ଭାଲୁ ଆକ୍ରମଣ ବୃଦ୍ଧ ଗୁରୁତର

ଲଖନପୁର,୨।୧୧(ଡି.ଏନ୍‌.ଏ.): ଝାରସୁଗୁଡ଼ା ଜିଲା ଲଖନପୁର ବ୍ଲକ ଭଇଁସାମୁଣ୍ଡା ଗ୍ରାମର ଜଣେ ବୃଦ୍ଧ ଭାଲୁ ଆକ୍ରମଣରେ ଗୁରୁତର ହୋଇଛନ୍ତି। ସେ ହେଲେ ମନିଜର ବାରିକ(୬୫ ) ।
ସୂଚନାଯୋଗ୍ୟ, ମନିଜର ଗ୍ରାମ ନିକଟ ଜଙ୍ଗଲକୁ ଶନିବାର କାଠ ଆଣିବା ପାଇଁ ଯାଇଥିଲେ। ଏହି ସମୟରେ ଏକ ମା’ ଭାଲୁ ତାଙ୍କୁ ଆକ୍ରମଣ କରିଥିଲା । ସେ ଗୁରୁତର ହୋଇ ତଳେପଡି ପାଟି କରିଥିଲେ । ପାଟି ଶୁଣି ଗାଈଜଗୁଆଳି ତାଙ୍କୁ ଉଦ୍ଧାର କରି ଗ୍ରାମକୁ ଖବର ଦେଇଥିଲେ। ଗ୍ରାମବାସୀ ଓ ପରିବାର ଲୋକେ ମିଶି ତାଙ୍କୁ ୧୦୮ ଆମ୍ବୁଲାନ୍ସ ଯୋଗେ ଝାରସୁଗୁଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଛନ୍ତି । ଏଥିରେ ମନିଜରଙ୍କ ୨ଗୋଡ ଓ ହାତରେ ଗଭୀର କ୍ଷତ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁବର୍ଣ୍ଣପୁର ଶୀତଳ ଷଷ୍ଠୀ ଯାତ୍ରା: ବିବାହ ସମ୍ପନ୍ନ, ଦେବଦମ୍ପତିଙ୍କ ଯୁଗଳ ଦର୍ଶନ

ସୋନପୁର,୨୮ା୫(ନି.ପ୍ର.): ସୁବର୍ଣ୍ଣପୁର ସହରର ଡେରାପଡାରେ ଗୁରୁବାର ଦେବଦମ୍ପତିଙ୍କ ଯୁଗଳ ଦର୍ଶନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଶ୍ରଦ୍ଧାଳୁମାନେ ସାମାଜିକ ଦୂରତ୍ୱ ବଜାୟ ରଖି ଶିବ ପାର୍ବତୀଙ୍କ ଦର୍ଶନ...

୧୪, ୬୦୦ ମାସ୍କ ବାଣ୍ଟିଲେଣି ଅର୍ଜୁନ

ଆଠମଲ୍ଲିକ, ୨୨ା୪(ଡି.ଏନ.ଏ.) – ଆଠମଲ୍ଲିକ ନିର୍ବାଚନମଣ୍ଡଳୀର ଲୋକଙ୍କୁ କରୋନା ସଂକ୍ରମଣରୁ ଦୂରେଇ ରଖିବାକୁ ବ୍ୟାପକ ସଚେତନତା ଅଭିଯାନ ଚଳାଇଛନ୍ତି ଆଠମଲ୍ଲିକ ବ୍ଲକ ଓଳଥ ଗ୍ରାମର ସାମାଜିକ...

କୂଅରେ ଗଲା ମା’ପୁଅଙ୍କ ଜୀବନ

ପରଜଙ୍ଗ, ୫।୫(ଡି.ଏନ.ଏ.) ମା’ ସାମ୍ନାରେ କୂଅ ଭିତରେ ଖସିପଡ଼ିଲା ୩ବର୍ଷର ଶିଶୁପୁତ୍ର। ନିଜ ଆଖି ଆଗରେ ପୁଅର ମୃତ୍ୟୁକୁ କେମିତିବା ଦେଖିଥାନ୍ତା ମା’? ପୁଅକୁ ରକ୍ଷା...

ଦୁରଦିନରେ ପରିବାର: ସରକାରୀ ଚିକିଛା ସାହାଯ୍‌ ଆଶ୍‌ରେ ହେମନ୍ତ

  ଜାମଟିକ୍ରା, ୧୪।୧୨ (ଡି.ଏନ୍‌.ଏ.)- ବରଗଡ଼ ଜିଲା ଅତାବିରା ବ୍ଲକ ଝିଲିମିଣ୍ଡା ପଁଚେତ୍‌ ଅଧୀନ ରଙ୍ଗିଆଟିକ୍ରା ଗଁାର ହେମନ୍ତ ମେହେର(୪୫)କଁର ପରିବାର କହେଲେ ମାଏକିନା ଆର...

ମୋବାଇଲ ଟର୍ଚ୍ଚରେ ରୋଗୀ ଦେଖିଲେ ଡାକ୍ତର: ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟ

ନୟାଗଡ଼ ଅଫିସ,୧୫ା୧୨: ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟରେ ଶୁକ୍ରବାର ସନ୍ଧ୍ୟାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଥିଲା। ବିଦ୍ୟୁତ୍‌ କଟିଯାଇଥିବା ବେଳେ ଜଣେ ଡାକ୍ତର ମୋବାଇଲ୍‌...

ରଜ ସଂକ୍ରାନ୍ତିରେ ଆଖଣ୍ଡଳମଣି ମନ୍ଦିର ଭକ୍ତମୟ

ଆରଡ଼ି, ୧୫।୬(ଡି.ଏନ୍‌.ଏ.): ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ିରେ ରଜ ସଂକ୍ରାନ୍ତି ଅବସରରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଛି। ଶନିବାର ଭୋର ୪ଟାରେ ମନ୍ଦିର...

ବିଧାୟକ କିଶୋର ମହାନ୍ତିଙ୍କ ପରଲୋକ

ଝାରସୁଗୁଡ଼ା ଅଫିସ,୩୦।୧୨: ଝାରସୁଗୁଡ଼ା ଜିଲା ବ୍ରଜରାଜନଗରର ବିଜେଡି ବିଧାୟକ କିଶୋର ମହାନ୍ତିଙ୍କ ଗୁରୁବାର ସନ୍ଧ୍ୟାରେ ପରଲୋକ ହୋଇଯାଇଛି। ହୃଦଘାତ ଯୋଗୁ ତାଙ୍କର ମୃତ୍ୟୁ ଘଟିଥିବା ଜଣାପଡିଛି।...

ତ୍ରିରଙ୍ଗାରେ ଝଲସୁଛି ଐତିହାସିକ ପୋତାଗଡ଼

ଗଞ୍ଜାମ,୧୫।୮(ଡି.ଏନ୍‌.ଏ.): ସାରା ଦେଶରେ ପାଳିତ ହେଉଛି ୭୬ ତମ ସ୍ବାଧୀନତା ଦିବସ l ଏହି ସ୍ବତନ୍ତ୍ର ଅବସରରେ ପ୍ରଥମ ଥର ପାଇଁ ଐତିହାସିକ ପୋତାଗଡ଼ ତ୍ରିରଙ୍ଗାରେ...

Advertisement
Archives

Model This Week