ଭିଜିଲାନ୍ସ ଜାଲରେ ଇଏସ୍‌ଆଇ ଡାକ୍ତରଖାନାର ମୁଖ୍ୟ କିରାଣୀ

ସୁନ୍ଦରଗଡ, ୨୨।୧୦(ଡି.ଏନ୍‌.ଏ.): ସୁନ୍ଦରଗଡ ଜିଲା କାଂଶବାହାଲସ୍ଥିତ ଇଏସ୍‌ଆଇ ହସ୍ପିଟାଲର ମୁଖ୍ୟ କିରାଣୀ ବିଷ୍ଣୁଚରଣ ମଲ୍ଲିକ ଲାଞ୍ଚ ନେଉଥିବା ବେଳେ ମଙ୍ଗଳବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ବିଷ୍ଣୁଚରଣ ଡାକ୍ତରଖାନାର ଆମ୍ବୁଲାନ୍ସ ଡ୍ରାଇଭର ବୈରାଗୀ ବେହେରାଙ୍କଠାରୁ ଜିପିଏଫ୍‌ ମଞ୍ଜୁର ପାଇଁ ୧ହଜାର ଟଙ୍କା ଲାଞ୍ଚ ନେଉଥିଲେ। ଭିଜିଲାନ୍ସ ବିଭାଗ ଅଧିକାରୀମାନେ ଚଢ଼ାଉକରି ଲାଞ୍ଚ ଟଙ୍କା ଜବତ କରିବା ସହ ତାଙ୍କୁ ଗିରଫ କରିଛନ୍ତି।
ଡ୍ରାଇଭର ବୈରାଗୀ ତାଙ୍କ ଜିପିଏଫ୍‌ ଟଙ୍କା ଉଠାଇବା ପାଇଁ ଗତ ୨୬ /୯/୨୦୧୯ରେ ଆବେଦନ କରିଥିଲେ । ମାତ୍ର ମୁଖ୍ୟ କିରାଣୀ ମଲ୍ଲିକ ଏହି ଜିପିଏଫ୍‌ ଅର୍ଥ ମଞ୍ଜୁର ପାଇଁ ତାଙ୍କୁ ଅର୍ଥ ଦାବି କରିଆସୁଥିଲେ । ଏ ନେଇ ଡ୍ରାଇଭର ବେହେରା ଭିଜିଲାନ୍ସ ବିଭାଗର ଦ୍ୱାରସ୍ଥ ହୋଇଥିଲେ । ଅଭିଯୋଗ ପରେ ସମ୍ବଲପୁର ର୍ଦୁନୀତି ନିବାରଣ ଥାନାରେ କେଶ ନଂ. ୫୩/୧୯ରେ ଏକ ମାମଲା ରୁଜୁ ହୋଇଥିଲା । ସମ୍ବଲପୁର ଭିଜିଲାନ୍ସ ବିଭାଗ ଏସ୍‌ପିଙ୍କ ନିର୍ଦ୍ଦେଶକ୍ରମେ ଏହି ଚଢ଼ାଉ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ତିନିଦିନ ହେଲା ସ୍କୁଲରେ ତାଲା, ଡିଇଓ କହିଲେ ଜାଣିନାହିଁ

କେନ୍ଦୁଝର, ୨୭ା୨(ସ୍ବ.ପ୍ର.): ସରକାର ଉତ୍ତମ ଶିକ୍ଷାଦାନ ପାଇଁ ବିଭିନ୍ନ ଯୋଜନା ଲାଗୁ କରୁଥିବା ବେଳେ କେନ୍ଦୁଝରରେ ଉପଯୁକ୍ତ ତଦାରଖ ଅଭାବରୁ ଶିକ୍ଷା ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡିଛି...

ଦୋକାନ କରି ସ୍ବାବଲମ୍ବୀ ହୋଇଛନ୍ତି ଦିବ୍ୟାଙ୍ଗ ଝୁନୁ

ନବରଙ୍ଗପୁର,୧୪।୫(ବି.ପ୍ର.): ଦିବ୍ୟାଙ୍ଗ ହେଲେବି ସକ୍ଷମ। ଦୃଢ଼ ମନ ଓ ପରିଶ୍ରମ ବଞ୍ଚତ୍ବାର ରାହା ଦେଇଛି। ତେବେ ନବରଙ୍ଗପୁର ସତ୍ୟ ସାଇ ସେବା ସମିତିର କିଛି ଆର୍ଥିକ...

ଶ୍ରୀମେଟାଲିକ୍ସ ପ୍ଲାଣ୍ଟରେ ଦୁର୍ଘଟଣା: ଶ୍ରମିକଙ୍କ ଜୀବନ ଗଲା

ବଡ଼ବିଲ,୧୪ା୫(ସ୍ବ.ପ୍ର.): କେନ୍ଦୁଝର ଜିଲା ରୁଗୁଡି ଥାନା ଅନ୍ତର୍ଗତ ଶ୍ରୀମେଟାଲିକ୍ସ ପ୍ଲାଣ୍ଟରେ ଦୁର୍ଘଟଣା ଘଟି ଜଣେ ଶ୍ରମିକଙ୍କ ଜୀବନ ଯାଇଛି। ମୃତକ ଜଣକ ହେଲେ କାର୍ଯ୍ୟରତ ପ୍ରୋସେସିଂ...

ସ୍କୁଟି ଚାଳକଙ୍କୁ ପଛରୁ ପିଟିଲା ଟ୍ରକ

ଚୌଦ୍ୱାର,୨୩ା୧୨(ଡି.ଏନ୍‌.ଏ.): ୫୫ ନଂ. ନମ୍ବର ଜାତୀୟ ରାଜପଥ ମଙ୍ଗୁଳିଛକ ଏକ ହୋଟେଲ ନିକଟରେ ଗୁରୁବାର ସକାଳେ ଟ୍ରକ ଦୁର୍ଘଟଣାରେ ଜଣକର ଶୋଚନୀୟ ମୃତ୍ୟୁ ହୋଇଛି ା...

ଦଇବ ସାଧିଲା ଦାଉ: ମା’ଙ୍କୁ ହରାଇ ଦୁଇ ଝିଅ ଅନାଥ; ସରକାରୀ ସହାୟତା ଯୋଗାଇ ଦେବାକୁ ଦାବି

ପାଟଣା, ୧୦।୧୧(ସ୍ବ.ପ୍ର.)-ଦଇବ ସାଧିଛି ଦାଉ। ପ୍ରଥମେ ବାପା ଆରପାରିକୁ ଚାଲିଯାଇଥିବାବେଳେ ଶୁକ୍ରବାର ମା’ଙ୍କ ଅକାଳ ମୃତ୍ୟୁ ଘଟିଛି । ଫଳରେ ଦୁଇ ନିଷ୍ପାପ ଶିଶୁ ଅନାଥ...

ବେଆଇନ ମଦ କାରବାର: ୧୯୩ ଲିଟର ମଦ ଜବତ, ୮ ଗିରଫ

ଛତ୍ରପୁର, ୫।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ବିଭିନ୍ନ ସ୍ଥାନରେ ଚାଲିଥିବା ବେଆଇନ ମଦ କାରବାର ହେଉଥିବା ନେଇ ଗୁରୁବାର ସନ୍ଧ୍ୟାରେ ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇ...

ସାମାଜିକ ଦୂରତା ନିୟମ ମାନୁନାହାନ୍ତି ଲୋକେ: ମାଛ ମାର୍କେଟରେ ଅସମ୍ଭବ ଭିଡ଼

ବନ୍ତ,୧୯ା୪(ଡି.ଏନ୍‌.ଏ.): କରୋନା ମହାମାରୀ ରୋକିବା ପାଇଁ ସରକାର ସାମାଜିକ ଦୂରତା ଉପରେ ଗୁରୁତ୍ୱ ଦେଉଥିବା ବେଳେ ଲୋକମାନେ ଏହି ନିୟମକୁ ମାନିବାକୁ ପ୍ରସ୍ତୁତ ନୁହନ୍ତି। ଅତ୍ୟାଶ୍ୟକୀୟ...

ବରଗଡ଼ରେ ଡାକ୍ତରଙ୍କ ସମେତ ୨୨ ଜଣଙ୍କୁ କରୋନା

ବରଗଡ଼ ଅଫିସ,୨୦ା୭: ବରଗଡ଼ ଜିଲାରେ ସୋମବାର ପୁଣି ୨୨ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରେ ବରଗଡ଼ ଜିଲା ପୌରାଞ୍ଚଳର ୭ଜଣ, ବରଗଡ଼...

Advertisement
Archives

Model This Week