ଭାଲୁ ତାଡ଼ିଦେଲା ଦୁଇ ଆଖି

ଉଦଳା,୨୦ା୧୨(ଡି.ଏନ୍‌.ଏ.) – ଘର ବାଡ଼ି ପାଖକୁ ଗୋରୁ ଖୋଜିବାକୁ ଯିବା ହେଲା କାଳ । ବାଉଁଶବୁଦାରେ ଲୁଚି ରହିଥିବା ଭାଲୁ ଆକ୍ରମଣରେ ଗୁରୁତର ହୋଇଛନ୍ତି ଜଣେ ବ୍ୟକ୍ତି। ତାଙ୍କର ଦୁଇ ଆଖି ଭାଲୁ ତାଡି ଦେଇଛି । ଏଭଳି ଘଟଣା ଘଟିଛି ମୟୂରଭଞ୍ଜ ଜିଲା ଉଦଳା ବନାଞ୍ଚଳ ଅଧୀନ କଟରାସାହି ଗ୍ରାମରେ ।
ସୂଚନା ଅନୁଯାୟୀ, କୋଚିଳାଡିହା ପଞ୍ଚାୟତର କଟରାସାହି ଗ୍ରାମର ଦାମ ଟୁଡୁ ଗୋରୁ ଖୋଜିବାକୁ ଘର ବାଡିକୁ ଯାଇଥିଲେ । ବାଡି ନିକଟରେ ଥିବା ଏକ ବାଉଁଶବୁଦା ପାଖରେ ସେ ପହଞ୍ଚିବା ସମୟରେ ସେଠାରେ ପୂର୍ବରୁ ଲୁଚି ରହିଥିବା ଏକ ଭାଲୁ ତାଙ୍କ ଉପରକୁ ଅତର୍କିତ ଆକ୍ରମଣ କରିଥିଲା। ଭାଲୁଟି ଦାମଙ୍କ ଦୁଇ ଆଖି ତାଡି ଦେବା ସହିତ ତାଙ୍କ ମୁଁହକୁ ମଧ୍ୟ ଆକ୍ରମଣ କରିଥିଲା। ଭାଲୁ ଆକ୍ରମଣରେ ଗୁରୁତର ଦାମ ଚିତ୍କାର କରିବା ପରେ ପରିବାର ଲୋକେ ଘଟଣାସ୍ଥଳରେ ପହଞ୍ଚତ୍ଥିଲେ। ଗୁରୁତର ଅବସ୍ଥାରେ ଚିକିସତ୍ା ନିମନ୍ତେ ତାଙ୍କୁ ଉଦଳା ଡାକ୍ତରଖାନାରେ ଭର୍ତ୍ତି କରିଥିଲେ । ଅବସ୍ଥା ସଙ୍କଟାପନ୍ନ ଥିବାରୁ ତାଙ୍କୁ ବାରିପଦା ସ୍ଥାନାନ୍ତର କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷୟିତ୍ରୀଙ୍କ ଘରୁ କରିଥିଲେ ଚୋରି: ୩ ଗିରଫ, ଜଣେ ଫେରାର; ସୁନା, ରୁପା ଅଳଙ୍କାର ସହ…

ତୁମୁଡିବନ୍ଧ, ୧୪।୭ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ଥାନା ପୋଲିସ ଏକ ଚୋରି ମାମଲାର ପର୍ଦ୍ଦାଫାଶ କରିବାରେ ସଫଳ ହୋଇଛି। ପ୍ରାୟ ମାସେ ତଳେ…

କୋର୍ଟରେ ହାଜର ନ ହେବାରୁ ବାନ୍ଧିଲା ପୋଲିସ, ଜାମିନ ନାମଞ୍ଜୁର ପରେ ଜେଲ ଗଲେ…

ଦିଗପହଣ୍ଡି, ୧୪|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପୋଲିସ ଏକ ଜାମିନବିହୀନ ୱାରେଣ୍ଟ ବଳରେ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

ମ୍ୟାଲେରିଆରେ ଚାଲିଗଲା ଆଶ୍ରମ ସ୍କୁଲ ଛାତ୍ରଙ୍କ ଜୀବନ, ଚିନ୍ତାରେ ପ୍ରଶାସନ

ରାୟଗଡ଼ା,୧୪।୭(କୈଳାଶ ଚନ୍ଦ୍ର ପୃଷ୍ଟି): ରାୟଗଡ଼ା ଜିଲାରେ ମ୍ୟାଲେରିଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବିଶେଷକରି ଅନୁସୂଚିତ ଜାତି ଓ ଜନଜାତି ବିଭାଗ ଦ୍ୱାରା ପରିଚାଳିତ ଆଶ୍ରମ…

ଘର ବାରଣ୍ଡାରେ ଶୋଇଥିବା ଦେଖି ମହିଳାଙ୍କୁ ବଳାତ୍କାର ଉଦ୍ୟମ, ପାଟି କରିବାରୁ ମାରିଥିଲେ ଚମ୍ପଟ , ଆଉ ଏବେ…

ଦିଗପହଣ୍ଡି,୧୪।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଏକ ଗାଁର ଜଣେ ୫୨ ବର୍ଷୀୟା ମହିଳାଙ୍କୁ ବଳାତ୍କାର ଉଦ୍ୟମ ପରେ ତଣ୍ଟି ଚିପି ହତ୍ୟା…

କେସିଙ୍ଗା ମହାବିଦ୍ୟାଳୟରେ ବନମହୋତ୍ସବ ପାଳିତ: ବିଭିନ୍ନ ପ୍ରଜାତିର ବୃକ୍ଷ ରୋପଣ

କେସିଙ୍ଗା,୧୪।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର ଅନ୍ୟତମ ସରକାରୀ ଅଗ୍ରଣୀ ଶିକ୍ଷନୁଷ୍ଠାନ କେସିଙ୍ଗା ମହାବିଦ୍ୟାଳୟ ପରିସର ମଧ୍ୟରେ ଯୁବ ରେଡକ୍ରସ (YRC) ଓ ରାଷ୍ଟ୍ରୀୟ ସେବା ଯୋଜନା (NSS)…

କୁଲାଡ ରଥଯାତ୍ରା ପାଇଁ ସମୀକ୍ଷା: ପୂର୍ତ୍ତ ବିଭାଗ ପକ୍ଷରୁ ସୁରକ୍ଷା ପ୍ରମାଣପତ୍ର ପ୍ରଦାନ

ଭଞ୍ଜନଗର,୧୪।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ କୁଲାଡ ରଥଯାତ୍ରା ଶହ ଶହ ବର୍ଷ ଧରି ପାଳିତ ହୋଇ ଆସୁଛି। ଭଞ୍ଜ ରାଜବଂଶ ପକ୍ଷରୁ ଉକ୍ତ ଯାତ୍ରା…

ମହାନଦୀ ବ୍ରିଜରୁ ଡେଇଁପଡିଲେ ଯୁବକ, କାହିଁକି ଜାଣନ୍ତୁ…

ସମ୍ବଲପୁର,୧୪।୭: ସମ୍ବଲପୁର ମହାନଦୀ ଚାଉଁରପୁର ବ୍ରିଜ୍‌ରୁ ଜଣେ ଯୁବକ ନଦୀକୁ ଡେଇଁପଡିଥିଲେ। ହେଲେ ଡେଇଁ ପଡିଥିବା ଯୁବକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ପରେ ତାଙ୍କୁ ମେଡିକାଲରେ…

କ୍ରୀଡ଼ାରେ ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ସଫଳତା: ବିଭିନ୍ନ ବର୍ଗରେ ମିଳିଲା ପଦକ

ଭଞ୍ଜନଗର,୧୪।୭(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ଛାତ୍ରୀଛାତ୍ରମାନେ ଭୁବନେଶ୍ୱରରେ ଅନୁଷ୍ଟିତ ରିଜିଓନାଲ ଡାଇରେକ୍ଟରସ୍ତରୀୟ ଖେଳକୁଦ ପ୍ରତିଯୋଗିତା ୨୦୨୬-୨୦୨୭ରେ ସଫଳତା ହାସଲ କରିଛନ୍ତି। ଆୟୁଷ୍ମାନ ନାୟକ ଅଣ୍ଡର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri