Posted inଜାତୀୟ

ଭିଜା ବାତିଲ ଯୋଗୁ କ୍ଷତି ହେବ ୮୫୦୦ କୋଟି

ନୂଆଦିଲ୍ଲୀ,୧୩।୩(ପି.ଟି.): କରୋନା ମହାମାରୀ ଭାରତୀୟ ପର୍ଯ୍ୟଟନ, ବିମାନ ଚଳାଚଳ ସେକ୍ଟରକୁ ବଡ଼ ଧରଣର କ୍ଷତି ପହଞ୍ଚାଇବାକୁ ଯାଉଛି। ସଂକ୍ରମଣ ଭୟରେ ସରକାର ମାସେ ପାଇଁ ଭିଜା ସ୍ଥଗିତ ରଖିଥିବାରୁ ଦେଶ ୮୫୦୦ କୋଟି ଟଙ୍କା କ୍ଷତି ସହିବ ବୋଲି ବିଭିନ୍ନ ଶିଳ୍ପ ସଂଗଠନ ପକ୍ଷରୁ କୁହାଯାଇଛି। ଭିଜା ବନ୍ଦ ଯୋଗୁ ପର୍ଯ୍ୟଟନ, ଭ୍ରମଣ ଓ ବିମାନ ଚଳାଚଳ ସେକ୍ଟରରେ ଏହାର ସିଧାସଳଖ ପ୍ରଭାବ ପଡ଼ିବ। ଏହି ସେକ୍ଟରରେ ଅନେକ ନିଯୁକ୍ତି ହରାଇବେ ବୋଲି ଭାରତୀୟ ଟୁର୍‌ ଅପରେଟର୍ସ ଆସୋସିଏଶନ ଏବଂ ଆସୋଚାମ୍‌ ପକ୍ଷରୁ କୁହାଯାଇଛି। ତେଣୁ ସରକାର ଭିଜା ବାତିଲ ନିଷ୍ପତ୍ତିର ପୁନର୍ବିଚାର କରି ନିର୍ଦ୍ଦିଷ୍ଟ କେତେକ ସହରକୁ ପର୍ଯ୍ୟଟକଙ୍କୁ ପ୍ରବେଶ ଅନୁମତି ଦେବାକୁ ସେମାନେ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜଗା ଦର୍ଶନ ସାରି ଫେରୁଥିଲେ, ଘରକୁ ଧକ୍କା ଦେଲା ବୋଲେରୋ, ଆଉ ତା’ ପରେ…

ପୁରୁଷୋତ୍ତମପୁର,୬ା୬(ସବିତା ମିଶ୍ର): ଜଗା ଦର୍ଶନ ସାରି ଫେରିବା ବେଳେ ରାସ୍ତାକଡ଼ରେ ଥିବା ଏକ ଘରକୁ ଧକ୍କା ଦେଇଛି ଏକ ବୋଲେରୋ। ଫଳରେ ଏଥିରେ ୮ ଜଣ ଆହତ…

ଲକ୍ଷ ଲକ୍ଷ କର୍ମଚାରୀ, ପେନସନଭୋଗୀଙ୍କ ପାଇଁ ବଡ଼ ଖବର: ବଢିଲା ମହଙ୍ଗା ଭତ୍ତା

ନୂଆଦିଲ୍ଲୀ, ୬।୬: ଗୋଟିଏ ପଟେ କେନ୍ଦ୍ରୀୟ କର୍ମଚାରୀମାନେ ଦୀର୍ଘ ଦିନ ହେବ ଅଷ୍ଟମ ବେତନ କମିଶନ (8th Pay Commission) ଅଧୀନରେ ମହଙ୍ଗା ଭତ୍ତା (DA) ଏବଂ…

ଆଜିଠାରୁ ‘ମୃତ୍ୟୁ ପଞ୍ଚକ’ ଆରମ୍ଭ: ସ୍ବପ୍ନରେ ଏହି ୭ଟି ଜିନିଷ ଦେଖିଲେ ହୋଇଯାଆନ୍ତୁ ସାବଧାନ, ଘଟିପାରେ ବଡ଼ ଅଘଟଣ!

ସନାତନ ଧର୍ମରେ ମୃତ୍ୟୁ ପଞ୍ଚକର ଏକ ବିଶେଷ ମହତ୍ତ୍ୱ ରହିଛି, ଯାହାକୁ କ୍ଷତିକାରକ ଓ କଷ୍ଟଦାୟକ ବୋଲି ମାନିଥାନ୍ତି। ଯେତେବେଳେ ବି ପଞ୍ଚକ ଶନିବାର ଦିନରୁ ଆରମ୍ଭ…

ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ପଶିଲା ଭିଜିଲାନ୍ସ: ପୁଳାପୁଳା ସମ୍ପତ୍ତି ଠାବ

ବାଲିଗୁଡା,୬।୬:(ସଞ୍ଜୟ କୁମାର ପାଣିଗ୍ରାହୀ): ଭିଜିଲାନ୍ସ ଜାଲରେ ବାଲିଗୁଡା ITDAର ସହକାରୀ ନିର୍ବାହୀ ଯନ୍ତ୍ରୀ ବୈକୁଣ୍ଠ ନାଥ ବେହେରା। ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୯ଟି ସ୍ଥାନରେ ଭିଜିଲାନ୍ସ…

ଜଙ୍ଗଲକୁ ଛେଳି ଚରାଇବାକୁ ଯାଇଥିବାବେଳେ ଟଳିପଡିଲେ ସମ୍ବାରୁ, ଅଂଶୁଘାତ ଜନିତ ମୃତ୍ୟୁ ହୋଇଥିବା ଅଭିଯୋଗ

ଦେବଗଡ,୬।୬(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା ତିଲେଇବଣି ବ୍ଲକ ତଥା କୁଣ୍ଢେଇଗୋଳା ଥାନା ଅନ୍ତର୍ଗତ ବଡଛାପଲ ଗ୍ରାମର ଜଣେ ବୃଦ୍ଧଙ୍କର ମୃତ୍ୟୁ ଘଟିଥିବା ବେଳେ ଏହା ଅଂଶୁଘାତ…

ହଠାତ୍‌ ଘରେ ପଶିଲେ ଦୁର୍ବୃତ୍ତ: ବେକରେ ଭୁଜାଲି ଲଗାଇ ଲୁଟିନେଲେ ଅଳଙ୍କାର ସହ ନଗଦ ଟଙ୍କା

ଆଳି, ୬।୬(ବନମାଳୀ ସେନାପତି): ବନ୍ଧୁକ ମୁନରେ ଲୁଟିନେଲେ ୨୫ ଲକ୍ଷ ଟଙ୍କାର ସୁନା ଅଳଙ୍କାର ସହ ନଗଦ ଟଙ୍କା l ଶୁକ୍ରବାର ସନ୍ଧ୍ୟା ପ୍ରାୟ ୮.୩୦ ସମୟରେ…

ଟସ୍‌ ଜିତିଲା ଭାରତ: ଡେବ୍ୟୁ କରୁଛନ୍ତି ମାନବ

ଚଣ୍ଡିଗଡ,୬।୬:ଭାରତ ବନାମ ଆଫଗାନିସ୍ତାନ ଟେଷ୍ଟ ମ୍ୟାଚ ଆଜିଠାରୁ ଆରମ୍ଭ ହୋଇଛି। ଶୁବମନ ଗିଲ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଦୁଇ ଦଳ ୮…

ସିଜେଆଇ ସୂର୍ଯ୍ୟକାନ୍ତଙ୍କୁ ଏମିତି ପ୍ରଶ୍ନ ପଚାରିଲେ ମହିଳା, ଉଠିଲା ଝଡ଼; କଡ଼ା ଜବାବ ଦେଲେ…

ନୂଆଦିଲ୍ଲୀ,୬।୬: ବ୍ରିଟେନର ୟୁନିଭର୍ସିଟି ଅଫ ଲଣ୍ଡନର ବିର୍କବେକ କଲେଜରେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି (CJI) ସୂର୍ଯ୍ୟକାନ୍ତଙ୍କ ଏକ କାର୍ଯ୍ୟକ୍ରମ ସମୟରେ ହଙ୍ଗାମା ଦେଖିବାକୁ ମିଳିଛି। ଏଠାରେ କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri