ଭିକ୍କି କୌଶଲ- ଆୟୁଷ୍ମାନ ଖୁରାନା ଶ୍ରେଷ୍ଠ ଅଭିନେତା

ନୂଆଦିଲ୍ଲୀ,୨୩।୧୨: ଆୟୋଜିତ ହୋଇଯାଇଛି ୨୦୧୯ର ୬୬ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ଉତ୍ସବ। ଦିଲ୍ଲୀର ବିଜ୍ଞାନ ଭବନରେ ଆୟୋଜିତ ଏହି ଉତ୍ସବରେ ଉପରାଷ୍ଟ୍ରପତି ଭେଙ୍କିୟା ନାଇଡୁ ଏହି ପୁରସ୍କାର ପ୍ରଦାନ କରିଛନ୍ତି। ଦିବ୍ୟା ଦତ୍ତ ଏହାର ହୋଷ୍ଟ ଭାବେ ନଜର ଆସିଥିଲେ। ଅମିତାଭ ବଚ୍ଚନଙ୍କୁ ଦାଦା ସାହେବ ଫାଲକେ ଆଓ୍ବାର୍ଡ ମିଳିଥିବା ବେଳେ ଅସୁସ୍ଥତା କାରଣରୁ ବିଗ୍‌ ବି ଏହି ଉତ୍ସବରେ ଯୋଗ ଦେଇପାରି ନାହାନ୍ତି ବୋଲି ଜଣାପଡିଛି। ବରିଷ୍ଠ ଅବିନେତ୍ରୀ ସୁରେଖା ଶିକାରୀଙ୍କୁ ଫିଲ୍ମ ‘ବଧାଇ ହୋ’ ପାଇଁ ବେଷ୍ଟ ସପୋଟିଂ ଆକ୍ଟ୍ରେସ୍‌ ଆଓ୍ବାର୍ଡ ମିଳିଛି। ସେ ହ୍ବିଲ ଚେୟାରରେ ଆସି ନାଇଡୁଙ୍କଠାରୁ ଏହି ପୁରସ୍କାର ଗ୍ରହଣ କରିଛନ୍ତି। ‘ଅନ୍ଧାଧୁନ’ ପାଇଁ ଆୟୁଷ୍ମାନ ଖୁରାନାଙ୍କୁ ଓ ‘ଉରି-ଦ ସର୍ଜିକାଲ ଷ୍ଟ୍ରାଇକ’ ପାଇଁ ଭିକ୍କି କୌଶଲଙ୍କୁ ଶ୍ରେଷ୍ଠ ଅଭିନେତା ପୁରସ୍କାରରେ ସମ୍ମାନୀତ କରାଯାଇଛି। ସେହିପରି ଅକ୍ଷୟ କୁମାରଙ୍କ ଫିଲ୍ମ ‘ପ୍ୟାଡମ୍ୟାନ’କୁ ଶ୍ରେଷ୍ଠ ସାମାଜିକ ଚଳଚ୍ଚିତ୍ର ପୁରସ୍କାର ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

କରୋନାକୁ ପୂରିଲା ୧୩୫ ଦିନ: ସାମାନ୍ୟ ଅସାବଧାନତା ନେଇପାରେ ଅନେକଙ୍କ ଜୀବନ !

ନୂଆଦିଲ୍ଲୀ,୧୬।୬: କରୋନା ଭାଇରସକୁ ଏକ ଅଜଣା ବିଶ୍ୱାସଘାତୀ ଶତ୍ରୁ ବୋଲି କହି ଭାରତୀୟ ବିଶେଷଜ୍ଞମାନେ କହିଛନ୍ତି ସାମାନ୍ୟ ଅବହେଳା ପରିସ୍ଥିତିକୁ ଆହୁଳି ଜଟିଳ କରିଦେଇପାରେ। ଦେଶରେ...

ମହାରାଷ୍ଟ୍ରରେ ଆଉ ୪ କରୋନା ସଂକ୍ରମିତ ଚିହ୍ନଟ

ମୁମ୍ବାଇ,୧୬।୩: ମହାରାଷ୍ଟ୍ରରେ କରୋନା ଭାଇରସ ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି। ସୋମବାର ଏଠାରେ ଆଉ ୪ ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ପରେ ଏବେ ସେଠାରେ...

ରିୟାଜ୍‌ ନାଇକୁଙ୍କ ମୃତ୍ୟୁ ପରେ ଜମ୍ମୁ-କଶ୍ମୀର ହିଜବୁଲ୍‌ ଡୋର ଘାଜି ହାଇଦରଙ୍କ ହାତରେ

ଶ୍ରୀନଗର,୧୧।୫: ହିଜବୁଲ୍‌ ମୁଜାହିଦ୍ଦିନ୍‌ ଆତଙ୍କବାଦୀ ସଂଗଠନର ଜମ୍ମୁ-କଶ୍ମୀର କମାଣ୍ଡର ରିୟାଜ୍‌ ନାଇକୁଙ୍କର ଏନ୍‌କାଉଣ୍ଟରରେ ମୃତ୍ୟୁ ଘଟିବା ପରେ ଏବେ ଏହି ପଦବୀରେ ୨୬ ବର୍ଷ ବୟସ୍କ...

ସ୍ବାଭାବିକ ହେଉଛି କଶ୍ମୀର ସ୍ଥିତି

ଶ୍ରୀନଗର/ନୂଆଦିଲ୍ଲୀ,୧୦ା୮: ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ଜମ୍ମୁ-କଶ୍ମୀରରେ ଉତ୍ତେଜନା ଓ ହିଂସା ଏଡ଼ାଇବା ପାଇଁ ଜାରି ହୋଇଥିବା କଟକଣାକୁ ପ୍ରଶାସନ ପକ୍ଷରୁ ଧୀରେ ଧୀରେ ଉଠାଇ...

ଭୁଲ ସ୍ବୀକାର କଲେ ଶାହା: ଦିଲ୍ଲୀ ନିର୍ବାଚନ ନେଇ ମୋର ଆକଳନ ନ ଥିଲା ଠିକ

ନୂଆଦିଲ୍ଲୀ,୧୩।୨: ଦିଲ୍ଲୀ ବିଧାନସଭା ନିର୍ବାଚନରେ ଭାଜପାର ପରାଜୟ ପରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ନିଜର ଭୁଲ ସ୍ବୀକାର କରିଛନ୍ତି। ସେ କହିଛନ୍ତି ଦିଲ୍ଲୀ ନିର୍ବାଚନ...

ପ୍ରଦୀପ ଜୋଷୀ ୟୁପିଏସ୍‌ସି ଅଧ୍ୟକ୍ଷ

ନୂଆଦିଲ୍ଲୀ, ୮।୮(ପି.ଟି.):ଦେଶରେ ସିଭିଲ୍‌ ସର୍ଭିସ୍‌ ପରୀକ୍ଷା ପରିଚାଳନା କରୁଥିବା ୟୁନିୟନ ପବ୍ଲିକ୍‌ ସର୍ଭିସ୍‌ କମିଶନ (ୟୁପିଏସ୍‌ସି)ର ନୂତନ ଅଧ୍ୟକ୍ଷ ଭାବେ ଶିକ୍ଷାବିତ୍‌ ପ୍ରଫେସର ପ୍ରଦୀପ କୁମାର...

ସୁରଟର କୋଚିଂ ସେଣ୍ଟରରେ ଭୟାବହ ଅଗ୍ନିକାଣ୍ଡ

ସୁରଟ,୨୪।୫: ଗୁଜରାଟରେ ହୀରା ସହର କୁହାଯାଉଥିବା ସୁରଟରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଶୁକ୍ରବାର ସରଥାନା ଅଞ୍ଚଳରେ ଥିବା ତକ୍ଷଶୀଳା କମପ୍ଲେକ୍ସରେ ଅଗ୍ନିକାଣ୍ଡ ଘଟିଛି। ସେଠାରେ ଥିବା...

ଦୀପାବଳିରେ ଶ୍ରୀଯନ୍ତ୍ର ପୂଜନ…

ଘରେ ସୁଖଶାନ୍ତି ପାଇଁ ଦୀପାବଳିରେ ଶ୍ରୀଯନ୍ତ୍ର ପୂଜନ ସହିତ ମହାଲକ୍ଷ୍ମୀଷ୍ଟକ ପାଠ କଲେ ସୁଫଳ ମିଳେ ବୋଲି ଶାସ୍ତ୍ରରେ ଉଲ୍ଲେଖ ରହିଛି। ଏହି ଦିନ ରାତିରେ...

Coronavirus Update

UTI
Archives

Model This Week

Why Dharitri

Leave a comment

Your email address will not be published. Required fields are marked *