ଭାଲୁ ଆକ୍ରମଣରେ ଯୁବକ ଗୁରୁତର

ପାପଡ଼ାହାଣ୍ଡି,୫।୮(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ ମାଝୀଗୁଡ଼ା ପଞ୍ଚାୟତ ଝାଳିଆଗୁଡ଼ା ଗ୍ରାମର ଜଣେ ଯୁବକ ସୋମବାର ଭାଲୁ ଆକ୍ରମଣରେ ଗୁରୁତର ହୋଇଛନ୍ତି। ତାଙ୍କର ନାମ ଆଶାରାମ ମୁଦୁଲି(୨୫)। ସକାଳୁ ଆଶାରାମ ନିକଟସ୍ଥ ଖଜୁରୀ ଜଙ୍ଗଲକୁ କୌଣସି କାମରେ ଯାଇଥିବା ସମୟରେ ଭାଲୁ ହାବୁଡ଼ରେ ପଡ଼ି ଯାଇଥିଲେ। ଭାଲୁ ତାଙ୍କ ମୁଣ୍ଡ ଓ ଶରୀରକୁ ଆକ୍ରମଣ କରିଥିଲା। ସ୍ଥାନୀୟ ଲୋକେ ଉଦ୍ଧାର କରି ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ପରେ ପାପଡ଼ାହାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ସ୍ଥାନାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ତିର୍ତ୍ତୋଲ ଉପନିର୍ବାଚନ: ୩ ଦଳ ଆଶାବାଦୀ, ଅସନ୍ତୁଷ୍ଟ ହେବେ ଚ୍ୟାଲେଞ୍ଜ

ଜଗତ୍‌ସିଂହପୁର ଅଫିସ, ୧୯।୧୦: ତିର୍ତ୍ତୋଲ ବିଧାନସଭା ନିର୍ବାଚନ ମଣ୍ଡଳୀରେ ଆସନ୍ତା ୩ ତାରିଖରେ ହେବ ଉପନିର୍ବାଚନ। ଗତ ଶୁକ୍ରବାର ପ୍ରାର୍ଥତ୍ପତ୍ର ଦାଖଲ ସରିଛି। ପୂର୍ବତନ ବିଧାୟକ...

୨୪ ଘାଇ ପାଇଁ ୧୨.୩୯ କୋଟି ବ୍ୟୟ ଅଟକଳ

ଯାଜପୁର ଅଫିସ,୭।୯: ଯାଜପୁର ଜିଲାର ବ୍ରାହ୍ମଣୀ ଓ ବୈତରଣୀ ନଦୀରେ ହୋଇଥିବା ବନ୍ୟାରେ ଜାରକା ଜଳସେଚନ ଡିଭିଜନ ଅଧୀନରେ ଥିବା ନଦୀବନ୍ଧରେ ୨୧ ଏବଂ ଯାଜପୁର...

ସମନ୍ବିତ ଶିଶୁ ବିକାଶ କାର୍ଯ୍ୟାଳୟ ଅସୁରକ୍ଷିତ: ଛାତରୁ ଖସୁଛି ପ୍ଲାଷ୍ଟର, ଝରୁଛି ବର୍ଷା ପାଣି

କଣିହାଁ,୨୦।୯(ଡି.ଏନ.ଏ.)-ଛାତରୁ ପ୍ଲାଷ୍ଟର ଖସୁଛି। ଅନେକ ସ୍ଥାନରେ ଲୁହା ରଡ ଦେଖାଯାଉଛି। ସାମାନ୍ୟ ବର୍ଷା ହେଲେ ପାଣି ଗଳୁଛି। କେତେବେଳେ ଯେ ଅଘଟଣ ଘଟିବ ତାହା କହି...

ପୋଖରୀରେ ବୁଡିଗଲେ ୨ ଭଉଣୀ

ମାଲକାନଗିରି, ୨୨।୧୧(ଡି.ଏନ.ଏ)-ମାଲକାନଗିରି ଜିଲା କାଲିମେଳା ବ୍ଲକ ମୋଟୁ ଥାନା ଅନ୍ତର୍ଗତ ପୁଶୁଗୁଡା ପଞ୍ଚାୟତ ମୁକାନପାଲି ଗ୍ରାମରେ ରବିବାର ଏକ ଅଭାବନୀୟ ଘଟଣା ଘଟିଯାଇଛି। ପୋଖରୀରେ ବୁଡିଯାଇ...

ପୂରଣ ହେଲା ଦାବି, ଗଡ଼ିିଲା ନୂଆ ୧୦୮ ଆମ୍ବୁଲାନ୍ସ

ଚିତ୍ରଡ଼ା,୬ା୫(ଡି.ଏନ୍‌.ଏ.)- ବହୁ ଦିନର ଦାବି ପରେ ମୟୂରଭଞ୍ଜ ଜିଲାର କିଶାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ୨ଟି ନୂଆ ୧୦୮ ଆମ୍ବୁଲାନ୍ସ ଯୋଗାଇ ଦିଆଯାଇଛି। ପୂର୍ବରୁ ରାସଗୋବିନ୍ଦପୁର ଏବଂ...

ବାହାର ରାଜ୍ୟରୁ ଫେରିବେ ୪୩ ହଜାର ଲୋକ

ଜଗତ୍‌ସିଂହପୁର ଅଫିସ,୨୯ା୪: ଲକ୍‌ଡାଉନ୍‌ ଯୋଗୁ ଓଡ଼ିଶାର ବିଭିନ୍ନ ଜିଲା ଲୋକ ବାହାର ରାଜ୍ୟରେ ଫସି ରହିଛନ୍ତି। ଏବେ ରାଜ୍ୟ ସରକାର ସେମାନଙ୍କୁ ଆଣିବା ପାଇଁ ପଦକ୍ଷେପ...

ବାରବାଟୀରେ ଟି ୨୦ ମ୍ୟାଚ ନେଇ ହାଇକୋର୍ଟଙ୍କ ରାୟ

କଟକ ଅଫିସ,୭।୬: କଟକ ବାରବାଟୀ ଷ୍ଟାଡିୟମରେ ଟି ୨୦ ମ୍ୟାଚ ସମ୍ପର୍କିତ ମାମଲା ଖାରଜ ହୋଇଛି। ଜୁନ ୧୨ ତାରିଖରେ ଭାରତ ଓ ସାଉଥଆଫ୍ରିକା ଟି-୨୦...

ପରୀକ୍ଷା କେନ୍ଦ୍ରରୁ କ୍ୟାମେରା, ହାର୍ଡଡିକ୍ସ ଚୋରି

ବରୀ,୨୭।୨(ସ୍ବ.ପ୍ର)- ଯାଜପୁର ଜିଲା ବରୀ ବ୍ଲକ ଅଧୀନ କଳାମାଟିଆ ପଞ୍ଚାୟତ କାଇପଡ଼ା ହାଇସ୍କୁଲ ମାଟ୍ରିକ ପରୀକ୍ଷା କେନ୍ଦ୍ରରୁ କ୍ୟାମେରା ଓ ହାର୍ଡଡିକ୍ସ ଚୋରି ହୋଇଯାଇଥିବା ନେଇ...

Advertisement
Archives

Model This Week