ଭାଲୁ ଆକ୍ରମଣରେ ଯୁବକ ଗୁରୁତର

ପାପଡ଼ାହାଣ୍ଡି,୫।୮(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ ମାଝୀଗୁଡ଼ା ପଞ୍ଚାୟତ ଝାଳିଆଗୁଡ଼ା ଗ୍ରାମର ଜଣେ ଯୁବକ ସୋମବାର ଭାଲୁ ଆକ୍ରମଣରେ ଗୁରୁତର ହୋଇଛନ୍ତି। ତାଙ୍କର ନାମ ଆଶାରାମ ମୁଦୁଲି(୨୫)। ସକାଳୁ ଆଶାରାମ ନିକଟସ୍ଥ ଖଜୁରୀ ଜଙ୍ଗଲକୁ କୌଣସି କାମରେ ଯାଇଥିବା ସମୟରେ ଭାଲୁ ହାବୁଡ଼ରେ ପଡ଼ି ଯାଇଥିଲେ। ଭାଲୁ ତାଙ୍କ ମୁଣ୍ଡ ଓ ଶରୀରକୁ ଆକ୍ରମଣ କରିଥିଲା। ସ୍ଥାନୀୟ ଲୋକେ ଉଦ୍ଧାର କରି ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ପରେ ପାପଡ଼ାହାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ସ୍ଥାନାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏପିଓଙ୍କୁ ତାଗିଦ କରିବାରୁ ବିଡିଓଙ୍କ ନାମରେ ଏତଲା, ତଦନ୍ତ ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁ ଦୀର୍ଘଦିନ ହେଲା କାର୍ଯ୍ୟରେ ଅବହେଳା କରିଆସୁଛନ୍ତି।ନିଶାସକ୍ତ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ନାଇକସାହିରେ ବ୍ୟାପୁଛି ଜଣ୍ଡିସ: ୯ ବର୍ଷୀୟ ଶିଶୁ ମୃତ,ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ…

ବଞ୍ଚୋ, ୧୪ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଞ୍ଚୋ ପଞ୍ଚାୟତର ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଶୁକ୍ରବାର ୯ବର୍ଷୀୟ…

୮୦ ଲକ୍ଷ ବ୍ୟୟରେ ନିର୍ମିତ ପାନୀୟଜଳ ପ୍ରକଳ୍ପ ଅଚଳ, ଆନ୍ଦୋଳନ କରିବାକୁ ଚେତାବନୀ ଦେଲେ…

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ଫାସିବନ୍ଧ ଗ୍ରାମରେ ଗତ ୨୦୧୯-୨୦ ଆର୍ଥିକ ବର୍ଷରେ ବସୁଧା ଯୋଜନାରେ ପ୍ରାୟ ୮୦…

ଓଡ଼ିଶା ସୀମାନ୍ତ ଗ୍ରାମରେ ଆନ୍ଧ୍ର ପକ୍ଷରୁ କିଷାନ କାର୍ଡ ଲାଗି ଚାଲିଛି ସର୍ଭେ, ହାତ ବାନ୍ଧି ବସିଛି ପଟ୍ଟାଙ୍ଗି ବ୍ଲକ ପ୍ରଶାସନ  

ପଟ୍ଟାଙ୍ଗି,୧୪।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ତଥା ଓଡିଶା ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ମାଡକାର ଗ୍ରାମରେ ପଡୋଶୀ ଆନ୍ଧ୍ର କରୁଛି ପିଏମ୍…

କେନ୍ଦୁଝର ଜିଲାରେ ବ୍ୟାପୁଛି ଜଣ୍ଡିସ

ବଞ୍ଚୋ,୧୪।୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତ ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମବାସୀ ଭୟଭିତ ହୋଇପଡିଛନ୍ତି। ଅନ୍ୟପକ୍ଷେ…

ବୁଲାଣି ରାସ୍ତାରେ ଅଘଟଣ: ଓଭରଟେକ୍‌ କରିବା ବେଳେ ଓଲଟି ପଡ଼ିଲା ବସ୍‌, ୧୪ ଯାତ୍ରୀ…

ଗଜପତି/ମୋହନା,୧୪।୨(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର )): ଗଜପତି ଜିଲା ଚାନ୍ଦିପୁଟ କଲେଜ ନିକଟରେ ଥିବା ବୁଲାଣି ରାସ୍ତାରେ ଶନିବାର ବଡ଼ ଦୁର୍ଘଟଣା ଘଟିଛି। ରାସ୍ତାକଡ଼ରେ ଥିବା ମାଟି ଅତଡ଼ାରେ…

ନବ ନିଯୁକ୍ତ କର୍ମକର୍ତ୍ତାଙ୍କୁ ସମ୍ବର୍ଦ୍ଧିତ କଲା କଂଗ୍ରେସ

କର୍ଲାମୁଣ୍ଡା:୧୪।୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତ ବିଜାପାଟିଠାରେ କଂଗ୍ରେସ ଦଳର ନବ ନିଯୁକ୍ତ କର୍ମକର୍ତ୍ତାଙ୍କ ଉଦ୍ଦେଶ୍ୟରେ ଏକ ସମ୍ବର୍ଦ୍ଧନା ସଭା ଶନିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri