ଭାଲୁ ଆକ୍ରମଣରେ ବୃଦ୍ଧ ଗୁରୁତର

ପାଟଣା,୧୫।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଗୋଧିରାମପଡ଼ା ଗ୍ରାମରେରେ ଭାଲୁ ଆକ୍ରମଣରେ ବୁଧବାର ଜଣେ ବୃଦ୍ଧ ଗୁରୁତର ହୋଇଛନ୍ତି। ସେ ହେଲେ ଘନଶ୍ୟାମ ମୁଣ୍ଡା। ଗୁରତର ଅବସ୍ଥାରେ ପ୍ରଥମେ ତାଙ୍କୁ ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ ପରେ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରରିତ କରାଯାଇଛି।
ମିଳିଥିବା ସୂଚନା ଅନୁଯାୟୀ, ଭୋରୁ ଘନଶ୍ୟାମ ଶୌଚ ହେବାକୁ ଯାଇଥିବା ବେଳେ ଦୁଇ ଭାଲୁ ତାଙ୍କୁ ଆକ୍ରମଣ କରିଥିଲେ। ଭାଲୁ ଆକ୍ରମଣରେ ଘନଶ୍ୟାମଙ୍କ ଡାହାଣ କାନ୍ଧରେ ଗଭୀର କ୍ଷତ ସୃଷ୍ଟି ହୋଇଥିଲା। ସ୍ଥାନୀୟ ଲୋକେ ଗୁରୁତର ଅବସ୍ଥାରେ ତାଙ୍କୁ ଘଟଣାସ୍ଥଳରୁ ଉଦ୍ଧାର କରି ପାଟଣା ଗୋଷ୍ଠୀ ସୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା କଡ଼ରେ ଜଣଙ୍କୁ ଜାଳିଦେଲେ ଦୁର୍ବୃତ୍ତ

ଗୋପାଳପୁର,୮ା୫(ଡି.ଏନ୍‌.ଏ.)- ବ୍ରହ୍ମପୁର ପୋଲିସର ଦିଗପହଣ୍ଡି ଓ ଗୋଳନ୍ଥରା ଥାନା ସୀମାବର୍ତ୍ତୀ ଅଞ୍ଚଳରେ ବୁଧବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ରାସ୍ତା କଡ଼ରେ ଜଣଙ୍କୁ ଦୁର୍ବୃତ୍ତମାନେ...

ଫାଣ୍ଡି ନିକଟରେ ଚୋରା କୋଇଲା ଡିପୋ

ପରଜଙ୍ଗ, ୧୬।୫(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସରାଙ୍ଗ ଅଞ୍ଚଳରେ ବେଆଇନ ଚୋରା କୋଇଲା ଡିପୋ ସଂଖ୍ୟା ବଢ଼ିବାରେ ଲାଗିଛି। ପୋଲିସ ଫାଣ୍ଡିଠାରୁ ଅନତି ଦୂରରେ ଏଭଳି...

ମଣ୍ଡିରେ ଚାଲିଗଲା ଚାଷୀଙ୍କ ଜୀବନ

ବରଗଡ଼ ଅଫିସ,୧୬।୧୨: ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ଅଧୀନ ଜାମସେଠ ନିକଟ ଛିନ୍ଦେକେଲା ଧାନ ମଣ୍ଡିରେ ଗୁରୁବାର ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି।...

ଭିଜିଲାନ୍ସ ଜାଲରେ ନିର୍ବାହୀ ଯନ୍ତ୍ରୀ

କଟକ ଅଫିସ,୧୬।୩: ଭିଜିଲାନ୍ସ ଜାଲରେ କଟକ ଡ୍ରେନେଜ୍‌ ଡିଭିଜନ ନିର୍ବାହୀ ଯନ୍ତ୍ରୀ ମନୋଜ ବେହେରା। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କ ବାସଭବନ ସହ...

ସଫଳ ମାଣ୍ଡିଆ ଚାଷୀ ସନା ଖରା

ମାଲକାନଗିରି,୧୪ା୧୧ (ଡି.ଏନ୍‌.ଏ): ରାଜ୍ୟ ସରକାର ଓଡିଶା ମିଲଟ୍‌ ମିଶନ ଜରିଆରେ ମାଣ୍ଡିଆ ଚାଷକୁ ଅଗ୍ରାଧିକାର ଦେଇ ଆସୁଛନ୍ତି। ମାଲକାନଗିରି ଜିଲାର ଚାଷୀମାନେ ପାହାଡ ପର୍ବତରେ ଜଙ୍ଗଲ...

ଆଇଆଇସିଙ୍କ ମୃତ୍ୟୁକୁ ପୋଲିସ ରୋକିପାରିନାହିଁ

ଭଞ୍ଜନଗର,୩୧।୩(ଡି.ଏନ.ଏ): ଗଞ୍ଜାମ ଜିଲା ଗାଙ୍ଗପୁର ଥାନା ଅଧିକାରୀ ଦେବ କୁମାର ଗମାଙ୍ଗଙ୍କ ମୃତ୍ୟୁକୁ ନେଇ ଦିନକୁ ଦିନ ନୂଆ ନୂଆ ତଥ୍ୟ ଲୋକଲୋଚନକୁ ଆସୁଛି। ବୁଧବାର ୩ଟି...

ବୌଦ୍ଧ ଜିଲା ହେଲା କରୋନା ମୁକ୍ତ: ସମସ୍ତ ୩୩ ପଜିଟିଭ ସୁସ୍ଥ

ବୌଦ୍ଧ,୩୦ା୫ (ସ୍ବ.ପ୍ର.)- ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇ ଚାଲିଥିବା ବେଳେ ବହୁ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିବା ଆଶ୍ୱସ୍ତି ଆଣିଛି ା...

ରାଜ୍ୟରେ ଆଉ ୨ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୫।୪(ବ୍ୟୁରୋ): ରାଜ୍ୟରେ ଆଉ ଦୁଇଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣେ ଭୁବନେଶ୍ୱର କପିଳ ପ୍ରସାଦ ହାଉସିଂ ବୋର୍ଡ଼ କଲୋନୀ ଫେଜ-୨ର...

Advertisement
Archives

Model This Week