ସଜନାଗଡ଼,୧୯।୬(ଡି.ଏନ୍.ଏ.): ବାଲେଶ୍ୱର ଜିଲା ନୀଳଗିରି ଥାନା ଅନ୍ତର୍ଗତ କେ.ପିଲାକ୍ରାଜ ପଞ୍ଚାୟତ ଚତିରିଖୁଣ୍ଟା ଅଞ୍ଚଳର ଜଣେ ବ୍ୟକ୍ତି ମଙ୍ଗଳବାର ସନ୍ଧ୍ୟାରେ ଭାଲୁ ଆକ୍ରମଣରେ ଗୁରୁତର ଆହତ ହୋଇଛନ୍ତି। ସେ ହେଲେ ରବୀନ୍ଦ୍ର ଦାସ(୪୬)। ରବୀନ୍ଦ୍ର ସାଇକେଲ ଯୋଗେ ନିଜ ଘରକୁ ଫେରୁଥିବା ବେଳେ ଅନ୍ଧାର ରାତିରେ ଭାଲୁ ତାଙ୍କୁ ଆକ୍ରମଣ କରିଥିଲା। ଗୁରୁତର ଅବସ୍ଥାରେ ତାଙ୍କୁ ନୀଳଗିରି ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ରବୀନ୍ଦ୍ରଙ୍କ ଡାହାଣ ହାତ ଓ ଛାତିରେ ଗଭୀର ଆଘାତ ଲାଗିଥିବା ଜଣାପଡ଼ିଛି।
ସତର୍କ ସଂକେତ ଉପରେ ଜଳକା ଜଳସ୍ତର, ଭୟଭୀତ ଅବସ୍ଥାରେ ତଳିଆ ଅଞ୍ଚଳବାସୀ
ବାଲେଶ୍ୱର,୧୫।୭( ବାଞ୍ଛାନିଧି ଦେ): ଉପର ମୁଣ୍ଡରେ ଲଘୁଚାପ ଜନିତ ପ୍ରବଳ ବର୍ଷା ପାଇଁ ଜଳକା ନଦୀରେ ବନ୍ୟା ଦେଖା ଦେଇଛି । ବାଲେଶ୍ଵର ଜିଲା ବସ୍ତା ବ୍ଲକର…
ସମୁଦ୍ରରେ ନିଖୋଜ ଥିବା ଟ୍ରଲର ଠାବ, ୯ ମତ୍ସ୍ୟଜୀବୀଙ୍କ ମୃତଦେହ ଉଦ୍ଧାର, ମାଲିକ ପହଞ୍ଚି…
ଭୋଗରାଇ,୧୩ା୭(ପ୍ରଦୀପ ଦାସ): ପଶ୍ଚିମବଙ୍ଗ ପୂର୍ବମେଦିନୀପୁର ଜିଲା ଶଙ୍କରପୁର ମତ୍ସ୍ୟ ଅବତରଣ କେନ୍ଦ୍ର(ଜେଟିରୁ )ରୁ ଗତ ୨ ତାରିଖରୁ ସମୁଦ୍ରକୁ ଯାଇ ନିଖୋଜ ଥିବା ମା’ କାଳୀ ନାମକ…
Archives

