ଭାଲୁ ଆକ୍ରମଣରେ ବୃଦ୍ଧା ଗୁରୁତର: ପ୍ରଶାସନିକ ସହାୟତା ଯୋଗାଇ ଦେବାକୁ ଦାବି

ଭବାନୀପାଟଣା,୨୨।୧୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ମହିମା ପଞ୍ଚାୟତ ଡେଙ୍ଗାଗୁଡ଼ା ଗ୍ରାମର ଜଣେ ବୃଦ୍ଧା ଭାଲୁ ଆକ୍ରମଣରେ ଗୁରୁତର ହୋଇଛନ୍ତି। ସେ ହେଲେ ସୁରେଫା ବାଗ(୬୦) । ସେ ଶୌଚ ପାଇଁ ଘର ନିକଟରେ ଥିବା ରାସ୍ତା କଡ଼କୁ ଯାଇଥିବା ସମୟରେ ଭାଲୁ ତାଙ୍କୁ ଆକ୍ରମଣ କରିଥିଲା। ଗୁରୁତର ଅବସ୍ଥାରେ ପରିବାର ଲୋକେ ତାଙ୍କୁ ଉଦ୍ଧାର କରି କୋକସରା ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରୁ ତାଙ୍କୁ ଭବାନୀପାଟଣା ମୁଖ୍ୟଚିକିତ୍ସାଳୟକୁ  ସ୍ଥାନାନ୍ତର କରାଯାଇଛି। ସୁରେଫା ଗରିବ ଶ୍ରେଣୀର ହୋଇଥିବାରୁ ତାଙ୍କୁ ପ୍ରଶାସନ ପକ୍ଷରୁ ସହାୟତା ଯୋଗାଇ ଦେବାକୁ ଦାବି ହୋଇଛି ।

 


Enter your email to get our daily news in your inbox.

All Right Reserved By Dharitri.Com

ଗୁଗଲ୍ ମ୍ୟାପ୍ ଦେଖାଇଲା ଭୁଲ୍ ବାଟ: ସିଙ୍ଗାରି ଘାଟିରେ ୫ ଘଣ୍ଟା ଫସିଲା ୧୪ ଚକିଆ ଟ୍ରକ୍, ହନ୍ତସନ୍ତ…

ଥୁଆମୂଳ ରାମପୁର, ୨୬ା୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ଓ କଲମପୁର ବ୍ଲକକୁ ସଂଯୋଗ କରୁଥିବା ମୁଖ୍ୟ ଜୀବନରେଖା ସଦୃଶ ସିଙ୍ଗାରି ଘାଟି ରାସ୍ତାରେ…

ରାମ ନବମୀ ପୂର୍ୱରୁ ପୋଲିସର ଫ୍ଲାଗ୍‌ ମାର୍ଚ୍ଚ, ବଢ଼ିଲା ସୁରକ୍ଷା…

କୋରାପୁଟ,୨୬ା୩(ଅମିତାଭ ବେହେରା): ରାମ ନବମୀ ଅବ୍ୟହିତ ପୂର୍ୱରୁ କୋରାପୁଟ ପୋଲିସ ପକ୍ଷରୁ ସହରରେ ଗୁରୁବାର ଫ୍ଲାଗ ମାର୍ଚ୍ଚ କରାଯାଇଛି। ରାମ ନବମୀରେ ଶୁକ୍ରବାର ସହରରେ ୧୦ହଜାର ଊର୍ଦ୍ଧ୍ୱ…

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

୧୬ ବର୍ଷୀୟା ଶାଳୀଙ୍କୁ ବଳାତ୍କାର କରି ହତ୍ୟା କରିଥିଲେ ଭିଣୋଇ, ଆସିଲା ମାମଲାର ରାଏ…

ବ୍ରହ୍ମପୁର,୨୬।୩(ସୁବାସ ଚନ୍ଦ୍ର ପାଢ଼ୀ): ଫାଷ୍ଟଟ୍ରାକ୍‌ ପୋକ୍‌ସୋ ଜଜ୍‌ ପ୍ରଣତି ପଟ୍ଟନାୟକ ଗୁରୁବାର ଏକ ନାବାଳିକା ବଳାତ୍କାର ଓ ହତ୍ୟା ମାମଲାର ବିଚାର କରି ଦୋଷୀଙ୍କୁ ଆଜୀବନ କାରାଦଣ୍ଡରେ…

ମାଙ୍କଡ଼ ମାରି ଇନ୍‌ଷ୍ଟାଗ୍ରାମରେ କରିଥିଲେ ପୋଷ୍ଟ, ଏବେ…

ବାଲିଗୁଡ଼ା, ୨୬ା୩(ସଞ୍ଜୟ କୁମାର ପାଣିଗ୍ରାହୀ):ମାଙ୍କଡ଼ ମାରି ଇନ୍‌ଷ୍ଟାଗ୍ରାମରେ ଫଟୋ ପୋଷ୍ଟ କରିବା ମହଙ୍ଗା ପଡିଛି। ବନ ବିଭାଗ ସମ୍ପୃକ୍ତ ୨ଜଣ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ…

ସ୍କୁଲ ଆସୁ ନ ଥିଲେ ପିଲା: ଘରକୁ ଘର ବୁଲି ଛାତ୍ରୀଛାତ୍ରଙ୍କୁ ଡାକିଲେ ବିଇଓ, ୩ ମାସ ମଧ୍ୟରେ…

କୋକସରା, ୨୬।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବଡ଼ପୋଡ଼ାଗୁଡ଼ା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶ୍ରେଣୀଗୃହ ବିପଦସଙ୍କୁଳ ଅବସ୍ଥାରେ ରହିଛି। ଏଣୁ ଛାତ୍ରୀଛାତ୍ରଙ୍କ…

ଦୁଃସାହସ! ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ଭାଷା କହିଲାଣି ପାକିସ୍ତାନ! ଇସାକ ଦାରଙ୍କ ବୟାନକୁ ନେଇ ନିଆଁବାଣ ଇରାନ

ଇସଲାମାବାଦ,୨୬।୩: ପାକିସ୍ତାନର ବୈଦେଶିକ ମନ୍ତ୍ରୀ ଇସାକ ଦାର ଗୁରୁବାର (୨୬ ମାର୍ଚ୍ଚ, ୨୦୨୬) କହିଛନ୍ତି ଯେ ଆମେରିକା ଏବଂ ଇରାନ ମଧ୍ୟରେ ପରୋକ୍ଷ ଶାନ୍ତି ଆଲୋଚନା ଚାଲିଛି।…

ପଟ୍ଟାମୁଣ୍ଡାଇରେ ଚାଞ୍ଚଲ୍ୟ: କଳିଙ୍ଗାଘାଟ ନଦୀପଠାରୁ ଅଖାରେ ଭର୍ତ୍ତି ମଣିଷ କଙ୍କାଳ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ…

ପଟ୍ଟାମୁଣ୍ଡାଇ,୨୬।୩(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗୁଣୁପୁର କଳିଙ୍ଗାଘାଟ ନଦୀପଠାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ନଦୀପଠାରୁ ମଣିଷ ଖପୁରୀ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri