Posted inଜାତୀୟ

ଭିଆଇପି ସୁରକ୍ଷାରୁ ହଟିବେ ଏନ୍‌ଏସ୍‌ଜି କମାଣ୍ଡୋ

ନୂଆଦିଲ୍ଲୀ,୧୩।୧: କିଛିଦିନ ତଳେ ଗାନ୍ଧୀ ପରିବାରର ସୁରକ୍ଷା ବ୍ୟବସ୍ଥାକୁ କମାଇ ଦେବା ପରେ ଏବେ କେନ୍ଦ୍ର ସରକାର ଏନ୍‌ଏସ୍‌ଜି କମାଣ୍ଡୋଙ୍କୁ ଏହି କାମରୁ ସମ୍ପୂର୍ଣ୍ଣ ଭାବେ ହଟାଇ ଦେବାକୁ ଚାହୁଁଥିବା ଜଣାପଡିଛି। ଏହି କ୍ରମରେ ଏବେ ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ ଓ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସମେତ ୧୩ ଭିଆଇପିଙ୍କୁ ଏନ୍‌ଏସ୍‌ଜିର ‘ବ୍ଲାକ୍‌ କ୍ୟାଟ୍‌’ କମାଣ୍ଡୋ ସୁରକ୍ଷା ଦେବେ ନାହିଁ ବୋଲି ସୂଚନା ମିଳିଛି। ବିଶେଷ ସୂତ୍ରର ସୂଚନା ଅନୁଯାୟୀ, ପାଖାପାଖି ୨ ଦଶକ ପରେ ଏନ୍‌ଏସ୍‌ଜି କମାଣ୍ଡୋଙ୍କୁ ଭିଆଇପିଙ୍କ ସୁରକ୍ଷାରୁ ହଟାଯାଉଛି ବୋଲି କୁହାଯାଉଛି। ସୂଚନାଯୋଗ୍ୟ, ଭିଆଇପି ସୁରକ୍ଷାରୁ ଏମାନଙ୍କୁ ହଟାଇବା ପରେ ପାଖାପାଖି ୪୫୦ କମାଣ୍ଡୋ ମୁକ୍ତ ହୋଇଯିବେ। ଦେଶରେ ଥିବା ଏନ୍‌ଏସ୍‌ଜି କମାଣ୍ଡୋର ୫ ଶିବିରରେ ଏମାନଙ୍କୁ ମୂତୟନ କରାଯିବା ସହ ଏହି ଶିବିରର ଶକ୍ତି ବୃଦ୍ଧି ହେବ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୀପାବଳି ପୂର୍ବରୁ ଖୋଲିବନି ସ୍କୁଲ !

ମୁମ୍ବାଇ, ୧୧।୧୦: ମହାରାଷ୍ଟ୍ରରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟର ସ୍କୁଲ ଗୁଡ଼ିକୁ ବନ୍ଦ ରଖାଯାଇଛି। ତେବେ ଦୀପାବଳି ପୂର୍ବରୁ...

୧୫ ଦିନ ମଧ୍ୟରେ ଘରକୁ ଫେରିବେ ସମସ୍ତ ପ୍ରବାସୀ ଶ୍ରମିକ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୯।୬: ଲକ୍‌ଡାଉନ ଯୋଗୁ ବାହାର ରାଜ୍ୟରେ ଫସି ରହିଥିବା ସମସ୍ତ ପ୍ରବାସୀ ଶ୍ରମିକଙ୍କୁ ୧୫ ଦିନ ମଧ୍ୟରେ ସେମାନଙ୍କ ନିଜ ନିଜ ରାଜ୍ୟରେ ପହଞ୍ଚାଇବାକୁ ନିର୍ଦ୍ଦେଶ...

ସରକାରୀ କର୍ମଚାରୀଙ୍କ ପେନ୍‌ସନ ସୁବିଧାରେ ଉନ୍ନତି ଲାଗି କମିଟି ଗଠିତ

ନୂଆଦିଲ୍ଲୀ,୮ା୪: ଜାତୀୟ ପେନ୍‌ସନ ଯୋଜନା(ଏନ୍‌ପିଏସ୍‌)ରେ ସରକାରୀ କର୍ମଚାରୀମାନଙ୍କୁ ମିଳୁଥିବା ପେନ୍‌ସନ ସୁବିଧାରେ ଉନ୍ନତି ଲାଗି କେନ୍ଦ୍ର ସରକାର ଅର୍ଥ ସଚିବ ଟି.ଭି. ସୋମନାଥନ୍‌ଙ୍କ ନେତୃତ୍ୱରେ ଏକ...

କରୋନା ସଂକ୍ରମଣ: ୧୫ ମାର୍ଚ୍ଚ ପରେ ବିବାହ ମନା

ନାସିକ,୯ ।୩: କରୋନାର ଲେଉଟାଣି ପୁଣି ଥରେ ଦେଶବାସୀଙ୍କୁ ଚିନ୍ତାରେ ପକାଇଥିବା ବେଳେ ବିଶେଷ ଭାବେ ପ୍ରଥମଥର ଭଳି ଏଥର ବି ମହାରାଷ୍ଟ୍ର ଉପରେ ଯେମିତି...

ବିଧାୟକ ଭାବେ ଶପଥ ନେଲେ କମଲନାଥ

ଭୋପାଳ,୧୦।୬: ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ କମଲନାଥ ବିଧାୟକ ଭାବେ ପଦ ଓ ଗୋପନୀୟତାର ଶପଥ ନେଇଛନ୍ତି। ବିଧାନସଭାରେ ବାଚସ୍ପତି ଏନ୍‌.ପି. ପ୍ରଜାପତି ତାଙ୍କୁ ଶପଥ ପାଠ କରାଇଛନ୍ତି।...

‘ଜନତା କର୍ଫ୍ୟୁ’ ଭୟରେ ଦିନକ ପୂର୍ବରୁ କଲେ ବିବାହ

ଥାଣେ,୨୧।୩: ଗୋଟିଏ ପଟେ କରୋନା ଭାଇରସ ସଂକ୍ରମଣର ଭୟ। ଅନ୍ୟପଟେ ମାର୍ଚ୍ଚ ୨୨ରେ ‘ଜନତା କର୍ଫ୍ୟୁ’। ଏସବୁକୁ ଦେଖି ଥାଣେର ଏକ ଦମ୍ପତି ନିର୍ଦ୍ଧାରିତ ସମୟର...

ପିଆଜ ଦର ବୃଦ୍ଧି କେନ୍ଦ୍ର କୃଷି ନିୟମର ପ୍ରଥମ ପ୍ରଭାବ: କେରଳ ସରକାର

ଥିରୁଭାନନ୍ତପୁରମ,୨୪ ।୧୦: ସାରା ଦେଶରେ ପିଆଜର ଦର ଏବେ ଅହେତୁକ ଭାବେ ବଢି ଚାଲିଛି । ଏହାକୁ ନେଇ କେରଳର କୃଷି ମନ୍ତ୍ରୀ ଭିଏସ୍ ସୁନିଲ...

ଭାରତରେ ଜଣେ କରୋନା ସଂକ୍ରମିତଙ୍କ ଦ୍ୱାରା ୪ ସୁସ୍ଥ ଲୋକଙ୍କୁ ସଂକ୍ରମଣ ହେବା ଆଶଙ୍କା: ଆଇସିଏମ୍‌ଆର୍‌

ନୂଆଦିଲ୍ଲୀ,୨୬।୩: କରୋନା ସଂକ୍ରମଣ ଯୋଗୁ ସାରା ଭାରତରେ ଲକ୍‌ ଡାଉନ୍‌ ଘୋଷଣା କରାଯାଇଛି। ସାମାଜିକ ଦୂରତା ପାଇଁ ଏଭଳି କରାଯାଇଛି। ଏହାଦ୍ୱାରା ସଂକ୍ରମଣର ଆଶଙ୍କା କମ୍‌...

Advertisement
Archives

Model This Week