ଭାରସାମ୍ୟ ହରାଇ ଓଲଟିଲା ଅଟୋ: ୪ ଗୁରୁତର, ୬ ଆହତ

ପାଟଣା,୪।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ବାଉଁଶୂଳି ପାଟଣା ରାସ୍ତାର ଜଡିଚାତର ନିକଟରେ ବୁଧବାର ପୂର୍ବାହ୍ନରେ ଭାରସାମ୍ୟ ହରାଇ ଏକ ଅଟୋ ଓଲଟି ପଡ଼ିଛି। ଫଳରେ ଅଟୋରେ ଥିବା ୧୦ ଯାତ୍ରୀଙ୍କ ମଧ୍ୟରୁ ୪ ଜଣ ଗୁରୁତର ହୋଇଥିବା ବେଳେ ୬ ଆହତ ହୋଇଛନ୍ତି। ସେମାନଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ଡୁମୁରିଆ ଗ୍ରାମରୁ ପୁରୁଷ ଓ ମହିଳା ଶ୍ରମିକମାନେ ଧାନ କାଟିବା ଲାଗି ପଦ୍ମକେଶରପୁର ଗ୍ରାମକୁ ଯାଉଥିବା ସମୟରେ ଏହି ଦୁର୍ଘଟଣା ଘଟିଛି। ତେବେ ଘଟଣାସ୍ଥଳରୁ ଅଟୋ ଫେରାର ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜମି ବଢ଼ିନି, ବଢ଼ିଲେ ଚାଷୀ

ଯାଜପୁର ଅଫିସ,୩।୧୨:ଯାଜପୁର ଜିଲାର ବ୍ରାହ୍ମଣୀ ଓ ବୈତରଣୀ ନଦୀରେ ଅଗଷ୍ଟ ଶେଷବେଳକୁ ପ୍ରଳୟଙ୍କରୀ ବନ୍ୟା ଆସିଥିଲା। ଏଥିଯୋଗୁ ପ୍ରାୟ ୭୪ ହଜାର ହେକ୍ଟର ଚାଷ ଜମି...

ଅଲାରନାଥଙ୍କ ପୀଠରେ ବଢୁଛି ଖିରି ଚାହିଦା

ବ୍ରହ୍ମଗିରି,୨୩ା ୬ (ଡି.ଏନ୍‌.ଏ.): ମହାପ୍ରଭୁ ଜ୍ୱରରେ ପଡ଼ିଥିବା ବେଳେ ଅଣସରରେ ଠାକୁର ଭକ୍ତଙ୍କୁ ବ୍ରହ୍ମଗିରିସ୍ଥିତ ଅଲାରନାଥ ଭାବେ ଦର୍ଶନ ଦିଅନ୍ତି। ଏହି ସମୟରେ ମହାପ୍ରଭୁ ଅଲାରନାଥ...

ପ୍ରତିଶ୍ରୁତି ପରେ ଭାଙ୍ଗିଲା ଆମରଣ ଅନଶନ

ଆନନ୍ଦପୁର,୧୩।୨(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଢେଙ୍କା ପଞ୍ଚାୟତ ସଙ୍ଗମ ଗ୍ରାମର ଦୁଇ ପରିବାର ନ୍ୟାୟ ପାଇଁ ଆନନ୍ଦପୁର ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ...

ସ୍କୁଟିରେ ଚାଲାଣ ହେଉଥିଲା ୨୬ ଲକ୍ଷ ଟଙ୍କାର ଧଳାଜହର

ଭଦ୍ରକ ଅଫିସ, ୩।୩: ଭଦ୍ରକ ଜିଲା ପୋଲିସର ଏକ ସ୍ବତନ୍ତ୍ର ଟିମ୍‌ ଧୂଷୁରୀ ପୋଲିସ ସହାୟତାରେ ବୁଧବାର ୨୬ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ବ୍ରାଉନସୁଗାର ଜବତ କରିଛି।...

ଋଷିକୂଲ୍ୟାରେ ବୁଡ଼ ପକାଇଲେ ୨ ଲକ୍ଷରୁ ଅଧିକ ଭକ୍ତ

ପୁରୁଷୋତ୍ତମପୁର,୩୦ା୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ପ୍ରତାପୁର ଗ୍ରାମ ନିକଟସ୍ଥ ଋଷିକୂଲ୍ୟାରେ ମହାବାରୁଣୀ ସ୍ନାନ ଅବସରରେ ଦୁଇ ଲକ୍ଷରୁ ଉର୍ଦ୍ଧ ଭକ୍ତଙ୍କ ସମାଗମ ହୋଇଥିଲା।...

ନିଖୋଜ ସରପଞ୍ଚ ପ୍ରାର୍ଥୀ ଶ୍ୱଶୁରଘରୁ ଉଦ୍ଧାର

ଛେଣ୍ଡିପଦା,୧୦ା୨(ସ୍ବ.ପ୍ର.)  ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ମାଛକୁଟା ପଞ୍ଚାୟତର ସରପଞ୍ଚ ପ୍ରାର୍ଥୀ ମନୋଜ ସେଠୀ ନିଖୋଜ ହେବାର ୧୨ ଘଣ୍ଟା ପରେ ଉଦ୍ଧାର ହୋଇଛନ୍ତି। ଛେଣ୍ଡିପଦା...

୫୦ ଫୁଟ ଉପରୁ ଖସି ଶ୍ରମିକ ମୃତ

ପରଜଙ୍ଗ, ୧୪।୨(ଡି.ଏନ.ଏ.) – ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଦଦରାଘାଟି ଫାଣ୍ଡି ଅଧୀନ କୁଲେଇସ୍ଥିତ ଜିଏମ୍‌ ଆଇରନ୍‌ ଆଣ୍ଡ ଷ୍ଟିଲ କମ୍ପାନୀରେ ଗୁରୁବାର ଦୁର୍ଘଟଣା ଘଟି...

ଭଉଣୀ ଆଗରେ ୮ବର୍ଷର ଭାଇଙ୍କୁ ହାଣି ହତ୍ୟା

କଣ୍ଟାବାଞ୍ଜି,୨୦ା୫: ବଲାଙ୍ଗୀର ଜିଲା ତୁରେକେଲା ଥାନା ଅଧୀନ ପଣ୍ଡରେନ ଗାଁର ଜଣେ ନାବାଳକଙ୍କୁ ସେହି ଗାଁର ଜଣେ ବ୍ୟକ୍ତି ଗୁରୁବାର ଟାଙ୍ଗିଆରେ ହାଣି ହତ୍ୟା କରିଛନ୍ତି।...

Advertisement
Archives

Model This Week