ଭାରସାମ୍ୟ ହରାଇ ଓଲଟିଲା ଧାନ ବୋଝେଇ ଟ୍ରକ୍‌

କୋକସରା, ୩୧ା୫,(ଡି.ଏନ.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ମୋଟେର ଫାଣ୍ଡି ଅନ୍ତର୍ଗତ ଡଙ୍ଗରୀଗୁଡା ବୁଲାଣି ୨୬ ନମ୍ବର ଜାତୀୟ ରାଜପଥ ନିକଟରେ ଶନିବାର ବିଳମ୍ବିତ ରାତିରେ ଏକ ଧାନ ବୋଝେଇ ଟ୍ରକ ଭାରସାମ୍ୟ ହରାଇ ଓଲଟି ପଡିଛି। ଟ୍ରକ ଜୟପୁରରୁ କଣ୍ଟାବାଞ୍ଜିକୁ ଧାନ ନେଉଥିଲା। ଏହି ବୁଲାଣି ନିକଟରେ ବାରମ୍ବାର ଦୁର୍ଘଟଣା ଘଟୁଥିବାବେଳେ ବିଗତ ଦିନରେ ଅନେକ ଧନଜୀବନ ଅକାଳରେ ଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହସ୍ପିଟାଲରେ ସାପ ଛାଡିଗଲେ ରୋଗୀ

ଢେଙ୍କାନାଳ ଅଫିସ,୨୪।୨: ହସ୍ପିଟାଲରେ ସାପ ଛାଡ଼ିଗଲେ ରୋଗୀ। ଏଭଳି ଘଟଣା ଝଟିଛି ଢେଙ୍କାନାଳ ଜିଲା ମୁଖ୍ୟ ଚିକିତ୍ସାଳୟ ଓପିଡି ଆଗରେ। ଡବାରେ ଭର୍ତ୍ତି ହୋଇଥିବା ସାପକୁ...

ଆମ୍ବୁଲାନ୍ସରେ ଚାଲାଣ କରୁଥିଲେ ଗଞ୍ଜେଇ

ଭଦ୍ରକ ଅଫିସ,୧୧।୧୧: ଆମ୍ବୁଲାନ୍ସରେ ଚାଲାଣ ହେଉଥିଲା ଗଞ୍ଜେଇ। ଗୁରୁବାର ଯାଞ୍ଚ ବେଳେ ଭଦ୍ରକ ଟାଉନ ଥାନା ପୋଲିସ ଆମ୍ବୁଲାନ୍ସ ସହ ୫୦ କେଜିରୁ ଊର୍ଦ୍ଧ୍ୱ ଗଞ୍ଜେଇ...

ଆଲଟ୍‌ମେଣ୍ଟକୁ ବିଭାଜନ କରି କାର୍ଯ୍ୟ କରୁଛି ପୂର୍ତ୍ତ ବିଭାଗ

ବାଲେଶ୍ୱର ଅଫିସ,୧୫।୪ ବାଲେଶ୍ୱର ପୂର୍ତ୍ତ ବିଭାଗ ଦ୍ୱାରା ଜିଲାର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ସରକାରଙ୍କ ଦ୍ୱାରା କରାଯାଉଛି। ନିର୍ମାଣାଧୀନ ପ୍ରକଳ୍ପଗୁଡ଼ିକୁ ଟେଣ୍ଡର କରି କାର୍ଯ୍ୟ କରିବା...

କଟରଙ୍ଗ ବିସ୍ଥାପିତଙ୍କ ଆମରଣ ଅନଶନ

ଅନୁଗୋଳ ଅଫିସ, ୨।୧୧: ବିସ୍ଥାପନ ପ୍ୟାକେଜରୁ ବଞ୍ଚତ୍ତ ଅନୁଗୋଳ ଜିଲା ସାତକୋଶିଆ ଅଭୟାରଣ୍ୟର କଟରଙ୍ଗ ଗ୍ରାମବାସୀଙ୍କ ମଧ୍ୟରେ ଥିବା ପୁଞ୍ଜୀଭୂତ ଅସନ୍ତୋଷ ଉଗ୍ର ରୂପ ନେଇଛି।...

ମନ୍ଦିର ପୂଜକ କରୋନା ଆକ୍ରାନ୍ତ

ଢେଙ୍କାନାଳ ଅଫିସ, ୬।୭:  ଢେଙ୍କାନାଳ ସହରସ୍ଥିତ ଏକ ପ୍ରମୁଖ ମନ୍ଦିରର ଜଣେ ପୂଜକ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ରବିବାର ସନ୍ଧ୍ୟାରେ ଏହା ଜଣାପଡ଼ିବା ପରେ ଜିଲା ପ୍ରଶାସନ...

କୋଇଲା ଖନନ ପାଇଁ ଗ୍ରାମ ଉଚ୍ଛେଦକୁ ବିରୋଧ: ହିଙ୍ଗୁଳା ଖଣି ଅଞ୍ଚଳରେ ତୀବ୍ର ଉତ୍ତେଜନା

ତାଳଚେର, ୨୯ା୧୦(ନି.ପ୍ର.)- ଅନୁଗୋଳ ଜିଲା ତାଳଚେରସ୍ଥିତ ଏମ୍‌ସିଏଲ୍‌ର ହିଙ୍ଗୁଳା କୋଇଲା ଖଣି ନିକଟରେ ଥିବା ଭାଲୁଗାଡିଆ ଗ୍ରାମକୁ ମଙ୍ଗଳବାର ଜବରଦସ୍ତ ଉଚ୍ଛେଦ ବେଳେ ତୀବ୍ର ଉତ୍ତେଜନା...

ଆନ୍ଦୋଳନକାରୀଙ୍କୁ ଉଠାଇ ନେଲା ପୋଲିସ

ଝାରସୁଗୁଡ଼ା ଅଫିସ,୨୮।୩: ୧୨ ଦଫା ଦାବିନେଇ ଅଖିଳ ଭାରତ ଟ୍ରେଡ ୟୁନିୟନ ଦେଶବ୍ୟାପି ୨ ଦିନିଆ ବନ୍ଦ ଡାକରା ଦେଇଛି। ଏହି ପରିପ୍ରେକ୍ଷୀରେ ଝାରସୁଗୁଡ଼ା ଜିଲାରେ...

କୁକୁର ଆକ୍ରମଣରେ ସମ୍ବର ମୃତ

ଭଞ୍ଜନଗର,୭।୯(ଡି.ଏନ.ଏ.)- ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ଗାଲେରୀ ରେଞ୍ଜ ଜଡ଼ାହାଟୁଣି ନିକଟରେ ଶୁକ୍ରବାର ସନ୍ଧ୍ୟାରେ କୁକୁର ଆକ୍ରମଣରେ ଗୋଟିଏ ସମ୍ବରର ମୃତ୍ୟୁ ଘଟିଛି। ବନ କର୍ମଚାରୀ...

Advertisement
Archives

Model This Week