ଭାଲୁ ଆକ୍ରମଣରେ ମହିଳା ଗୁରୁତର

ପାଟଣା,୨୮।୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ପଲାଣି ଘାଟି ପଞ୍ଚାୟତ ପଲାଣିଘାଟି ପାତା ସାହିର ଜନୈକା ମହିଳା ଶୁକ୍ରବାର ସକାଳୁ ଭାଲୁ ଆକ୍ରମଣରେ ଗୁରୁତର ହୋଇଛନ୍ତି। ସେ ହେଲେ ଜେମାମଣି ମୁଣ୍ଡା(୨୫)।
ପ୍ରକାଶ ଯେ, ସକାଳୁ ଜେନାମଣି ଘର ନିକଟ ବିଲକୁ ଶୌଚ ହେବାକୁ ଯାଇଥିବାବେଳେ ଭାଲୁ ଆକ୍ରମଣର ଶିକାର ହୋଇଥିଲେ। ଏଥିରେ ତାଙ୍କ ବାମ ଜଙ୍ଘ ଓ ଅଣ୍ଟାରେ ଗଭୀର କ୍ଷତ ହୋଇଛି। ଚିକିତ୍ସା ପାଇଁ ପ୍ରଥମେ ତାଙ୍କୁ ଘଟଗାଁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ ପରେ କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୫ଶହ ବର୍ଷର ପରମ୍ପରା ମୁଣ୍ଡ ରାମଲୀଳା

ଶରଣକୁଳ,୧ା୫(ଡି.ଏନ.ଏ.): ନୟାଗଡ଼ ଜିଲା ତା’ର ଅନନ୍ୟ ଲୋକକଳା ପାଇଁ ବିଖ୍ୟାତ। ନୟାଗଡ଼ର ଢ଼େଣୁକୋଇଲା, ବାଉଁଶରାଣୀ ଖେଳ, ଢ଼ୁମ୍ପା, ଦଣ୍ଡନୃତ୍ୟ, ମୁଣ୍ଡପୋତା କେଳା ଅଭିନୟ, ଯୋଗୀ କେନ୍ଦେରା...

୩୦ ଏକର ଜଙ୍ଗଲ ପୋଡ଼ିଗଲା

କୋଣାର୍କ,୨୨।୨(ଡି.ଏନ୍‌.ଏ): କୋଣାର୍କ ବାଲୁଖଣ୍ଡ ବନ୍ୟପ୍ରାଣୀ ଅଭୟାରଣ୍ୟ ଅନ୍ତର୍ଗତ କରମଙ୍ଗା ଇଡିସିରେ ରବିବାର ଅଗ୍ନିକାଣ୍ଡ ଘଟିଛି। ପ୍ରାୟ ୩୦ ଏକର ଜଙ୍ଗଲରେ ଥିବା ବହୁ ଝାଉଁ, ଆକାଶିଆ,...

ମାଙ୍କଡ଼ ଉତ୍ପାତ, ୧୨ରୁ ଊର୍ଦ୍ଧ୍ୱ ଆହତ

ବସ୍ତା, ୧୭।୭(ସ୍ବ.ପ୍ର.)-ବସ୍ତା ଥାନା କୁଳିଦା ପଞ୍ଚାୟତରେ ଗତ ୧୫ଦିନ ହେଲା ମାଙ୍କଡ଼ଙ୍କ ଉପଦ୍ରବ ଜାରି ରହିଥିବାରୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ୫୦ରୁ ଊର୍ଦ୍ଧ୍ୱ ମାଙ୍କଡ଼ ଏହି...

ୟୁକୋ ବ୍ୟାଙ୍କରୁ ଚୋରି ଉଦ୍ୟମ ବିଫଳ: ସାଇଣ୍ଟିଫିକ ଟିମ୍‌ର ତଦନ୍ତ ଆରମ୍ଭ

ବଡବିଲ, ୨୮।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡବିଲସ୍ଥିତ(ଏସ୍‌ଡିପିଓ) ସବ୍‌ଡିଭିଜନାଲ ପୋଲିସ ଅଫିସରଙ୍କ କାର୍ଯ୍ୟାଳୟ ନିକଟସ୍ଥ ୟୁକୋ ବ୍ୟାଙ୍କରୁ ରବିବାର ରାତିରେ ଦୁର୍ବୃତ୍ତମାନେ ଚୋରି ଉଦ୍ୟମକରି ବିଫଳ ହୋଇଛନ୍ତି।...

ଆଇଏପି ଅନିୟମିତତାର ତଦନ୍ତ ନିର୍ଦ୍ଦେଶ

ଯାଜପୁର ଅଫିସ,୧୬।୭: ମାଓବାଦୀ ଉପଦ୍ରୁତ ଆଦିବାସୀ ତଥା ପଛୁଆ ଅଞ୍ଚଳର ବିକାଶ ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ପ୍ରଣୀତ ସମନ୍ବିତ କାର୍ଯ୍ୟକ୍ରମ ଯୋଜନା ବା ଇଣ୍ଟିଗ୍ରେଟେଡ...

ସିଡିଏ ସେକ୍ଟର-୯ କଣ୍ଟେନ୍‌ମେଣ୍ଟ ଜୋନ୍‌: ବିପଦ ବଢ଼ାଇଲେ ଆକ୍ରାନ୍ତ ପୋଲିସ ଅଧିକାରୀ

କଟକ ଅଫିସ,୨୮ା୬-କଟକ ସିଡିଏ ସେକ୍ଟର-୯ରୁ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ କଟକ ମହାନନଗର ନିଗମ (ସିଏମ୍‌ସି) ରବିବାର ଏହି ଅଞ୍ଚଳକୁ କଣ୍ଟେନ୍‌ମେଣ୍ଟ ଜୋନ୍‌...

ମାଲକାନଗିରି ଜିଲାପାଳଙ୍କୁ କରୋନା

ମାଲକାନଗିରି,୨୦ା୬(ଡି.ଏନ୍‌.ଏ.): ମାଲକାନଗିରି ଜିଲାପାଳ ଓ୍ବାଇ ବିଜୟ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏ ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ମାଲକାନଗିରି ଜିଲ୍ଲାପାଳ ଓ୍ବାଇ...

ନାମଲେଖା ନାଁରେ ଠକେଇ: ୨ ଦଲାଲଙ୍କୁ ବାନ୍ଧିଲା ପୋଲିସ

କଟକ ଅଫିସ,୨୪ା୮-ରାଜ୍ୟର ଏକ ପ୍ରତିଷ୍ଠିତ ସରକାରୀ ବିଶ୍ୱବିଦ୍ୟାଳୟରେ ନାମ ଲେଖାଇଦେବାର ପ୍ରଲୋଭନ ଦେଖାଇ ଜଣେ ବିଦ୍ୟାର୍ଥୀଙ୍କୁ ଠକିଥିବା ୨ ଜଣ ଦଲାଲ ଗିରଫ ହୋଇଛନ୍ତି। ଏହି...

Advertisement
Archives

Model This Week