ଭାଲୁ ଆକ୍ରମଣରେ ଜଣେ ଗୁରୁତର

ବୌଦ୍ଧ,୨୨।୧(ସ୍ବ.ପ୍ର.): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ସୁରୁଣ୍ଡି ଗ୍ରାମର ଜଣେ ବ୍ୟକ୍ତି ବୁଧବାର ଭାଲୁ ଆକ୍ରମଣରେ ଗୁରୁତର ହୋଇଛନ୍ତି। ସେ ହେଲେ ଉକ୍ତ ଗ୍ରାମର ପବିତ୍ର ଦେହୁରୀ। ସକାଳୁ ପବିତ୍ର କାଠ ଆଣିବାକୁ ସୁରୁଣ୍ଡି ଗ୍ରାମ ଜଙ୍ଗଲକୁ ଯାଇଥିବା ବେଳେ ଭାଲୁ ତାଙ୍କୁ ଆକ୍ରମଣ କରିଥିଲା। ଗୁରୁତର ଅବସ୍ଥାରେ ତାଙ୍କୁ ଉଦ୍ଧାର କରାଯାଇ ହରଭଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ ପରେ ଜିଲା ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁନ୍ଦରଗଡ଼ରେ ଏମ୍ସ ପ୍ରତିଷ୍ଠା ଦାବି: ବିଧାୟିକା କୁସୁମ ଟେଟେଙ୍କ ନେତୃତ୍ୱରେ ମାନବ ଶୃଙ୍ଖଳ

ସୁନ୍ଦରଗଡ,୧୪।୯(ଡି.ଏନ୍‌.ଏ.): ସୁନ୍ଦରଗଡରେ ଓଡ଼ିଶାର ଦ୍ୱିତୀୟ ଏମ୍ସ ପ୍ରତିଷ୍ଠା ଦାବି ନେଇ ମଙ୍ଗଳବାର ସ୍ଥାନୀୟ ବିଧାୟିକା କୁସୁମ ଟେଟେଙ୍କ ନେତୃତ୍ୱରେ ମାନବ ଶୃଙ୍ଖଳ ଅନୁଷ୍ଠିତ ହୋଇଥିଲା। ସ୍ଥାନୀୟ...

ରାଜସ୍ବ ଗାଁ ବଡ଼ମୂଳକୁ ମୁଖ୍ୟମନ୍ତ୍ରୀଙ୍କ ଆୱାର୍ଡ କମିଟିର ଗସ୍ତ

ଛେଣ୍ଡିପଦା,୧୫।୧(ସ୍ବ.ପ୍ର.)- ଜଙ୍ଗଲ ଗ୍ରାମରୁ ରାଜସ୍ବ ଗ୍ରାମର ମାନ୍ୟତା ପାଇଥିବା ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ କତଡା ପଞ୍ଚାୟତର ୮ନଂ ୱାର୍ଡ ବଡମୂଳ ଗ୍ରାମକୁ ମଙ୍ଗଳବାର ମୁଖ୍ୟମନ୍ତ୍ରୀଙ୍କ...

ବ୍ରାଉନସୁଗାର ଜବତ: ଯୁବକ ଗିରଫ

ଭଦ୍ରକ ଅଫିସ, ୧।୧୧- କେନ୍ଦ୍ରାଞ୍ଚଳ ଅବକାରୀ ଗୋଇନ୍ଦା ବିଭାଗର ଏକ ସ୍ବତନ୍ତ୍ର ଟିମ୍‌ ଶୁକ୍ରବାର ମଧ୍ୟାହ୍ନରେ ଭଦ୍ରକ ଜିଲା ଧୂଷୁରୀ ଥାନା ଅଧୀନ ଅସୁରାଳି ବଜାରସ୍ଥିତ...

ଭଦ୍ରକ-ଚାନ୍ଦବାଲି ରାସ୍ତା ଘଣ୍ଟାଏ ଅବରୋଧ : ମା’ବାପାଙ୍କ ସହ ରାସ୍ତାରେ ଶୋଇଲେ ନିର୍ଯାତିତା

ତିହିଡ଼ି,୧୪।୮(ସ୍ବ.ପ୍ର.)- ଶାଶୁ ଘର ଲୋକଙ୍କ ନିର୍ଯାନତାରେ ଅତିଷ୍ଠ ହୋଇ ଜଣେ ମହିଳା ତାଙ୍କ ମା’ବାପାଙ୍କ ସହ ରାସ୍ତାରେ ଶୋଇ ପ୍ରତିବାଦ ଜଣାଇବା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର...

ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ

ଢେଙ୍କାନାଳ ଅଫିସ,୯ା୧୧- ବିଲ୍‌ ପାସ୍‌ କରାଇଦେବା ପାଇଁ ମଧ୍ୟସ୍ଥଙ୍କ ଜରିଆରେ ୧୬ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ଢେଙ୍କାନାଳ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା...

ସୌନ୍ଦର୍ଯ୍ୟ ହରାଉଛି ଡୁଲୁରୀ ପାଇନ୍‌ ବଣ, ବିଗୁଡୁଛି ପରିବେଶ

ଦାରିଙ୍ଗବାଡ଼ି,୨୮ା୧୧(ଡି.ଏନ୍‌.ଏ.): ଓଡ଼ିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପର୍ଯ୍ୟଟନ ମାନଚିତ୍ରରେ ଏକ ସ୍ବତନ୍ତ୍ର ସ୍ଥାନ ପାଇଛି। ଶୀତ ହେଉ କି ଗ୍ରୀଷ୍ମ, ଏହାର ଜଳବାୟୁ...

ଦେଶୀ ଭାଲୁ ଖଣ୍ଡି ଆଇସିୟୁରେ ଭର୍ତ୍ତି

ବାରଙ୍ଗ,୨୫।୮(ଡି.ଏନ୍‌.ଏ.): ପ୍ରାଣୀଉଦ୍ୟାନ ନନ୍ଦନକାନନ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ଦେଶୀ ମାଈ ଭାଲୁ ଖଣ୍ଡିକୁ ସୋମବାର ଆଇସିୟୁରେ ଭର୍ତ୍ତି କରାଯାଇଛି। ସେ ଅସୁସ୍ଥତା ଅନୁଭବ କରିବାରୁ ବହୁଦିନ...

ଅନିୟମିତତାରେ ଚାଲିଛି ଆର୍‌ଡବ୍ଲୁଏସ୍‌ଏସ୍‌ କାର୍ଯ୍ୟାଳୟ: ଇଛା ଅନୁସାରେ ଅଫିସ ଆସୁଛନ୍ତି କର୍ମଚାରୀ, ଜାଣିଶୁଣି କାର୍ଯ୍ୟାଳୟର ସିସି ଟିଭି କେମେରା ଅଚଳ

ଦେବଗଡ଼, ୧୨ା୧(ଡି.ଏନ.ଏ.) -ଦେବଗଡ଼ ସହର ପୁରୁଣାଗଡ କଲେଜ ରୋଡସ୍ଥିତ ଆର୍‌ଡବ୍ଲୁଏସ୍‌ଏସ୍‌ (ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ) ବିଭାଗର କାର୍ଯ୍ୟାଳୟ ଅନିୟମିତତାରେ ଚାଲିଛି। ଇଛା ଅନୁସାରେ...

Advertisement
Archives

Model This Week