ଭିଜିଲାନ୍ସ ଜାଲରେ ଆନନ୍ଦପୁର ଗ୍ରାମ୍ୟ ଉନ୍ନୟନ ବିଭାଗ ଯନ୍ତ୍ରୀ

ଘସିପୁରା,୨୧।୧୨(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଆନନ୍ଦପୁର ଗ୍ରାମ୍ୟ ଉନ୍ନୟନ ବିଭାଗର ସହକାରୀ ନିର୍ବାହୀ ଯନ୍ତ୍ରୀ ସୁବଳ ପଣ୍ଡା ଶନିବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଭୋର ସମୟରୁ ପଣ୍ଡାଙ୍କ ଆନନ୍ଦପୁରସ୍ଥିତ ସରକାରୀ ବାସଭବନ ସମେତ ଭୁବନେଶ୍ୱର, ରାଉରକେଲା, କେନ୍ଦ୍ରାପଡ଼ା ଆଦି ଅଞ୍ଚଳରେ ଥିବା ତାଙ୍କ ପୈତୃକ ବାସଭବନ ଓ ସମ୍ପର୍କୀୟଙ୍କ ଘର ଆଦି ୮ ଟି ସ୍ଥାନରେ ଏକକାଳୀନ ଚଢ଼ାଉ ହୋଇଛି। ଆନନ୍ଦପୁରସ୍ଥିତ ବାସଭବନରେ ଏକ ଟିମ୍‌ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଯାଞ୍ଚ କରିବା ସହ ତାଙ୍କୁ ଜେରା କରୁଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

୪୪ ଲକ୍ଷ ୫୬ ହଜାର ଚାଷୀଙ୍କ ଆକାଉଣ୍ଟକୁ ଗଲା ୯୦୦ କୋଟି ଟଙ୍କାର କାଳିଆ ସହାୟତା

ଭୁବନେଶ୍ୱର,୨୦ା୯(ଅସମାପିକା ସାହୁ): ନୂଆଖାଇ ଅବସରରେ ରାଜ୍ୟର ୪୪ ଲକ୍ଷ ୫୬ ହଜାର ଚାଷୀ ପରିବାର କାଳିଆ ସହାୟତା ପାଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଭିଡିଓ...

ଘାଟିରେ ଓଲଟିଲା ଅଟୋ ଜଣେ ମୃତ, ୪ ଗୁରୁତର

ପଟ୍ଟାଙ୍ଗି, ୩୧।୫(ଡି.ଏନ୍‌.ଏ.): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସୁଙ୍କି ଥାନା ଅଧୀନ ଲାଉଡି ଘାଟରେ ଭାରସାମ୍ୟ ହରାଇ ଏକ ଅଟୋ ଓଲଟି ଜଣଙ୍କର ମୃତ୍ୟୁ ହୋଇଥିବାବେଳେ...

୩ ବଖରା ଗଳିଗଲା

ଖଲ୍ଲିକୋଟ,୧୪ା୧୦(ଡି.ଏନ.ଏ.)-ଖଲ୍ଲିକୋଟ ବ୍ଲକ ମାଣିକ୍ୟପୁର ପଞ୍ଚାୟତ ମାଟିଆ ସାହିରେ ରବିବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟି ୩ ପରିବାରର ୩ ବଖରା ଭସ୍ମୀଭୂତ ହୋଇଯାଇଛି । ଗ୍ରାମର...

ମହୁମାଛି ଆକ୍ରମଣରେ ଚାଲିଗଲା ସିପିଏମ୍‌ ନେତାଙ୍କ ଜୀବନ

ନୀଳଗିରି,୧୦ା୫(ସ୍ବ.ପ୍ର.): ମହୁମାଛି ଆକ୍ରମଣରେ ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ଗରଡି ପଞ୍ଚାୟତ ବାଙ୍କିସାହି ଗ୍ରାମର ବରିଷ୍ଠ ସିପିଏମ୍‌ ନେତା ରାମଚନ୍ଦ୍ର ସ(୭୨) ବୁଧବାର ପ୍ରାଣ ହରାଇଛନ୍ତି।...

ଧାମନଗର ଉପନିର୍ବାଚନ: ଅଭିଯୋଗ ଆସିଲେ ହେବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୨୭।୧୦(ବ୍ୟୁରୋ): ଆସନ୍ତା ୩ ତାରିଖରେ ଧାମନଗର ଉପନିର୍ବାଚନ ଅନୁଷ୍ଠିତ ହେବ। ଏନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ। ପ୍ରାର୍ଥୀମାନେ ନିଜର ଦଳୀୟକର୍ମୀଙ୍କ ସହ ଜୋରଦାର ପ୍ରଚାର କରୁଛନ୍ତି।...

ମିଳୁନି ପକ୍କାଘର: ଭଙ୍ଗାଘରେ ନିରୁପମାଙ୍କ ପରିବାର

ବାଲିକୁଦା,୧୦ା୧୧(ସ୍ବ.ପ୍ର.): ବାଲିକୁଦା ବ୍ଲକ ଅଧୀନ ସଂଗ୍ରାମପୁର ପଞ୍ଚାୟତ ଗୋଗୋଳ ଗ୍ରାମର ବିଧବା ବୃଦ୍ଧା ନିରୁପମା ମଲ୍ଲିକଙ୍କ ଫାଇଁ ପକ୍କାଘର ସାତସପନ ପାଲଟିଛି। ଫଳରେ ସେ ଭାଗ୍ୟକୁ...

‘୫-ଟି’କୁ ପୁଣି ଅପରାଜିତାଙ୍କ କଟାକ୍ଷ: ‘ଏହା ଅଭିନବ ପଦକ୍ଷେପ ନୁହେଁ, ବହୁତ ପୁରୁଣା କଥା’

ଭୁବନେଶ୍ୱର,୩୧।୧୦(ବ୍ୟୁରୋ): ରାଜ୍ୟ ସରକାରଙ୍କ ପକ୍ଷରୁ ଆରମ୍ଭ କରାଯାଇଥିବା ‘୫-ଟି’ କାର୍ଯ୍ୟକ୍ରମକୁ ପୁଣି ଥରେ ସମାଲୋଚନା କରିଛନ୍ତି ଭାଜପା ଏମ୍‌ପି ଅପରାଜିତା ଷଡଙ୍ଗୀ। ଗୁରୁବାର ରେଳବାଇ ଷ୍ଟାଡିୟମରେ...

ଖେଲୋ ଇଣ୍ଡିଆ ୟୁନିଭର୍ସିଟି ଗେମ୍ସ ପାଇଁ ସଜେଇ ହେଉଛି ଭୁବନେଶ୍ୱର

ଭୁବନେଶ୍ୱର,୧୮ା୨(ବ୍ୟୁରୋ): ଓଡ଼ିଶା ଆୟୋଜନ କରିବାକୁ ଯାଉଛି ‘ଖେଲୋ ଇଣ୍ଡିଆ ୟୁନିଭର୍ସିଟି ଗେମ୍ସ’ର ପ୍ରଥମ ସଂସ୍କରଣ। ବିଶ୍ୱବିଦ୍ୟାଳୟସ୍ତରରୁ ପ୍ରତିଭାବାନ୍‌ କ୍ରୀଡ଼ାବିତ୍‌ମାନଙ୍କୁ ଖୋଜି ବାହାର କରିବା ପାଇଁ କେନ୍ଦ୍ର...

Advertisement
Archives

Model This Week