ଜୟପୁର,୭।୨(ଡି.ଏନ୍.ଏ.): କୋରାପୁଟ ଜିଲା ଜୟପୁର ସହର ଗାନ୍ଧୀଛକ ନିକଟସ୍ଥ କୋଲାବ ଇରିଗେଶନ ବିଭାଗ କେନାଲ ପୋଲ ଉପରୁ ଶୁକ୍ରବାର ଜଣେ ବ୍ୟକ୍ତି ପାଣି ଭିତରକୁ ଖସି ପଡ଼ିଥିଲେ । ତେବେ ସ୍ରୋତରେ ଭାସିଯାଉଥବା ସମୟରେ ଡଙ୍ଗଗୁଡ଼ାର ୨ ବାଳକ ସଞ୍ଜୟ ପୂଜାରୀ ଏବଂ କିଷାନ ମାଝି କେନାଲକୁ ଡେଇଁ ତାଙ୍କୁ ଉଦ୍ଧାର କରିଛନ୍ତି। ଭାସିଯାଉଥିବା ବ୍ୟକ୍ତି ଜଣକ ହେଲେ ବାଲାଜୀ ସାହୁ(୫୫)। ତାଙ୍କୁ ଉଦ୍ଧାର କରାଯାଇ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ତେବେ ବାଲାଜୀଙ୍କୁ ଉଦ୍ଧାର କରିଥିବା ସଞ୍ଜୟ ଓ କିଷାନଙ୍କୁ ପ୍ରଶାସନ ପକ୍ଷରୁ ପୁରସ୍କାର ଲାଗି ସ୍ଥାନୀୟ ଲୋକେ ଦାବି କରିଛନ୍ତି।
ଭାସିଯାଉଥିବା ବେଳେ ବ୍ୟକ୍ତିଙ୍କ ଜୀବନ ବଞ୍ଚାଇଲେ ୨ ବାଳକ: ଉଭୟଙ୍କୁ ପୁରସ୍କାର ଦାବି
Posted inHome Left, ଆମ ଜିଲା ଖବର, କୋରାପୁଟ View All
IMD କଲା ଆଲର୍ଟ: ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, କାଲିଠୁ ଏସବୁ ଜିଲାରେ ପ୍ରବଳ ବର୍ଷା!
ନୂଆଦିଲ୍ଲୀ, ୨ା୭: ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ, ଆଜି ଦେଶର ୧୯ଟି ରାଜ୍ୟରେ ମୂଷଳଧାରାରେ ବର୍ଷା ହେବ। ଆଜି ଦିଲ୍ଲୀ, ପଞ୍ଜାବ, ହରିୟାଣା, ଚଣ୍ଡିଗଡ଼, ଉତ୍ତରପ୍ରଦେଶ, ବିହାର,…
ଏମଭିଆଇ-ଷ୍ଟେନୋଙ୍କ ଅବସର: ଭବିଷ୍ୟତ ସୁଖମୟ ହେବାକୁ କାମନା
ଛତ୍ରପୁର,୨।୭: ଗଞ୍ଜାମ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟର ଏମଭିଆଇ ରାଜ କୁମାର ବେହେରା ଏବଂ ଷ୍ଟେନୋ ଶ୍ୟାମସୁନ୍ଦର ମାର୍ଥାଙ୍କ ଚାକିରିରୁ ଅବସର ହୋଇଯାଇଛି l ଏନେଇ କାର୍ଯ୍ୟାଳୟ ପକ୍ଷରୁ…
ପାଠ୍ୟ ପୁସ୍ତକରେ ତ୍ରୁଟି, ତେଜୁଛି ଆନ୍ଦୋଳନ
ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ନୂତନଭାବେ ପ୍ରକାଶ ପାଇଥିବା ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ବିଭିନ୍ନ ପାଠ୍ୟ ପୁସ୍ତକରେ ରହିଥିବା ଅନେକ ତ୍ରୁଟିକୁ ନେଇ ରାଜ୍ୟରେ ଅସନ୍ତୋଷ ଥମିବାର ନାଁ ନେଉ…
ହ୍ୱାଟ୍ସଆପ୍ର ନୂଆ ‘ୟୁଜରନେମ୍’ ଫିଚର ଉପରେ କେନ୍ଦ୍ରର ରୋକ
ନୂଆଦିଲ୍ଲୀ, ୨ା୭ (ପି.ଟି.): ହ୍ୱାଟ୍ସଆପ୍ ଚିଫ୍ କମ୍ପ୍ଲାଏନ୍ସ ଅଫିସରଙ୍କୁ ପଠାଯାଇଥିବା ସରକାରୀ ନୋଟିସରେ ସ୍ପଷ୍ଟ କୁହାଯାଇଛି ଯେ, ଏକ ପ୍ରମୁଖ ସାମାଜିକ ଗଣମାଧ୍ୟମ ସଂସ୍ଥା ଭାବେ ମେଟା…
୨ଦିନରେ ଧାନ ଉଠିବା ନେଇ ଆଶଙ୍କାରେ ଚାଷୀ: ମଣ୍ଡିରେ ଗଜା ହେଲାଣି ଧାନ
ନୂଆପଡ଼ା,୨ା୭ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ରବି ମଣ୍ଡି ଧାନ ଉଠାଣ ଅବଧି ଜୁନ ୩୦ ରହିଥିଲା। ଜିଲାର ବିଭିନ୍ନ ମଣ୍ଡିରେ ପଡି ରହିଥିବା ଧାନକୁ ଦେଖି ରାଜ୍ୟ…
ପ୍ରମାଣପତ୍ର ପାଇଁ ଆସି ଦିବ୍ୟାଙ୍ଗ ହଟହଟା: ନିରାଶରେ ଘରକୁ ଫେରୁଛନ୍ତି
ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ପ୍ରମାଣପତ୍ର ପାଇଁ ଦିବ୍ୟାଙ୍ଗମାନେ ହଟହଟା ହେବା ସାଧାରଣରେ ପରିଣତ ହୋଇଛି। କେତେବେଳେ ପ୍ରମାଣପତ୍ର ଇସ୍ୟୁ କରିବାକୁ ଡାକ୍ତର ନାହାନ୍ତି ତ ଆଉକେବେ ନିର୍ଦ୍ଧାରିତ…
ଅଗଷ୍ଟ ୩୦ରେ ଏନ୍ଇଇଟି-ପିଜି ପରୀକ୍ଷା
ନୂଆଦିଲ୍ଲୀ,୨ା୭: ନ୍ୟାଶନାଲ ବୋର୍ଡ ଅଫ୍ ଏକ୍ଜାମିନେଶନ୍ସ ଇନ୍ ମେଡିକାଲ ସାଇନ୍ସ (ଏନ୍ବିଇଏମ୍ଏସ୍) ନୂଆଦିଲ୍ଲୀ ଚଳିତବର୍ଷର ଏନ୍ଇଇଟି-ପିଜି ପରୀକ୍ଷା ପାଇଁ ବୁଧବାର ଆବେଦନ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଏହି…
ବିନା ବିଦ୍ୟୁତ୍ରେ ସମୁଦ୍ର ପାଣି ହେବ ପିଇବାଯୋଗ୍ୟ
ବେଜିଂ, ୨ା୭: ଚାଇନାର ଗବେଷକମାନେ ଏକ ଅଭିନବ ସୌରଶକ୍ତିଚାଳିତ ଜଳ ବିଶୋଧନ ପ୍ରଯୁକ୍ତି ପ୍ରସ୍ତୁତ କରିଛନ୍ତି, ଯାହା ସମୁଦ୍ରର ଲୁଣି ପାଣିକୁ ଅତି ସହଜରେ ପିଇବା ଯୋଗ୍ୟ…
Archives

