ଭିକାରି ବେଶରେ ଭାଇରାଲ ହେଉଛି ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କ ଫଟୋ

ଇସଲାମାବାଦ,୧୮।୮: ସାଧାରଣତଃ ଗୁଗୁଲ ସର୍ଚ୍ଚ ଇଞ୍ଜିନରେ ଅନେକ ଶବ୍ଦ ବ୍ୟବହାର କରି ବିଭିନ୍ନ ତଥ୍ୟ ଖୋଜା ଯାଇଥାଏ। ଏବେ କିନ୍ତୁ ଦେଖିବାକୁ ମିଳିଛି ଗୁଗୁଲ ସର୍ଚ୍ଚ ଇଞ୍ଜିନରେ ‘ଭିକାରି’ ଲେଖି ସର୍ଚ୍ଚ କଲେ ଏହାର ଇମେଜରେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାଁଙ୍କ ଏକ ଫଟୋ ଆସୁଛି। ଯେଉଁଥିରେ ସେ ହାତରେ ଏକ ପାତ୍ର ଧରି ବସିଥିବା ଦେଖାଯାଉଛି। ଆଉ ଏହି ଫଟୋ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହାକୁ ନେଇ ପାକିସ୍ତାନ ସୋସିଆଲ ମିଡିଆ ୟୁଜର ଗୁଗୁଲ ସିଇଓ ସୁନ୍ଦର ପିଚାଇଙ୍କୁ ଦୋଷୀ କହୁଥିବା ବେଳେ ଏମାନେ କହିଛନ୍ତି ପିଚାଇ ଭାରତୀୟ ହୋଇଥିବାରୁ ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କ ଫଟୋକୁ ଏମିତି କରିଛନ୍ତି। ହେଲେ ଗୁଗୁଲ ପକ୍ଷରୁ ଏପର୍ଯ୍ୟନ୍ତ ଏହାକୁ ନେଇ କୌଣସି ଜବାବ ଦିଆଯାଇ ନାହିଁ। ସୂଚନାଯୋଗ୍ୟ, ଭାରତ ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ହଟାଇ ଦେବା ପରେ ଏବେ ଏହାକୁ ନେଇ ପାକିସ୍ତାନ ବିଶ୍ୱର କିଛି ଦେଶ ନିକଟରେ ଗୁହାରି କରିଛି। ପ୍ରାୟତଃ କେହି ପାକିସ୍ତାନ ସପକ୍ଷରେ ଯାଇ ନ ଥିବା ଦେଖାଯାଇଛି। ଅନ୍ୟପଟେ ପାକିସ୍ତାନର ଆର୍ଥିକ ସ୍ଥିତି ଖରାପ ହେବା ସହ ଆମେରିକା ମଧ୍ୟ ୪୪୦ ନିୟୁତ ଡଲାର ସହାୟତା କମାଇଦେବା ପାକିସ୍ତାନକୁ ଏକ ପ୍ରକାର ଝଟକା ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓ୍ବେବନର ଗ୍ରୁପର ପ୍ରଭାବ ବୃଦ୍ଧି ନେଇ ମାନସିକ ଚାପରେ ପୁଟିନ…

ମସ୍କୋ,୧୨।୧ : ରୁଷିଆ ୟୁକ୍ରେନ ଯୁଦ୍ଧ ଆରମ୍ଭ କରିବାର ପ୍ରାୟ ଏକ ବର୍ଷ ବିତିଗଲାଣି, କିନ୍ତୁ ରୁଷିଆ ୟୁକ୍ରେନରେ ଆଶା କରାଯାଉଥିବା ସଫଳତା ହାସଲ କରିପାରି...

ପାକିସ୍ଥାନ ବିଶ୍ୱର ସବୁଠାରୁ ବିପଜ୍ଜନକ ଦେଶ: ବାଇଡେନ

ଓ୍ବାଶିଂଟନ,୧୫।୧୦: ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ପାକିସ୍ଥାନକୁ ବିଶ୍ୱର ସବୁଠାରୁ ବିପଜ୍ଜନକ ଦେଶ ବୋଲି କହିଛନ୍ତି। ଋଷିଆ-ୟୁକ୍ରେନ ଯୁଦ୍ଧ ଦ୍ୱାରା ବିଶ୍ୱରେ କିଭଳି ପ୍ରଭାବ ପକାଇଛି,ସେହି...

ରୁଷିଆ ସପକ୍ଷରେ ଭୋଟ ଦେଲା ଭାରତ…

ଜେନେଭା,୬।୧୧ : ମିଳିତ ଜାତିସଂଘରେ ନାଜିବାଦ ଉପରେ ରୁଷିଆର ପ୍ରସ୍ତାବ ସପକ୍ଷରେ ଭାରତ ଭୋଟ ଦେଇଛି। ରଣନୀତି ଅନୁଯାୟୀ ଏହି ଭୋଟ ଦେଇ ଭାରତ ଅନେକ...

କର୍କଟରେ ଆକ୍ରାନ୍ତ ଶିଶୁ ଲାଗି ରଙ୍ଗିନ ପୋଷାକ ପିନ୍ଧି ନାଚିଲେ ଡାକ୍ତର: ଭିଡିଓ ଭାଇରାଲ

କର୍କଟ ଏକ ଗମ୍ଭୀର ରୋଗ। ଏହି ରୋଗରେ ଆକ୍ରାନ୍ତଙ୍କ ମନୋବଳ ବଢ଼ାଇବା ସହ ତାଙ୍କୁ ଖୁସି ରଖିବା ନିତାନ୍ତ ଜରୁରୀ। ତେବେ ଏହି କଥାକୁ ବୁଝିଛନ୍ତି,...

ଟନ୍‌ ଟନ୍‌ ସୁନା ବିକୁଛି ଏହି ଦେଶ

କଲମ୍ବୋ,୨୪ା୧: ଶ୍ରୀଲଙ୍କା, ଭାରତ ଏବଂ ବିଶ୍ୱର କିଛି ଦେଶ ବହୁ ଟନ୍‌ ସୁନା ଜମା ରଖିଛନ୍ତି। ଯେତେବେଳେ ଆର୍ଥିକ ଅବସ୍ଥା ଖରାପ ହୁଏ, ଏହି ସୁନା...

ମଙ୍ଗଳ -୨୦୨୦ ରୋଭର୍‌ର ‘ଆଏ’ ଟେଷ୍ଟ କଲା ନାସା

ଓ୍ବଶିଂଟନ: ମଙ୍ଗଳକୁ ନାସାର ରୋବୋଟିକ ମିଶନ-ଦି ମାର୍ସ ୨୦୨୦ ରୋଭର ମଙ୍ଗଳ ପୃଷ୍ଠର କିଭଳି ଭଲଭାବେ ଫଟୋ ନେଇପାରିବ ତାହା ଉପରେ ଏକ ପରୀକ୍ଷା କରାଯାଇଛି।...

ରାଜା ରଣଜିତ୍‌ ସିଂଙ୍କ ପ୍ରତିମୂର୍ତ୍ତି ଭାଙ୍ଗିଦେଲେ ପାକିସ୍ତାନୀ…

ଲାହୋର,୧୭।୮: ପାକିସ୍ତାନରେ ମୌଳବାଦୀ ଗୋଷ୍ଠୀ ବେଶ୍‌ ସକ୍ରିୟ ହେବାରେ ଲାଗିଛନ୍ତି। ତେହେରିକ-ଇ-ଲୈବାକ ନାମକ ଏକ ଉଗ୍ରବାଦୀ ସଂଗଠନର ସଦସ୍ୟ ଲାହୋର ଦୁର୍ଗରେ ଥିବା ମହାରାଜା ରଣଜିତ୍‌...

ପୃଥିବୀର ୨୩୦ କୋଟିରୁ ଅଧିକ ଲୋକ ଘରେ ବନ୍ଦ: ୧୩୦ କୋଟି ଭାରତୀୟ ବି ସାମିଲ

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୫।୩: କରୋନା ସଂକ୍ରମଣ ପୃଥିବୀରେ ଆତଙ୍କ ସୃଷ୍ଟି କରିଛି। ଏଥିରୁ ଦୂରେଇ ରହିବା ପାଇଁ ସାମାଜିକ ଦୂରତା ସୃଷ୍ଟି ଉପରେ ଲୋକଙ୍କୁ ପରାମର୍ଶ ଦିଆଯାଉଛି। ଏହାକୁ...

Advertisement
Archives

Model This Week