ଭାଲୁ ଆକ୍ରମଣରେ ଯୁବକ ଗୁରୁତର

ଉଦଳା,୧୭ା୨(ଡ଼ି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ଉଦଳା ବ୍ଲକ ଅଧୀନ ରାଢୋ ଚନ୍ଦ୍ରପୁର ଗ୍ରାମରେ ଶୌଚ ହେବାକୁ ଯାଇଥିବା ବେଳେ ଭାଲୁ ଆକ୍ରମଣରେ ଯୁବକ ଗୁରୁତର ହୋଇଛନ୍ତି ା ଆହତ ଯୁବକ ଜଣକ ହେଲେ କୁନା ବେଶ୍ରା। ଶନିବାର ରାତିରେ କୁନା ନିଜ ବାଡିକୁ ଶୌଚ ପାଇଁ ଯାଇଥିବାବେଳେ ହଠାତ୍‌ ସେଠାରେ ଲୁଚି ରହିଥିବା ଏକ ଭାଲୁ ତାଙ୍କୁ ଅତର୍କିତ ଆକ୍ରମଣ କରିଥିଲା ା ଭାଲୁଟି କୁନାଙ୍କ ମୁଣ୍ଡ ଏବଂ ବାମ ହାତକୁ ଆକ୍ରମଣ କରି କ୍ଷତ ବିକ୍ଷତ କରିଦେଇଥିଲା। କୁନାଙ୍କ ଚିତ୍କାର ଶୁଣି ପରିବାର ଲୋକେ ତାଙ୍କୁ ଉଦ୍ଧାର କରି ଚିକିତ୍ସା ନିମନ୍ତେ ଉଦଳା ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ବାରିପଦା ସ୍ଥାନାନ୍ତର କରାଯାଇଛି। ଖବରପାଇ କପ୍ତିପଦା ବନବିଭାଗ କର୍ମଚାରୀ ଡାକ୍ତରଖାନାରେ ପହଞ୍ଚତ୍ଥିଲେ ା ଆହତ କୁନାଙ୍କ ପରିବାରକୁ ସହାୟତା ଯୋଗାଇ ଦେବାକୁ ଗ୍ରାମବାସୀ ଦାବି କରିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

କଳାହାଣ୍ଡି ଲୋକ ସଭା: ଭାଜପା ଆଗରେ

ଭବାନୀପାଟଣା,୨୩।୫: କଳାହାଣ୍ଡି ଲୋକ ସଭା ଆସନରେ ଭାଜପାର ବସନ୍ତ ପଣ୍ଡା ଆଗରେ ରହିଛନ୍ତି। ବସନ୍ତ ୧୦୮୪୧୩ ଭୋଟ ପାଇଥିବାବେଳେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ବିଜେଡିର ପୁଷ୍ପେନ୍ଦ୍ର...

ଟ୍ରେନ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା

ବ୍ରହ୍ମପୁର ଅଫିସ,୭ା୧୦-ଟ୍ରେନ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକ ହେଲେ ଗେଟବଜାର ଚନ୍ଦ୍ରମଣିପେଟା ସାହିର ରବି ବେହେରା (୨୨)। ସରକାରୀ ରେଳପଥ ପୋଲିସ...

ହତ୍ୟାକାରୀଙ୍କ ସମେତ ୩ କୋର୍ଟ ଚାଲାଣ

ବ୍ରହ୍ମପୁର ଅଫିସ,୧୬ା୯: ଠିକାଦାର ପୂର୍ଣ୍ଣଚନ୍ଦ୍ର ନାହାକ ହତ୍ୟା ଘଟଣାରେ ସମ୍ପୃକ୍ତ ୩ ଅଭିଯୁକ୍ତଙ୍କୁ ବ୍ରହ୍ମପୁର ସଦର ଥାନା ପୋଲିସ ଗୁରୁବାର କାବୁ କରିଛି। ସେମାନଙ୍କ ମଧ୍ୟରେ...

ଲାଗିରହିଛି ଆରୋପ ପ୍ରତ୍ୟାରୋପ

ଝାରସୁଗୁଡ଼ା ଅଫିସ/ବେଲପାହାଡ଼,୨୦ା୧୨: ଝାରସୁଗୁଡ଼ା ଜିଲାର ବ୍ରଜରାଜନଗର ଓ ବେଲପାହାଡ ପୌର ପରିଷଦ ପରିଚାଳନାକୁ ନେଇ ଏବେ ଦେଖାଦେଇଛି ଅଚଳାବସ୍ଥା। ଅଧିକାରୀ, କର୍ମଚାରୀ ଓ ଜନପ୍ରତିନିଧିଙ୍କ ମଧ୍ୟରେ...

୧୫ ମେଣ୍ଢା ମାରିଲା ଅଜଣା ଜନ୍ତୁ, ୮ ଗୁରୁତର

କର୍ଲାମୁଣ୍ଡା/ମ.ରାମପୁର/କେସିଙ୍ଗା(ଡି.ଏନ.ଏ) ୬।୨: କଳାହାଣ୍ଡି ଜିଲା ମ.ରାମପୁର ବ୍ଲକ ମୁଡିଙ୍ଗ ପଞ୍ଚାୟତ ଡଙ୍ଗାପଡା ଗାଁରେ ବୁଧବାର ରାତିରେ ଅଜଣା ଜନ୍ତୁ ଆକ୍ରମଣରେ ୧୫ ମେଣ୍ଢାଙ୍କ ମୃତ୍ୟୁ ଘଟିଥିବା...

ଟାର୍ଗେଟ ନ ଆସିବାରୁ ଧାନ ଉଠୁନି

ନିରାକାରପୁର,୧୮ା୨(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲାରେ ଧାନକିଣାରେ ଅବ୍ୟବସ୍ଥା ଲାଗି ରହିଛି। ଚାଷୀ ଖରା, ଶୀତ କାକରରେ ମଣ୍ଡିରେ ଧାନ ଧରି ବସିରହିଛି, କିନ୍ତୁ ଧାନ କିଣାଯାଉନାହିଁ। ବିଭିନ୍ନ...

ଶିମିଳିପାଳରେ ବାଘ ସଂଖ୍ୟା ବୃଦ୍ଧି ଆଶା

ବାରିପଦା ଅଫିସ,୧୭ା୩: ମୟୂରଭଞ୍ଜ ଜିଲା ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପରେ ବାଘ ସଂଖ୍ୟା ବୃଦ୍ଧି ପାଇବା ନେଇ ଆଶା ପ୍ରକଟ କରାଯାଇଛି। ଦୀର୍ଘ ଏକ ଦଶନ୍ଧିରୁ ଊର୍ଦ୍ଧ୍ୱ...

ଓଡ଼ିଶାର ୨୪ ଜିଲାରେ ମହାପ୍ରଭୁଙ୍କ ସମ୍ପତ୍ତି

ଭୁବନେଶ୍ୱର,୨୬।୨(ବ୍ୟୁରୋ): ଶ୍ରୀଜଗନ୍ନାଥ ମହାପ୍ରଭୁ ବିଜେ ପୁରୀଙ୍କର ଓଡ଼ିିଶାର ୨୪ଟି ଜିଲାରେ ୬୦,୪୨୬.୯୪୩ ଏକର ଜମି ରହିଥିବା ଚିହ୍ନଟ କରାଯାଇଛି। ସେଥିରୁ ଏ ପର୍ଯ୍ୟନ୍ତ ୩୪,୮୦୩.୦୧୩ ଏକର...

Advertisement
Archives

Model This Week