ଭାରସାମ୍ୟ ହରାଇ ଓଲଟିଲା କ୍ୟାମ୍ପର

ଯୋଡ଼ା,୨୬।୧୦(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ା ସହର ବ୍ୟାଙ୍କ ଅଫ୍‌ ଇଣ୍ଡିଆ ନିକଟ ରାସ୍ତାରେ ଶନିବାର ଏକ କ୍ୟାମ୍ପର ଭାରସାମ୍ୟ ହରାଇ ଓଲଟି ପଡିଛି। ରାସ୍ତା କଡରେ ଥିବା ତେଜରାତି ଦୋକାନୀ ଅଳ୍ପକେ ବର୍ତ୍ତି ଯାଇଥିବା ଜଣାପଡିଛି ।
ସୂଚନାନୁଯାୟୀ, ପୂର୍ବାହ୍ନରେ ଯୋଡାରୁ ଜୁରଡ଼ି ଅଭିମୁଖେ ଯାଉଥିବା ଏକ କ୍ୟାମ୍ପର (ଓଡି ୦୯ ସି ୪୫୨୨) ଉକ୍ତ ବ୍ୟାଙ୍କ ନିକଟରେ ଭାରସାମ୍ୟ ହରାଇ ରାସ୍ତା କଡ଼ରେ ଥିବା ସେଠୀଙ୍କ ଦୋକାନକୁ ଲାଗି ଓଲଟି ପଡିଥିଲା। ଫଳରେ ସେଠୀ ଅଳ୍ପକେ ବର୍ତ୍ତି ଯାଇଥିଲେ । କ୍ୟାମ୍ପରର ଡ୍ରାଇଭର ଓ ହେଲ୍‌ପର ଘଟଣାସ୍ଥଳରୁ ଫେରାର ହୋଇଯାଇଥିବା ବେଳେ ଯୋଡା ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି କ୍ୟାମ୍ପରକୁ ଜବତ କରିବା ସହିତ ଘଟଣାର ତଦନ୍ତ ଆରମ୍ଭ କରିଛି । ପ୍ରତ୍ୟକ୍ଷଦର୍ଶୀଙ୍କ ସୂତ୍ରରୁ ଜଣାପଡିଛି, କ୍ୟାମ୍ପରର ଡ୍ରାଇଭର ମଦ୍ୟପାନ କରି ଦ୍ରୁତ ଗତିରେ ଗାଡ଼ି ଚଳାଉଥିବା ହେତୁ ଏହି ଦୁର୍ଘଟଣା ଘଟିଛି ।


Enter your email to get our daily news in your inbox.

All Right Reserved By Dharitri.Com

ପୌରାଧ୍ୟକ୍ଷ ବସନ୍ତ ବିଶ୍ୱାଳଙ୍କ ଘର ଉପରକୁ ବୋମାମାଡ଼ ଘଟଣା: ବାପି ସର୍ଖେଲଙ୍କୁ ଟାର୍ଗେଟ୍‌ କରି ଏକାଠି ହେଲେ…

ପାରାଦୀପ,୭ା୬(ଶରତ ରାଉତ): ପାରାଦୀପ ପୌରାଧ୍ୟକ୍ଷ ବସନ୍ତ ବିଶ୍ବାଳଙ୍କ ଘର ଉପରେ ଗତମାସ ୩୦ ତାରିଖରେ ପେଟ୍ରୋଲ ବୋମାମାଡ଼ ହୋଇଥିଲା। ଉକ୍ତ ଘଟଣାକୁ ନେଇ ରବିବାର ପାରାଦୀପ ରାଜନୀତି…

‘ସ୍ବପ୍ନ ପୂରଣ ହେଲା..’, ବିରାଟ କୋହଲିଙ୍କୁ ନେଇ ଏମିତି କଥା କହିଲେ ବୈଭବ ସୂର୍ଯ୍ୟବଂଶୀ, ଏବେ ହେଉଛି ଖୁବ ଚର୍ଚ୍ଚା

ନୂଆଦିଲ୍ଲୀ,୭।୬: ଯଦିଓ RCB GTକୁ ପରାସ୍ତ କରି IPL 2026 ଟାଇଟଲ ଜିତିଥିଲା, କିନ୍ତୁ 19ତମ ସିଜିନ ବୈଭବ ସୂର୍ଯ୍ୟବଂଶୀଙ୍କ ପ୍ରଦର୍ଶନ ପାଇଁ ମନେ ରହିବ। ବୈଭବ…

ଦାବି ପୂରଣ ନ ହେଲେ ଆସନ୍ତାକାଲିଠାରୁ ଅନିର୍ଦ୍ଦିଷ୍ଟ କାଳ ଯାଏ ଧାରଣା, ଚେତାବନୀ ଦେଇ…

କେସିଙ୍ଗା,୭ା୬(ତୁମେଶ୍ୱର ସାହୁ): ଅଲ ଓଡ଼ିଶା ରାଇସ୍‌ ମିଲର୍ସ ଆସୋସିଏଶନ ରାଜ୍ୟ ସରକାରଙ୍କୁ ୯ ଦଫା ସମ୍ବଳିତ ଦାବି ନେଇ ଦୀର୍ଘ ଦୁଇବର୍ଷରୁ ଦାବି କରି ଆସୁଛି। କିନ୍ତୁ…

ଅଧିନାୟକ ପଦ ଯିବା ପରେ ସନ୍ୟାସ ନେଲେ ସୂର୍ଯ୍ୟକୁମାର? ସୋସିଆଲ ମିଡିଆରେ ପୋଷ୍ଟ ଭାଇରାଲ

ନୂଆଦିଲ୍ଲୀ,୭।୬: ଟି-୨୦ ବିଶ୍ୱକପ ବିଜୟୀ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କୁ ଟିମ ଇଣ୍ଡିଆର ଇଂଲଣ୍ଡ ଏବଂ ଆୟର୍ଲାଣ୍ଡ ଗସ୍ତ ପାଇଁ ଚୟନ କରାଯାଇ ନଥିଲା। ତାଙ୍କ ସ୍ଥାନରେ ଶ୍ରେୟସ…

ବନ୍ଧୁକ ସହ ଜୀବନ୍ତ ଗୁଳି ଧରି ଚାଲାଣ କରୁଥିଲେ କଫ ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୭।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲିସ ଶନିବାର ଚାଲାଣ ବେଳେ କଫ ସିରପ୍‌ ଜବତ କରିଛି। ଏହି କାରବାରରେ ୪ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ…

TMCରେ ବିଦ୍ରୋହ ମଧ୍ୟରେ ମମତାଙ୍କ ବଡ଼ ବଦକ୍ଷେପ, କଟିଲା ଅଭିଷେକଙ୍କ ଡେଣା!

କୋଲକାତା,୭।୬: ପଶ୍ଚିମବଙ୍ଗରେ ପରାଜୟ ପରେ, ତୃଣମୂଳ କଂଗ୍ରେସ ଆଭ୍ୟନ୍ତରୀଣ ଅସନ୍ତୋଷ ସହିତ ସଂଘର୍ଷ କରୁଛି; ଏହାର ଜବାବରେ, ମମତା ବାନାର୍ଜୀ ସମଗ୍ର ସଂଗଠନର ଗଠନକୁ ଭାଙ୍ଗି ଦେଇଥିଲେ।…

‘ପ୍ରତି ସିଲିଣ୍ଡର ପ୍ରାୟ ୭ଶହ ଟଙ୍କା କ୍ଷତି’: ଘରୋଇ ଗ୍ୟାସ ମୂଲ୍ୟ ବୃଦ୍ଧି ଉପରେ ସରକାରଙ୍କ ବିବୃତ୍ତି , ପାକିସ୍ତାନ-ଆମେରିକା ସହ ତୁଳନା

ନୂଆଦିଲ୍ଲୀ,୭।୬: କେନ୍ଦ୍ର ସରକାର ଘରୋଇ ଏଲପିଜି ସିଲିଣ୍ଡରର ମୂଲ୍ୟ ୨୯ଟଙ୍କା ବୃଦ୍ଧି କରିଛନ୍ତି। ଏହି ନିଷ୍ପତ୍ତିକୁ ସମର୍ଥନ କରି ସରକାର ଏକ ସ୍ପଷ୍ଟୀକରଣ ଜାରି କରି କହିଛନ୍ତି…

ଚାନ୍ଦବାଲିରେ ପ୍ରଥମ ଅଂଶୁଘାତରେ ଚାଲିଗଲା ଜଣଙ୍କ ଜୀବନ

ଚାନ୍ଦବାଲି,୭ା୬(କିଷାନ ପାତ୍ର): ଭଦ୍ରକ ଜିଲା ଚାନ୍ଦବାଲିରେ ଚଳିତ ଗ୍ରୀଷ୍ମ ଋତୁର ପ୍ରଥମ ଅଂଶୁଘାତଜନିତ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ମୃତ ବ୍ୟକ୍ତି ହେଲେ ଭୁଁଇବୁର୍ତ୍ତି ପଞ୍ଚାୟତ ଅନ୍ତର୍ଗତ ନୂଆଗାଁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri