ଏକ ଫିଲ୍ମ ନିର୍ମାଣ ହେବ ବୋଲି ମଧୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘କଲ୍‌ ହୋ ନା ହୋ’କୁ ପୂରଣ ହେଲା ୧୬ ବର୍ଷ

ମୁମ୍ବାଇ: ନିଖିଲ ଆଡଭାନୀଙ୍କ ନିର୍ଦ୍ଦେଶିତ ରୋମାଣ୍ଟିକ୍‌ ଡ୍ରାମା ଫିଲ୍ମ ‘କଲ୍‌ ହୋ ନା ହୋ’କୁ ପୂରଣ ହୋଇଛି ୧୬ ବର୍ଷ। ଏହି ଉପଲକ୍ଷେ ବଲିଉଡ୍‌ ନିର୍ଦ୍ଦେଶକ...

ଶାହାରୁଖଙ୍କ ଫିଲ୍ମକୁ କରାଯାଉଛି ବୟକଟ, ଟ୍ରେଣ୍ଡ ହେଉଛି ‘ହାସ ବୟକଟ ପଠାନ’

ମୁମ୍ବାଇ: ବଲିଉଡ ଫିଲ୍ମକୁ ବୟକଟ କରିବାର ଟ୍ରେଣ୍ଡ ବଢିବାରେ ଲାଗିଛି । ନିକଟରେ ଆମିର ଖାଁଙ୍କ ଫିଲ୍ମ ‘ଲାଲ ସିଂ ଚଢା’ ଓ ଅକ୍ଷୟ କୁମାରଙ୍କ...

‘ଶୁଭ ମଙ୍ଗଲ୍‌ ଜ୍ୟାଦା ସାବଧାନ୍‌’ ଟ୍ରେଲର ରିଲିଜ୍‌ ପରେ ଆୟୁଷ୍ମାନ୍‌ଙ୍କ ମାତାପିତା କହିଲେ ଆମେ ଗର୍ବିତ

ଅଭିନେତା ଆୟୁଷ୍ମାନ ଖୁରାନା ବର୍ତ୍ତମାନ ବଲିଉଡ୍‌ର ଟପ୍‌ ଲିଷ୍ଟ୍‌ରେ ଅଛନ୍ତି। ଯେ କି ଲଗାତର ଗୋଟିଏ ପରେ ଗୋଟିଏ ହିଟ୍‌ ଫିଲ୍ମ ଦର୍ଶକଙ୍କୁ ଭେଟି ଦେଇଚାଲିଛନ୍ତି।...

ରାନୁ ମଣ୍ଡଳଙ୍କ ପରେ ଏବେ ଭାଇରାଲ ହେଉଛି ଜଣେ ଟ୍ରକ ଡ୍ରାଇଭରଙ୍କ ଭିଡିଓ

ମୁମ୍ବାଇ: ସୋସିଆଲ ମିଡିଆରେ ଅଧିକାଂଶ ସମୟରେ କିଛି ନା କିଛି ଭିଡିଓ ଭାଇରାଲ ହୋଇଥାଏ । ଏବେ ଏମିତି କିଛି ଭିଡିଓ ଭାଇରାଲ ହେଉଛି ଯାହା...

ଭାରତର ପ୍ରଥମ ଓସ୍କାର ଜିତିବାର ସାମର୍ଥ୍ୟ ରଖିଥିଲେ ସୁଶାନ୍ତ

ବଲିଉଡ୍‌ ଅଭିନେତ୍ରୀ ସେଲିନା ଜେଟ୍‌ଲୀ ବିବାହ ପରେ ପୁଣି ଥରେ ଫିଲ୍ମ ‘ସିଜନ୍ସ ଗ୍ରୀଟିଙ୍ଗସ୍‌’ ମାଧ୍ୟମରେ ଅଭିନୟକୁ ଫେରିଛନ୍ତି। ନିକଟରେ ଏକ ସାକ୍ଷାତକାରରେ ସେଲିନା କହିଛନ୍ତି...

ସୁଶାନ୍ତ ଆତ୍ମହତ୍ୟା ମାମଲା: ସାମ୍ନାକୁ ଆସିଲା ଆଉ ଏକ ଭିଡିଓ, ପଣ୍ଡିତ କହିଲେ…

ମୁମ୍ବାଇ,୧୦ା୮: ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁର ପ୍ରାୟ ୨ ମାସ ପରେ ତାଙ୍କ ଜୀବନ ସହ ଜଡ଼ିତ ଆଉ ଏକ ଭିଡିଓ ସାମ୍ନାକୁ ଆସିଛି।...

ବଲିଉଡ୍‌ ବିବାହରେ କରୋନା ଗ୍ରହଣ: ସ୍ଥଗିତ ହେଲା ଷ୍ଟାରଙ୍କ ଓ୍ବେଡିଂ

ମୁମ୍ବାଇ: କରୋନା ଭାଇରସ୍‌ ଯୋଗୁ ସାରା ବିଶ୍ୱରେ ଲକ୍‌ଡାଉନ୍‌ର ମାହୋଲ ସୃଷ୍ଟି ହୋଇଛି। କରୋନା ଭାଇରସ୍‌ ସଂକ୍ରମଣ ଯୋଗୁ ଲୋକମାନେ ଘରୁ ବାହାରିବା ବନ୍ଦ କରିସାରିଲେଣି।...

ଭୁବନେଶ୍ୱରରେ ଫିଲ୍ମ ଶୁଟିଂ କରୁଛନ୍ତି କପିଲ ଶର୍ମା

ଭୁବନେଶ୍ୱର,୨୮ା୨(ବ୍ୟୁରୋ): ବଲିଉଡ୍‌ର କମେଡି କିଙ୍ଗ୍‌ କପିଲ ଶର୍ମା ଫିଲ୍ମ ଶୁଟିଂ ପାଇଁ ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଅନ୍ତର୍ଜାତୀୟ ଖ୍ୟାତିସମ୍ପନ୍ନ ଓଡ଼ିଆ ସିନେ ନିର୍ମାତା ନନ୍ଦିତା ଦାସଙ୍କ ସହ...

Advertisement
Archives

Model This Week